Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜି ଶ୍ରାବଣ ମାସର ଚତୁର୍ଥ ସୋମବାର, ସବୁଠି କାଉଡିଆଙ୍କ ଭିଡ

Sanchar Live by Sanchar Live
August 12, 2024
in ଓଡିଶା
0
ଆଜି ଶ୍ରାବଣ ମାସର ଚତୁର୍ଥ ସୋମବାର, ସବୁଠି କାଉଡିଆଙ୍କ ଭିଡ
0
SHARES
3
VIEWS
FacebookTwitter

ସଂଚାର ବ୍ୟୁରୋ: ଆଜି ଶ୍ରାବଣ ମାସର ଚତୁର୍ଥ ସୋମବାର । ଚଳଚଞ୍ଚଳ ସମସ୍ତ ଶୈବପୀଠ । ଦେବଦେବ ମହାଦେବଙ୍କ ଉପରେ ପାଣି ଢାଳି ଶୁଭ ମନାସୁଛନ୍ତି କାଉଡ଼ିଆ । ସକାଳୁ ସକାଳୁ ଶୈବପୀଠରେ ମନସ୍କାମନା ପୂରଣ ଲାଗି ଜଳାଭିଷେକ କରୁଛନ୍ତି ଶ୍ରଦ୍ଧାଳୁ । ଭୁବନେଶ୍ବରର ଲିଙ୍ଗରାଜ, ପୁରୀର ଲୋକନାଥ, ନୟାଗଡର ଲଡୁବାବା, ଢେଙ୍କାନାଳର କପିଳାଶ ମନ୍ଦିର ସମେତ ଅନ୍ଯାନ୍ଯ ଶୈବପୀଠରେ ଶ୍ରଦ୍ଧାଳୁ ପାଣି ଢାଳୁଛନ୍ତି । ଚଳିତବର୍ଷ ମୋଟ ୫ ପାଳିରେ କାଉଡ଼ିଆ ବ୍ରତ ପାଳନ କରିବେ । ଶୃଙ୍ଖଳିତ ଜଳଲାଗି ପାଇଁ ପୋଲିସ୍ ଓ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି । କାଉଡ଼ିଆଙ୍କର ସୁରକ୍ଷା, ଟ୍ରାଫିକ ବ୍ୟବସ୍ଥା, ଅପ୍ରୀତିକର ପରିସ୍ଥିତିକୁ ରୋକିବା ଲାଗି କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ ହୋଇଛି ।

Tags: bolbomodisha
ShareTweetShareSend
Sanchar Live

Sanchar Live

Next Post
କାଲିଠୁ ପୁଣି ବଢିବ ବର୍ଷା

କାଲିଠୁ ପୁଣି ବଢିବ ବର୍ଷା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.