Wednesday, September 23, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆସନ୍ତାକାଲି ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ

Sanchar Live by Sanchar Live
July 29, 2025
in ଓଡିଶା
0
ଆସନ୍ତାକାଲି ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ
0
SHARES
12
VIEWS
FacebookTwitter

ଆସନ୍ତାକଲି ଶ୍ରାବଣ ଶୁକ୍ଳ ଷଷ୍ଠୀ ତିଥି । ଏହି ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ ।  ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ପରମ୍ପରା ଅନୁଯାୟୀ ଦ୍ବିତୀୟ ଭୋଗମଣ୍ଡପ ନୀତି ପରେ ଭିତରୁ ଜୟବିଜୟ ଦ୍ବାର ବନ୍ଦ କରାଯିବ ।  ଦତ୍ତ ମହାପାତ୍ର ସେବକ ବିଭିନ୍ନ ପ୍ରାକୃତିକ ରଙ୍ଗ ସହ ଭିତରେ ପ୍ରବେଶ କରିବେ । ରତ୍ନ ସିଂହାସନ ଉପରକୁ ଯାଇ ସେମାନେ ପ୍ରଭୁ ଶ୍ରୀବଳଭଦ୍ର, ଶ୍ରୀଜଗନ୍ନାଥ, ଦେବୀ ସୁଭଦ୍ରା ଏବଂ ଚକ୍ରରାଜ ଶ୍ରୀସୁଦର୍ଶନଙ୍କ ଶ୍ରୀମୁଖ ସିଂହାର କରିବେ । ଏହି ନୀତି ଶେଷ ହେବା ପରେ ମହାପ୍ରଭୁଙ୍କୁ ମହାସ୍ନାନ, ବେଶ, ସନ୍ଧ୍ୟା ଆଳତି, ସନ୍ଧ୍ୟା ଧୂପ, ଚନ୍ଦନଲାଗି, ବଡ଼ସିଂହାର ବେଶ, ବଡ଼ସିଂହାର ଭୋଗ ଏବଂ ରାତ୍ର ପହୁଡ଼ କରାଯିବ ।  ବନକଲାଗି ସମୟରେ ଭକ୍ତମାନେ ଶ୍ରୀମନ୍ଦିରକୁ ଯାଇ ଅନ୍ୟ ଦେବଦେବୀଙ୍କୁ ଦର୍ଶନ କରିପାରିବେ ।

Tags: Banak lagi nitijay jaganathtemple
ShareTweetShareSend
Sanchar Live

Sanchar Live

Next Post
ଦିଲ୍ଲୀରେ ଉଠିଲା ଓଡ଼ିଶା ପ୍ରସଙ୍ଗ

ଦିଲ୍ଲୀରେ ଉଠିଲା ଓଡ଼ିଶା ପ୍ରସଙ୍ଗ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଫାରୋସ୍ କପ୍୨୦୨୬ ରେ ଓଡ଼ିଶା ଏଏମ୍/ଏନ୍ଏସ୍ ଇଣ୍ଡିଆଜିମ୍ନାଷ୍ଟିକ୍ସ ହାଇ ପରଫର୍ମାନ୍ସ ସେଣ୍ଟର ଆଥଲେଟ କରିଶ୍ମାଙ୍କ ରୌପ୍ୟ ପଦକ ହାସଲ
  • ପୁରୀରେ ସମୁଦ୍ର ଅଶାନ୍ତ, ଲାଗିଲା ନାଲି ପତାକା
  • ଆଜି ସ୍ୱର୍ଣ୍ଣ ପଦକ ପାଇଁ ହେବ ମହାଲଢେଇ
  • ବଙ୍ଗୋପସାଗରରେ ଗଭୀର ଅବପାତ ସମ୍ଭାବନା, ପ୍ରବଳ ଛେଚିବ
  • ମଧ୍ୟପ୍ରଦେଶ ଅଘଟଣ: ଏକସଙ୍ଗେ ଜଳିଲା ୭ ଜୁଇ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.