Monday, April 20, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ବିରୋଧ ପରେ ୟୁ ଟର୍ଣ୍ଣ କଲେ ଯୋଗାଣ ମନ୍ତ୍ରୀ, କହିଲେ ଏମାନେ ନେଇପାରିବେ ୫ କେଜି ଗ୍ୟାସ

Sanchar Live by Sanchar Live
April 6, 2026
in ଓଡିଶା
0
ବିରୋଧ ପରେ ୟୁ ଟର୍ଣ୍ଣ କଲେ ଯୋଗାଣ ମନ୍ତ୍ରୀ, କହିଲେ ଏମାନେ ନେଇପାରିବେ ୫ କେଜି ଗ୍ୟାସ

Oplus_131072

0
SHARES
52
VIEWS
FacebookTwitter

ବିରୋଧ ପରେ ୟୁ ଟର୍ଣ୍ଣ କଲେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ୫ କେଜି ଗ୍ୟାସ୍ ବିକ୍ରିକୁ ନେଇ ସ୍ପଷ୍ଟୀକରଣ ରଖିଲା ଖାଦ୍ୟ ଯୋଗାଣ ବିଭାଗ । କାଲି ମନା କରିଥିଲେ, ଆଜି କହିଲେ ପରିଚୟପତ୍ର ଦେଖାଇ ୫ କେଜି ଗ୍ୟାସ କିଣିପାରିବେ ପ୍ରବାସୀ ଶ୍ରମିକ ଓ ଛାତ୍ରଛାତ୍ରୀ । ତୈଳ ମାର୍କେଟିଂ କଂପାନୀ ଦ୍ବାରା ବିକ୍ରି ୫ କେଜି ଗ୍ୟାସ୍ କିଣିପାରିବେ । e-KYC ହୋଇଥିଲେ ପରିଚୟପତ୍ର ଦେଖାଇ କିଣିପାରିବେ ।

ରାଜ୍ୟରେ ଗ୍ୟାସ୍ ସଙ୍କଟକୁ ନେଇ ଏବେ ଖାଉଟିମାନେ ଚିନ୍ତାରେ । ସରକାର କହୁଛନ୍ତି ରାଜ୍ୟରେ ଏଲପିଜିର କୌଣସି ଅଭାବ ନାହିଁ ମାତ୍ର ବାସ୍ତବ ଚିତ୍ର ସମ୍ପୂର୍ଣ୍ଣ ଓଲଟା । ଗ୍ୟାସ ପାଇଁ କାହାର ବୁକିଂ ହେଉନି ତ କାହାର ବୁକିଂ ହୋଇ OTP ଆସିଲେ ବି ତାଙ୍କୁ ଗ୍ୟାସ ମିଳୁନାହିଁ । ଗ୍ୟାସ ପାଇଁ ଲମ୍ବା ଲାଇନ କରିବାକୁ ପଡୁଛି ।

ସୂଚନା ଅନୁଯାୟୀ, ରବିବାର ଖୋଲା ବଜାରରେ ୫ କେଜି ବିଶିଷ୍ଟ ଗ୍ୟାସ ଟାଙ୍କି ବିକ୍ରି ଉପରେ ଲାଗିଥିଲା ରୋକ୍। ଯଦି କେହି ବିକ୍ରି କରୁଥିବା ବେଳେ ଧରାପଡ଼ିବେ, ତାଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ନିଆଯିବ । ଗ୍ୟାସ ବିକ୍ରି ନେଇ ଇ-କେୱାଇସି କରାଯିବ । କେବଳ ଯାହା ନାଁରେ କାର୍ଡ ଥିବ, ଗ୍ୟାସ ଏଜେନ୍ସିରୁ ସେମାନେ ହିଁ ଗ୍ୟାସ ଟାଙ୍କି ନେଇପାରିବେ ବୋଲି ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଥିଲେ। ଅପରପକ୍ଷେ ରାଜ୍ୟରେ ୫ କେଜି ବିଶିଷ୍ଟ ରନ୍ଧନ ଗ୍ୟାସ ଟାଙ୍କି ବିକ୍ରି ବନ୍ଦ ନେଇ ରାଜ୍ୟ ସରକାରଙ୍କୁ ଘେରିଥିଲେ କଂଗ୍ରେସ ଓ ବିଜେଡି ନେତା । ହଠାତ୍ ଏଭଳି ଆଇନ କରିବା ଦ୍ୱାରା ବିଭିନ୍ନ ସହରରେ ରହି ପଢ଼ୁଥିବା ଛାତ୍ରଛାତ୍ରୀ ଓ ବଡ଼ ଟାଙ୍କି କିଣିବାକୁ ଅକ୍ଷମ ପରିବାରମାନେ ଅସୁବିଧାରେ ପଡ଼ିବେ ବୋଲି ଦୁଇ ଦଳ ନେତାମାନେ କହିଥିଲେ ।

Tags: gaskrushna ch patraodisha
ShareTweetShareSend
Sanchar Live

Sanchar Live

Next Post
ଆଜି ପୁଣି କମିଲା ସୁନା ଦର, ଶୀଘ୍ର କିଣିନିଅ

ସୁନାପ୍ରେମୀଙ୍କ ପାଇଁ ଖୁସି ଖବର : କମିଲା ଦାମ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜିଠୁ ଆରମ୍ଭ ଚାରିଧାମ ଯାତ୍ରା
  • ଅକ୍ଷୟ ତୃତୀୟ ପୂର୍ବରୁ ନଜର ପକାନ୍ତୁ ଆଜିର ସୁନା ଦର ଉପରେ…
  • ୨୩ ତାରିଖ ପର୍ଯ୍ୟନ୍ତ ଏହି ଜିଲ୍ଲାରେ ଶିକ୍ଷାନୁଷ୍ଠାନ ଛୁଟି
  • କିଏ ଜିତିବ ଆଜିର ମ୍ୟାଚ? PBKS VS LSG…
  • ମୋ ଜିଲ୍ଲା ମହୋତ୍ସବରେ ମୋତେ ଅପମାନ କରାଗଲା : ବଣ୍ଟି

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.