Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ରାଜ୍ୟର ୧୦ ସହରରେ ତାତି ୩୫ ଡିଗ୍ରି ସେଲସିୟସ୍‌ ଟପିଲା ତାତି

Sanchar Live by Sanchar Live
February 6, 2025
in ଓଡିଶା
0
ଫେବୃଆରୀ ମାସରେ ବଢିବ ଖରାର ପ୍ରକୋପ
0
SHARES
9
VIEWS
FacebookTwitter

ଭୁବନେଶ୍ଵର: ରାଜ୍ୟର ତାତି  ଫେବ୍ରୁଆରି ମାସରୁ ବଢ଼ିବାରେ ଲାଗିଛି। ସକାଳେ ଘଣ୍ଟାଏ ଦିଘଣ୍ଟା ପାଇଁ ଘନ କୁହୁଡ଼ି ପରେ ତାତି ବୃଦ୍ଧି ପାଉଛି। ରାଜ୍ୟର ୧୦ ସହରରେ ତାତି ୩୫ ଡିଗ୍ରି ସେଲସିୟସ୍‌ ଟପିଛି ।

ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ  ଦିନର ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବନାହିଁ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ  ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

ଫେବ୍ରୁଆରି ୭ ତାରିଖରେ  କଟକ, ଖୋର୍ଦ୍ଧା, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ନୟାଗଡ଼ ଓ ଗଞ୍ଜାମରେ ଘନ କୁହୁଡ଼ି ଦେଖାଯିବ ବୋଲି ପୂର୍ବାନୁମାନ କରାଯାଇଛି ।

ବୁଧବାର ମାଲକାନଗିରି  ଓ ବଲାଙ୍ଗୀରରେ ସର୍ବାଧିକ ତାତି ୩୬ ଡିଗ୍ରି ସେଲସିୟସ୍‌ ରେକର୍ଡ ହୋଇଛି । ସମ୍ବଲପୁର,  ହୀରାକୁଦ ଓ ଝାରସୁଗୁଡ଼ାରେ ୩୫.୯, ଭବାନୀପାଟଣା ଓ ସୁନ୍ଦରଗଡ଼ରେ  ୩୫.୫, ସୋନପୁରରେ ୩୫.୨, ଅନୁଗୁଳରେ ୩୫.୧ ଓ ପାରଳାଖେମୁଣ୍ଡିରେ  ୩୫ ଡିଗ୍ରୀ ରେକର୍ଡ ହୋଇଥିଲା ।

ସେହିପରି ଭୁବନେଶ୍ୱର, ତାଳଚେର ଓ ବୌଦ୍ଧରେ ୩୩.୮,  କୋରାପୁଟରେ ୩୩.୨, ଫୁଲବାଣୀରେ ୩୨.୯, ଯାଜପୁରରେ ୩୨.୮, ବାରିପଦାରେ  ୩୨.୬, ଛତ୍ରପୁରରେ ୩୨.୭, କେନ୍ଦୁଝରରେ ୩୨.୩, କଟକ ଓ ପୁରୀରେ ୩୧.୮,  ଦାରିଙ୍ଗିବାଡ଼ିରେ ୩୧.୫ଡିଗ୍ରୀ ରେକର୍ଡ ହୋଇଛି।

Tags: heatwaveodishaweather report
ShareTweetShareSend
Sanchar Live

Sanchar Live

Next Post
ଆଜି ଭାରତ-ଇଂଲଣ୍ଡ ପ୍ରଥମ ଦିନିକିଆ

ଆଜି ଭାରତ-ଇଂଲଣ୍ଡ ପ୍ରଥମ ଦିନିକିଆ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.