Tuesday, June 24, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ମେ ୧୨ରୁ କାର୍ଯ୍ୟକ୍ଷମ ହେବ ଭୁବନେଶ୍ବର ନୂଆ ଷ୍ଟେସନ: ଚଳାଚଳ କରିବ ୩ ଏକ୍ସପ୍ରେସ୍‌

Sanchar Live by Sanchar Live
May 3, 2025
in ଓଡିଶା
0
ମେ ୧୨ରୁ କାର୍ଯ୍ୟକ୍ଷମ ହେବ ଭୁବନେଶ୍ବର ନୂଆ ଷ୍ଟେସନ: ଚଳାଚଳ କରିବ ୩ ଏକ୍ସପ୍ରେସ୍‌
0
SHARES
198
VIEWS
FacebookTwitter

ଭୁବନେଶ୍ୱର ନୂଆ ଷ୍ଟେସନରେ ତିନୋଟି ଟ୍ରେନ ପାଇଁ ଟର୍ମିନାଲ ପଏଣ୍ଟ ପରିବର୍ତ୍ତନ କରିବାକୁ ନିଷ୍ପତ୍ତି ନିଆଯାଇଛି । ପୂର୍ବରୁ ଥିବା ଭୁବନେଶ୍ୱର ମୁଖ୍ୟ ଷ୍ଟେସନ ପରିବର୍ତ୍ତେ ୩ଟି ଟ୍ରେନ ଭୁବନେଶ୍ୱର ନୂଆ ଷ୍ଟେସନ ଠାରୁ ଯାତ୍ରା ଆରମ୍ଭ କରିବେ ।

ଏହି ଟ୍ରେନଗୁଡ଼ିକ ହେଉଛି- 11020/11019 ଭୁବନେଶ୍ୱର-CSMT ମୁମ୍ବାଇ-ଭୁବନେଶ୍ୱର କୋଣାର୍କ ଏକ୍ସପ୍ରେସ, 17015/17016 ଭୁବନେଶ୍ୱର-ସିକନ୍ଦରାବାଦ-ଭୁବନେଶ୍ୱର ବିଶାଖା ଏକ୍ସପ୍ରେସ ଏବଂ 22819/22820 ଭୁବନେଶ୍ୱର-ବିଶାଖାପାଟଣା-ଭୁବନେଶ୍ୱର ଇଣ୍ଟରସିଟି ଏକ୍ସପ୍ରେସ।

୧୧ ମଇ ଠାରୁ ମୁମ୍ବାଇରୁ ଛାଡୁଥିବା 11019 ମୁମ୍ବାଇ-ଭୁବନେଶ୍ୱର କୋଣାର୍କ ଏକ୍ସପ୍ରେସ ଭୁବନେଶ୍ୱର ନୂତନ ଷ୍ଟେସନରେ ଏହାର ଯାତ୍ରା ଶେଷ କରିବ। ପୂର୍ବ ନିର୍ଦ୍ଧାରିତ ସମୟରେ ଭୁବନେଶ୍ୱର ମୁଖ୍ୟ ଷ୍ଟେସନରେ ପହଞ୍ଚିବା ପରେ ଏହି ଟ୍ରେନ ରାତ୍ରି ୧୧ଘ.୫୫ମି.ରେ ଭୁବନେଶ୍ୱର ନୂଆ ଅଭିମୁଖେ ଯାତ୍ରା କରିବ। ଏହି ଟ୍ରେନ ରାତ୍ରି ୧୨ଘ.୦୨ମି.ରେ ମଞ୍ଚେଶ୍ୱରରେ ପହଞ୍ଚିବ ଏବଂ ସେଠାରୁ ୧୨ଘ.୦୪ମି.ରେ ଛାଡି ରାତ୍ରି ୧୨ଘ.୨୦ମି.ରେ ଭୁବନେଶ୍ୱର ନୂତନ ଷ୍ଟେସନରେ ପହଞ୍ଚିବ।

11020 ଭୁବନେଶ୍ୱର-ମୁମ୍ବାଇ କୋଣାର୍କ ଏକ୍ସପ୍ରେସ ୧୨ ମଇ 2025 ଠାରୁ ଭୁବନେଶ୍ୱର ମୁଖ୍ୟ ଷ୍ଟେସନ ପରିବର୍ତ୍ତେ ଅପରାହ୍ନ ୦୨ଘ.୪୦ମି.ରେ ଭୁବନେଶ୍ୱର ନୂତନ ଷ୍ଟେସନରୁ ଛାଡିବ। ଏହି ଟ୍ରେନ ଅପରାହ୍ନ ୦୨ଘ.୪୮ମି.ରେ ମଞ୍ଚେଶ୍ୱରରେ ପହଞ୍ଚି ଅପରାହ୍ନ ୦୨ଘ.୫୦ମି.ରେ ଭୁବନେଶ୍ୱର ମୁଖ୍ୟ ଷ୍ଟେସନ ଅଭିମୁଖେ ଛାଡିବ। ଅପରାହ୍ନ ୩ ଘଟିକାରେ ଭୁବନେଶ୍ୱର ମୁଖ୍ୟ ଷ୍ଟେସନରେ ପହଞ୍ଚିବା ପରେ ଏହି ଟ୍ରେନ ପୂର୍ବ ନିର୍ଦ୍ଧାରିତ ସମୟରେ ମୁମ୍ବାଇ ଅଭିମୁଖେ ଯାତ୍ରା କରିବ।

ସେହିପରି ୧୧ମଇ ଠାରୁ ସିକନ୍ଦରାବାଦରୁ ଛାଡୁଥିବା 17016 ସିକନ୍ଦରାବାଦ-ଭୁବନେଶ୍ୱର ବିଶାଖା ଏକ୍ସପ୍ରେସ ଭୁବନେଶ୍ୱର ନୂତନ ଷ୍ଟେସନରେ ଶେଷ କରିବ। ନିର୍ଦ୍ଧାରିତ ସମୟରେ ଭୁବନେଶ୍ୱର ମୁଖ୍ୟ ଷ୍ଟେସନରେ ପହଞ୍ଚିବା ପରେ ଏହି ଟ୍ରେନ ଅପରାହ୍ନ ୪ ଘଟିକାରେ ଭୁବନେଶ୍ୱର ନୂତନ ଷ୍ଟେସନ ଅଭିମୁଖେ ଯାତ୍ରା କରିବ। ଏହି ଟ୍ରେନ ଅପରାହ୍ନ ୪ଘ.୦୪ମି.ରେ ମଞ୍ଚେଶ୍ୱରରେ ପହଞ୍ଚି ଅପରାହ୍ନ ୪ଘଣ୍ଟା ରେ ଛାଡିବ ଏବଂ ତା’ପରେ ଅପରାହ୍ନ ୪ଘ. ୨୫ମି.ରେ ଭୁବନେଶ୍ୱର ନୂତନ ଷ୍ଟେସନରେ ପହଞ୍ଚିବ।

17015 ଭୁବନେଶ୍ୱର-ସିକନ୍ଦରାବାଦ ବିଶାଖା ଏକ୍ସପ୍ରେସ ୧୨ ମଇ ୨୦୨୫ ଠାରୁ ଭୁବନେଶ୍ୱର ମୁଖ୍ୟ ଷ୍ଟେସନ ପରିବର୍ତ୍ତେ ପୂର୍ବାହ୍ନ ୮ ଘଟିକାରେ ଭୁବନେଶ୍ୱର ନୂତନ ଷ୍ଟେସନରୁ ଛାଡିବ। ଏହି ଟ୍ରେନଟି ପୂର୍ବାହ୍ନ ୦୮ଘ. ୦୮ମି.ରେ ମଞ୍ଚେଶ୍ୱରରେ ପହଞ୍ଚି ପୂର୍ବାହ୍ନ ୦୮ଘ.୧୦ମି.ରେ ଭୁବନେଶ୍ୱର ମୁଖ୍ୟ ଷ୍ଟେସନ ଅଭିମୁଖେ ଯାତ୍ରା କରିବ। ପୂର୍ବାହ୍ନ ୦୮ଘ.୨୦ ମି.ରେ ଭୁବନେଶ୍ୱର ମୁଖ୍ୟ ଷ୍ଟେସନରେ ପହଞ୍ଚିବା ପରେ ଏହି ଟ୍ରେନଟି ପୂର୍ବ ନିର୍ଦ୍ଧାରିତ ସମୟ ପୂର୍ବାହ୍ନ ୦୮ଘ.୪୦ମି.ରେ ମୁମ୍ବାଇ ଅଭିମୁଖେ ଯାତ୍ରା କରିବ।

ଏହା ବ୍ୟତୀତ ବିଶାଖାପାଟଣାରୁ ଛାଡୁଥିବା 22820 ବିଶାଖାପାଟଣା-ଭୁବନେଶ୍ୱର ଇଣ୍ଟରସିଟି ଏକ୍ସପ୍ରେସ ୧୨ ମଇ ଠାରୁ ଭୁବନେଶ୍ୱର ନୂତନ ଷ୍ଟେସନରେ ଏହାର ଯାତ୍ରା ଶେଷ କରିବ। ନିର୍ଦ୍ଧାରିତ ସମୟରେ ଭୁବନେଶ୍ୱର ମୁଖ୍ୟ ଷ୍ଟେସନରେ ପହଞ୍ଚିବା ପରେ ଏହି ଟ୍ରେନଟି ରାତ୍ରି ୧୨ ଘ. ୧୫ମି.ରେ ଭୁବନେଶ୍ୱର ନୂତନ ଷ୍ଟେସନ ଅଭିମୁଖେ ଯାତ୍ରା କରିବ। ଏହି ଟ୍ରେନଟି ରାତ୍ରି ୧୨ଘ.୨୦ମି.ରେ ମଞ୍ଚେଶ୍ୱରରେ ପହଞ୍ଚି ରାତ୍ରି ୧୨ଘ.୨୨ମି.ରେ ଛାଡିବ ଏବଂ ତା’ପରେ ରାତ୍ରି ୧୨ଘ.୩୫ମି.ରେ ଭୁବନେଶ୍ୱର ନୂତନ ଷ୍ଟେସନରେ ପହଞ୍ଚିବ।

22819 ଭୁବନେଶ୍ୱର-ବିଶାଖାପାଟଣା ଇଣ୍ଟରସିଟି ଏକ୍ସପ୍ରେସ୍ ୧୨ ମଇ ୨୦୨୫ ଠାରୁ ଭୁବନେଶ୍ୱର ମୁଖ୍ୟ ଷ୍ଟେସନ ପରିବର୍ତ୍ତେ ସକାଳ ୦୭ ଘ.୧୫ମି.ରେ ଭୁବନେଶ୍ୱର ନୂତନ ଷ୍ଟେସନରୁ ଯାତ୍ରା ପ୍ରାରମ୍ଭ କରିବ। ଏହି ଟ୍ରେନଟି ସକାଳ ୦୭ ଘ.୧୮ମି.ରେ ମଞ୍ଚେଶ୍ୱରରେ ପହଞ୍ଚି ସକାଳ ୦୭ଘ. ୨୦ମି.ରେ ଭୁବନେଶ୍ୱର ମୁଖ୍ୟ ଷ୍ଟେସନ ଅଭିମୁଖେ ଯାତ୍ରା କରିବ । ସକାଳ ୦୭ଘ.୨୫ ମି.ରେ ଭୁବନେଶ୍ୱର ମୁଖ୍ୟ ଷ୍ଟେସନରେ ପହଞ୍ଚିବା ପରେ ଏହି ଟ୍ରେନଟି ପୂର୍ବ ନିର୍ଦ୍ଧାରିତ ସମୟରେ ସକାଳ ୦୭ଘ.୪୫ ମି.ରେ ମୁମ୍ବାଇ ଅଭିମୁଖେ ଯାତ୍ରା କରିବ।

ଉପରୋକ୍ତ ସମସ୍ତ ଟ୍ରେନଗୁଡ଼ିକ ମଞ୍ଚେଶ୍ୱର ରେଳ ଷ୍ଟେସନରେ ଉଭୟ ଦିଗରୁ ପ୍ରତ୍ୟେକ ଦୁଇ ମିନିଟ୍ ପାଇଁ ରହଣି ପ୍ରଦାନ କରିବେ । ଭୁବନେଶ୍ୱର ମୁଖ୍ୟ ଷ୍ଟେସନରେ ଉପୋରକ୍ତ ଟ୍ରେନ ଗୁଡିକ ୨୦ ମିନିଟ୍ ରହଣି ସମୟ ପ୍ରଦାନ କରିବେ । ତେବେ ଉତ୍ତର ଭୁବନେଶ୍ୱର, ଆଠଗଡ଼ ଏବଂ କଟକ ଅଞ୍ଚଳର ଲୋକମାନେ ଅଧିକ ଲାଭ ପାଇବେ ।

Tags: bhubaneswarnew train
ShareTweetShareSend
Sanchar Live

Sanchar Live

Next Post
ମର୍ମନ୍ତୁଦ ଦୁର୍ଘଟଣାରେ ୩ ମୃତ ଓ ୩ ଗୁରୁତର

ଦୁର୍ଘଟଣାରେ ଚାଲିଗଲା ସ୍କୁଟି ଚାଳକଙ୍କ ଜୀବନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଚୋରି ହୋଇନି ମହାପ୍ରଭୁଙ୍କ ମୋଦକ: ଆଇନମନ୍ତ୍ରୀ
  • ଆଜି ଅଣବସର ଚତୁର୍ଦ୍ଦଶୀ ତିଥି, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି
  • ଶସ୍ତା ହେଲା ସୁନା, ଜାଣନ୍ତୁ ୨୨ ଓ ୨୪ କ୍ୟାରେଟ୍ ପିଛା କେତେ ରହିଛି ମୂଲ୍ୟ
  • ପୂର୍ବତନ ଭାରତୀୟ କ୍ରିକେଟର ଦିଲୀପ ଦୋଷୀଙ୍କ ଦେହାନ୍ତ
  • ରାତିସାରା AC ଚଳାଉଛନ୍ତି କି? ଜାଣିରଖନ୍ତୁ କଣ ହେବ ଅସୁବିଧା

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.