Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜି ବଜ୍ରପାତରେ ଗଲା ୪ ଜୀବନ

Sanchar Live by Sanchar Live
August 18, 2024
in ଓଡିଶା
0
ବଜ୍ରପାତରେ ଗଲା ୧୦ ଜୀବନ
0
SHARES
14
VIEWS
FacebookTwitter

ସଂଚାର ବ୍ୟୁରୋ: ବଜ୍ର ନେଉଛି ଜୀବନ। ଆଜି ପୁଣି ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରାଘାତ ଯୋଗୁଁ ୪ ଜଣଙ୍କ ମୃତ୍ୟୁ ହୋଇଛି । ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ବ୍ଲକ ନେରଡ଼ା ଗ୍ରାମର ଚାଷୀ ସୁଜିତ କୁମାର ନାୟକ ଜମିକୁ କାମ କରିବାକୁ ଯାଇଥିବାବେଳେ ବଜ୍ରାଘାତରେ ମୃତ୍ୟୁ ହୋଇଛି । କାମ କରୁଥିବା ଅନ୍ୟ ଚାଷୀ ତାଙ୍କୁ ଭଣ୍ଡାରିପୋଖରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ ସୁଦ୍ଧା ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ ।

ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଳକ ବାବୁପାଲି ପଞ୍ଚାୟତ ତିଲେଇମାଲ ଗାଁରେ ବଜ୍ରପାତ ଯୋଗୁଁ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଯାଇଛି । ମୃତକ ହେଲେ ତିଲେଇମାଲ ଗାଁର ହିମାଂଶୁ ମହାନନ୍ଦ । ଧାନ ରୁଆ କାର୍ଯ୍ୟ ପାଇଁ ଧାନବିଲକୁ ଯାଇଥିବାବେଳେ ବଜ୍ରାଘାତ ହୋଇଥିଲା । ଶ୍ରମିକମାନେ ଆମ୍ବୁଲାନ୍ସ ଯୋଗେ  ବିନିକା ଡାକ୍ତରଖାନାକୁ ନେଇଥିଲେ ସୁଦ୍ଧା ମୃତ ଘୋଷଣା କରିଥିଲେ ଡାକ୍ତର ।

ସେହିପରେ ଯାଜପୁର ଜିଲ୍ଲାରେ ବଜ୍ରାଘାତ ଯୋଗୁଁ ଦୁଇଜଣଙ୍କ ଜୀବନ ଯାଇଛି । ଧର୍ମଶାଳା ବ୍ଳକ ଭବାନୀପୁର ପଞ୍ଚାୟତରେ ବଜ୍ରପାତରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି l ମୃତକ ହେଲେ ରମାକାନ୍ତ ସାହୁ । କୋରେଇ ଥାନା ଆଲଡା ଜଳସରପୁର ଗ୍ରାମରେ ବଜ୍ରାଘାତରେ ଜଣେ ଚାଷୀଙ୍କ ମୃତ୍ୟୁ ହୋଇଥିବା ବେଳେ, ଅନ୍ୟ ଜଣେ ଗୁରୁତର ଆହାତ ହୋଇଛନ୍ତି । ମୃତକ ସେହି ଗ୍ରାମର ରାଜେନ୍ଦ୍ର ମଲିକ । ଗୁରୁତର ନିରଞ୍ଜନ ମଲିକଙ୍କୁ କୋରେଇ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି ।

Tags: odishathunder
ShareTweetShareSend
Sanchar Live

Sanchar Live

Next Post
ମୁଖ୍ୟମନ୍ତ୍ରୀ ଭାବେ ପ୍ରଥମଥର ଜାତୀୟ ପତାକା ଉତ୍ତୋଳନ କରିବେ ମୋହନ ମାଝୀ

ବଜ୍ରପାତରେ ମୃତ ବ୍ୟକ୍ତିଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ସହାୟତା ରାଶି ଘୋଷଣା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.