Sunday, April 19, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଏମିତି କରନ୍ତୁ କମିବ ବିଜୁଳି ବି୍ଲ

Sanchar Live by Sanchar Live
April 3, 2026
in ଜୀବନ ଶୈଳୀ
0
ଏମିତି କରନ୍ତୁ କମିବ ବିଜୁଳି ବି୍ଲ
0
SHARES
91
VIEWS
FacebookTwitter

ମାର୍ଚ୍ଚ ମାସରୁ ବଢ଼ିଲାଣି ତାତି । ଏବେଠାରୁ ଏତେ ଗରମ ଅନୁଭବ ହେଲାଣି ଯେ, ଲୋକେ ବାହାରକୁ ଯିବାକୁ ଡରିଲେଣି। ଘରେ ହିଁ ଏସି ଲଗାଇ ବସୁଛନ୍ତି ସମସ୍ତେ । ଯାହାଦ୍ୱାରା ବିଦ୍ୟୁତ ବିଲ୍‌ ମଧ୍ୟ ଅଧିକ ଆସୁଛି । ଆପଣ ଜାଣନ୍ତି କି ଏପରି ଏକ ଉପାୟ ଆପଣାଇଲେ ଆପଣଙ୍କ ବିଲ ବହୁତ କମ୍‌ ଆସିବ। ଖରାଦିନେ ପ୍ରାୟତଃ ବିଜୁଳି ବିଲ ଅଧିକ ଆସିଥାଏ । ବିଶେଷ କରି ଏସି, କୁଲର ଓ ପଙ୍ଖା ଅଧିକ ସମୟ ବ୍ୟବହାର କରାଯାଉଥିବାରୁ ବିଲ ଦୁଇଗୁଣା ଅଧିକ ଆସିଥାଏ ।

ମାତ୍ର କିଛି ସରଳ ଓ ସହଜ ଉପାୟ ଦ୍ୱାରା ବିଜୁଳି ବିଲ ୫୦% ପର୍ଯ୍ୟନ୍ତ କମ କରାଯାଇପାରିବ । ଉନ୍ନତ ଧରଣର ବୈଦ୍ୟୁତିକ ସାମଗ୍ରୀ ବ୍ୟବହାର କରନ୍ତୁ । ୫ ଷ୍ଟାରର ଏସି, ୱାଶିଂମେସିନ, ଫ୍ରିଜ ଆଦି ବ୍ୟବହାର କରନ୍ତୁ । ଏହା କମ ବିଜୁଳି ଖର୍ଚ୍ଚ କରିଥାଏ । ଯାଦ୍ୱାରା ବିଜୁଳି ବିଲ କମ ଆସିଥାଏ । କମ ତାପମାତ୍ରା ଅର୍ଥାତ ୧୬ ରୁ ୧୮ ଡିଗ୍ରୀରେ ଏସି ଅଧିକ ସମୟ ବ୍ୟବହାର କଲେ ବିଲ ଅଧିକ ଆସିଥାଏ। ଏସି ଲଗାଇବା ସମୟରେ ଝରକା, କବାଟ ନିଶ୍ଚୟ ବନ୍ଦ ରଖନ୍ତୁ । ଖରା ଅଧିକ ପଡୁଥିବା ସ୍ଥାନରେ ଫ୍ରିଜ ରଖନ୍ତୁ ନାହିଁ । ଘରର ଏପରି ସ୍ଥାନରେ ଫ୍ରିଜ ରଖନ୍ତୁ । ଯାହା ଅଧିକ ସମୟ ଥଣ୍ଡା ରହୁଥିବ । ବାରମ୍ବାର ଫ୍ରିଜ ଖୋଲନ୍ତୁ ନାହିଁ ।

ବିଜୁଳି ବିଲ କମ କରିବା ପାଇଁ ଇଚ୍ଛୁକ ଥିଲେ ସୋଲାର୍‌ ପ୍ୟାନେଲ ବ୍ୟବହାର କରିବା ଏକ ଉତ୍ତମ ବିକଳ୍ପ । ଥରେ ସୋଲାର୍‌ ପ୍ୟାନେଲ ଲଗାଇବା ପରେ ବର୍ଷ ବର୍ଷ ପର୍ଯ୍ୟନ୍ତ ବିଜୁଳି ବିଲରୁ ମୁକ୍ତି ମିଳିବ । ଘରର ଆବଶ୍ୟକତା ଅନୁଯାୟୀ ସୋଲାର୍‌ ପ୍ୟାନେଲ ଚୟନ କରିପାରିବେ । ଲାଇଟର ଆବଶ୍ୟକତା ନଥିଲେ ସୁଇଚ ବନ୍ଦ କରି ରଖନ୍ତୁ ।

ଏବେଠାରୁ ହିଁ ସତର୍କ ହୋଇଯାଆନ୍ତୁ ନଚେତ୍‌ ଟଙ୍କା ଗଣି ଗଣି ହଇରାଣ ହେବେ । ତେଣୁ ତାତି ଅଧିକ ବଢ଼ିବା ଆଗରୁ ଉପର ଲିକ୍ଷିତ ଉପାୟ ଉପରେ ଦୃଷ୍ଟି ପକାନ୍ତୁ।

Tags: Aclifestyle
ShareTweetShareSend
Sanchar Live

Sanchar Live

Next Post
ପୁଣି ୮ତାରିଖରୁ ଆରମ୍ଭ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତିମଣତି

ପୁଣି ୮ତାରିଖରୁ ଆରମ୍ଭ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତିମଣତି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜିଠୁ ଆରମ୍ଭ ଚାରିଧାମ ଯାତ୍ରା
  • ଅକ୍ଷୟ ତୃତୀୟ ପୂର୍ବରୁ ନଜର ପକାନ୍ତୁ ଆଜିର ସୁନା ଦର ଉପରେ…
  • ୨୩ ତାରିଖ ପର୍ଯ୍ୟନ୍ତ ଏହି ଜିଲ୍ଲାରେ ଶିକ୍ଷାନୁଷ୍ଠାନ ଛୁଟି
  • କିଏ ଜିତିବ ଆଜିର ମ୍ୟାଚ? PBKS VS LSG…
  • ମୋ ଜିଲ୍ଲା ମହୋତ୍ସବରେ ମୋତେ ଅପମାନ କରାଗଲା : ବଣ୍ଟି

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.