Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

Sanchar Live by Sanchar Live
March 19, 2025
in ଓଡିଶା
0
ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ
0
SHARES
9
VIEWS
FacebookTwitter

ପୁରୀ: ଆଜି ବୁଧବାର ଚୈତ୍ର କୃଷ୍ଣ ପଞ୍ଚମୀ ତିଥି । ଏହି ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସଂଧ୍ୟା ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବନକଲାଗି ନୀତି ଅନୁଷ୍ଠିତ ହେବ । ଏହି ସମୟରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ନୀତି ସମ୍ପାଦନ ବେଳେ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିଥାଏ । ବନକଲାଗି ନୀତିରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇଥାଏ । ରାତି ୧୦ଟା ପରେ ସର୍ବସାଧାରଣ ଦର୍ଶନ ସ୍ବାଭାବିକ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ କହିଛି।

ପରମ୍ପରା ଅନୁଯାୟୀ ବୁଧବାର ଅବା ଗୁରୁବାର ଦିନ ମହାପ୍ରଭୁଙ୍କ ବନକ ଲାଗି ହୋଇଥାଏ । ଦ୍ବିପ୍ରହର ଧୂପ ସରିବା ପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି ଆରମ୍ଭ କରାଯାଇଥାଏ । ଦତ୍ତମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଠାକୁରମାନଙ୍କର ଶ୍ରୀମୁଖଶୃଙ୍ଗାର କରନ୍ତି । ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ ପ୍ରାୟ ଚାରି ଘଣ୍ଟା ସମୟ ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହେ । ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ଶ୍ରୀଜଗନ୍ନାଥ ସଂସ୍କୃତି ଭାଷାରେ ‘ବନକଲାଗି’ କୁହାଯାଏ । ଏହି ବନକଲାଗି ନୀତି ପାଇଁ ଏକ ସ୍ୱତନ୍ତ୍ର ସେବାୟତ ଗୋଷ୍ଠୀ ଅଛନ୍ତି । ଏମାନଙ୍କୁ ଦତ୍ତ ମହାପାତ୍ର କୁହାଯାଏ । ରଙ୍ଗପ୍ରସ୍ତୁତ କରିବା ଓ ବିଗ୍ରହରେ ଏହାକୁ ଲେପ ଦେବା କାର୍ଯ୍ୟ ଏହି ସେବାୟତ ବର୍ଗ କରିଥାନ୍ତି । ରଙ୍ଗ ସହିତ କସ୍ତୁରୀ ଓ କେଶର ଭଳି ମୂଲ୍ୟବାନ ସୁବାସିତ ପଦାର୍ଥ ବ୍ୟବହୃତ ହୋଇଥାଏ ।

ବଜାରରେ ମିଳୁଥିବା ରଙ୍ଗ ବନକଲାଗିରେ ବ୍ୟବହାର ହୁଏନାହିଁ । ମହାପ୍ରଭୁଙ୍କ ଲାଗି ଉର୍ଦ୍ଦିଷ୍ଟ ରଙ୍ଗଗୁଡିକ ପ୍ରସ୍ତୁତ ପାଇଁ ଭିତର ବେଢାର ଉତ୍ତର ପଟେ ଗୋଟିଏ କୋଠରୀ ରହିଛି । ଏହାକୁ ‘ବନକଲାଗି ଘର’ କୁହାଯାଏ । ଶଙ୍ଖକୁ ଚୂର୍ଣ୍ଣ କରି ଧଳାରଙ୍ଗ, ହରିତାଳରୁ ହଳଦିଆ ଓ ହିଙ୍ଗୁଳରୁ କଳା ରଙ୍ଗ ପ୍ରସ୍ତୁତ ହୁଏ । ଏସବୁ ରଙ୍ଗରେ କର୍ପୁର ଓ କସ୍ତୁରୀ ମିଶେ । କସ୍ତୁରୀ ଯୋଗୁଁ ମହାପ୍ରଭୁଙ୍କ ମୁଖମଣ୍ଡଳ ଉଜ୍ଜଳ ଓ ମସୃଣ ରହେ ।

Tags: banaklagi nitijay jaganathpuri
ShareTweetShareSend
Sanchar Live

Sanchar Live

Next Post
ବସ୍‌ ବାଇକ ଧକ୍କା: ବାଇକ ଚାଳକ ମୃତ

ବସ୍‌ ବାଇକ ଧକ୍କା: ବାଇକ ଚାଳକ ମୃତ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.