Wednesday, May 13, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ରାଜ୍ୟର ବିଭିନ୍ନ ସ୍ଥାନରେ ଆଉ ୪ ଦିନ ପ୍ରବଳ ବର୍ଷିବ

Sanchar Live by Sanchar Live
August 14, 2025
in ଓଡିଶା
0
ରାଜ୍ୟର ବିଭିନ୍ନ ସ୍ଥାନରେ ଆଉ ୪ ଦିନ ପ୍ରବଳ ବର୍ଷିବ

Oplus_131072

0
SHARES
39
VIEWS
FacebookTwitter

ବଙ୍ଗୋପସାଗରରେ ଲଘୁଚାପ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି । ୨୪ ଘଣ୍ଟାରେ ଅଧିକ ଘନୀଭୂତ ହୋଇ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହେବ । ୪୮ ଘଣ୍ଟା ମଧ୍ୟରେ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଓ ଦକ୍ଷିଣ ଓଡ଼ିଶା ମଧ୍ୟ ଦେଇ ଏହା ଗତି କରିବ । ପ୍ରଭାବରେ ୧୭ ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ସତର୍କତା ଜାରି କରାଯାଇଛି ।

୧୫ ତାରିଖ ଯାଏଁ ମାଲକାନଗିରି ଓ କୋରାପୁଟରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ । ଏହି ଦୁଇ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏଥିସହ ୯ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସମୁଦ୍ର ଅଶାନ୍ତ ଥିବାରୁ ୧୬ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ପ୍ରବେଶ ପାଇଁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।

Tags: rainweatherreport
ShareTweetShareSend
Sanchar Live

Sanchar Live

Next Post
ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧାବିଗ୍ରହଙ୍କ ବନକଲାଗି ନୀତି, ସାଢେ ୪ ଘଣ୍ଟା ଦର୍ଶନ ବନ୍ଦ

ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧାବିଗ୍ରହଙ୍କ ବନକଲାଗି ନୀତି, ସାଢେ ୪ ଘଣ୍ଟା ଦର୍ଶନ ବନ୍ଦ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସହିଦ ନଗର ସବର ସାହିରେ ଛୁରା ମାଡ଼
  • ଟେବୁଲ ଟପ୍ପର ହେବାକୁ RCB ର ଲକ୍ଷ୍ୟ, ଆଗରେ କୋଲକାତା
  • ମହଙ୍ଗା ହେଲା ସୁନା ଓ ରୁପା
  • ଆଜି ଏହି ରାଶିକୁ ମିଳିବ ଶୁଭଫଳ
  • ପାକିସ୍ତାନରେ ଫୁଟିଲା ବୋମା, ଚାଲିଗଲା ୯ ଜୀବନ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.