Thursday, May 7, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home Uncategorized

ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

Sanchar Live by Sanchar Live
February 18, 2025
in Uncategorized
0
ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ
0
SHARES
2
VIEWS
FacebookTwitter

ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି (ଶ୍ରୀମୁଖସିଂହାର)  ଅନୁଷ୍ଠିତ ହେବ ବୋଲି ସୂଚନା ରହିଛି । ଏହି ନୀତି ଅପରାହ୍ନ ୫ଟାରୁ ରାତି ୧୦ଟା ଯାଏ ସର୍ବସାଧାରଣ ଦର୍ଶନ ବନ୍ଦ ରହିଥାଏ । ଦ୍ୱିତୀୟ ଭୋଗମଣ୍ଡପ ନୀତି ପରେ ବନକଲାଗି ନୀତି ହେବ । ସାଧାରଣତଃ  ଅପରାହ୍ଣରୁ  ସନ୍ଧ୍ୟା ସମୟରେ ଏହି ନୀତି ହୋଇଥାଏ ।  ଦତ୍ତମହାପାତ୍ର ସେବକମାନେ ଦାରୁଦିଅଁଙ୍କ ବନକଲାଗି  ସେବା କରିବେ । ଏହାଦ୍ୱାରା ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗର  ଶ୍ରୀବୃଦ୍ଧି ଘଟିଥାଏ । ବନକଲାଗି ପରେ ମହାସ୍ନାନ ପୂଜା  ବଢ଼ି ପୁନଃ ଦର୍ଶନ ଆରମ୍ଭ ହେବ । ଠାକୁରଙ୍କ ବନକଲାଗି ପାଇଁ ହିଙ୍ଗୁଳ, ହରିତାଳ, ଶଙ୍ଖ,  କେଶର, କର୍ପୂର, କଇଁଥ ଅଠା, କସ୍ତୁରୀ ଓ କଳା ଆଦି ଆବଶ୍ୟକ ହୋଇଥାଏ । ସେହି  ଦିନର ଠାକୁରଙ୍କ ନୀତି ଅନୁସାରେ ବନକଲାଗି ଓ ଦର୍ଶନ କଟକଣା ସମୟ ସ୍ଥିର ହେବ ।

Tags: banaklagi nitipuri
ShareTweetShareSend
Sanchar Live

Sanchar Live

Next Post
ସାତଭଉଣୀ ମନ୍ଦିରରୁ ଚୋରି

ସାତଭଉଣୀ ମନ୍ଦିରରୁ ଚୋରି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅପରେସନ ସିନ୍ଦୂରକୁ ଆଜି ପୁରିଛି ବର୍ଷେ
  • ଗୁରୁବାର : ଅଚାନକ ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ ଟଙ୍କା
  • ଶୁଭେନ୍ଦୁ ଅଧିକାରୀଙ୍କ ପିଏଙ୍କୁ ଗୁଳି କରି ହତ୍ୟା
  • ୫ ଦିନ ବନ୍ଦ ରହିପାରେ SBI ବ୍ୟାଙ୍କ ସେବା
  • ଆଜି ପୁଣି ବଢିଲା ସୁନା- ରୂପା ଦର

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.