Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

+ ୩ ନାମଲେଖା ଗାଇଡଲାଇନରେ ପରିବର୍ତ୍ତନ

Sanchar Live by Sanchar Live
August 24, 2024
in ଓଡିଶା
0
+ ୩ ନାମଲେଖା ଗାଇଡଲାଇନରେ ପରିବର୍ତ୍ତନ
0
SHARES
6
VIEWS
FacebookTwitter

ସଂଚାର ବ୍ୟୁରୋ: ଗତ ୧୨ ତାରିଖରୁ ଆରମ୍ଭ ହୋଇଛି ଯୁକ୍ତ ତିନି ନାମଲେଖା ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଆବେଦନ ପ୍ରକ୍ରିୟା । ଏହି ଆବେଦନ ପ୍ରକ୍ରିୟା ୨୬ ତାରିଖ ପର୍ଯ୍ୟନ୍ତ ଚାଲିବ । ତେବେ ଏଥିରେ କେଉଁମାନେ ଆବେଦନ କରିପାରିବେ ଓ କେଉଁମାନେ କରିପାରିବେ ନାହିଁ ସେ ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଗାଇଡଲାଇନ ଜାରି ହୋଇଥିଲା । ପ୍ରଥମ ପର୍ଯ୍ୟାୟରେ ଯେଉଁମାନେ ନାମଲେଖାଇ ସାରିଛନ୍ତି, ସେମାନେ ଦ୍ୱିତୀୟ ପର୍ଯ୍ୟାୟରେ ଆବେଦନ କରିପାରିବେ ନାହିଁ ବୋଲି ଗାଇଡଲାଇନରେ ଉଲ୍ଲେଖ ରହିଥିଲା। ତେବେ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଏଥିରେ ପରିବତ୍ତର୍ନ କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଯେଉଁ ଛାତ୍ରୀଛାତ୍ରମାନେ ପ୍ରଥମ ପର୍ଯ୍ୟାୟରେ ନାମଲେଖାଇ ସାରିଛନ୍ତି, ସେମାନେ ମଧ୍ୟ ଦ୍ୱିତୀୟ ପର୍ଯ୍ୟାୟରେ ଅଂଶଗ୍ରହଣ କରିପାରିବେ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟର ୧ ହଜାର ୫୬ଟି ଡିଗ୍ରୀ କଲେଜରେ ଯୁକ୍ତ ତିନି ନାମଲେଖା ପାଇଁ ମୋଟ ୨ ଲକ୍ଷ ୭୪ ହଜାର ୧୫୧ଟି ସିଟ୍ ରହିଛି । ପ୍ରଥମ ପର୍ଯ୍ୟାୟରେ ୧ ଲକ୍ଷ ୭୭ ହଜାର ୬୭୩ ଜଣ ନାମ ଲେଖାଇଥିବା ବେଳେ, ଆଉ ୯୬ ହଜାର ୪୭୮ଟି ସିଟ୍ ଖାଲି ପଡ଼ିଛି । ସିଟ୍ ପୂରଣ କରିବା ପାଇଁ ବିଭାଗ ପକ୍ଷରୁ ଦ୍ୱିତୀୟ ପର୍ଯ୍ୟାୟ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି । ସେପ୍ଟେମ୍ବର ୨ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ପ୍ରଥମ ମେଧା ତାଲିକା ପ୍ରକାଶ ପାଇବ । ମନୋନୀତ ଛାତ୍ରୀଛାତ୍ରମାନେ ୩ ତାରିଖ ସକାଳ ୧୦ଟାରୁ ୬ ତାରିଖ ସଂଧ୍ୟା ୫ଟା ଭିତରେ ନାମ ଲେଖାଇବେ । ଅନ୍ୟପଟେ ଛାତ୍ର ସଂସଦ ନିର୍ବାଚନ ନେଇ ସରକାର ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବେ ବୋଲି କହିଛନ୍ତି ଉଚ୍ଚ ଶିକ୍ଷାମନ୍ତ୍ରୀ।

Tags: +3educationodisha
ShareTweetShareSend
Sanchar Live

Sanchar Live

Next Post
ବିମାନରେ ବୋମା ଆତଙ୍କ

ଏୟାର ଇଣ୍ଡିଆକୁ ୯୦ ଲକ୍ଷ ଟଙ୍କାର ଜରିମାନା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର ନିମନ୍ତେ ମନୋନୀତ ହୋଇଥିବା ଆସୋସିଏଟ୍ ପ୍ରଫେସରଙ୍କୁ ସମ୍ବର୍ଦ୍ଧିତ କଲେ ସୋଆ ପ୍ରତିଷ୍ଠାତା ସଭାପତି
  • ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ଖେଳୁଥିବା ସମୟରେ ପୋଖରୀରେ ପଡି ଦୁଇ ଭଉଣୀଙ୍କ ମୃତ୍ୟୁ
  • ଘରେ ପଶି ମାରଣାସ୍ତ୍ର ଦେଖାଇ ମହିଳାଙ୍କୁ ଦୁଷ୍କର୍ମ
  • ସୁନା-ରୂପା କିଣିବା ପାଇଁ ଚାହୁଁଛନ୍ତି କି ? ଜାଣନ୍ତୁ ସହରରେ କଣ ରହିଛି ଦାମ..

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.