Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ସ୍ବାକ୍ଷର ହେଲା ୫୪ MOU

Sanchar Live by Sanchar Live
January 28, 2025
in ଓଡିଶା
0
ସ୍ବାକ୍ଷର ହେଲା ୫୪ MOU
0
SHARES
15
VIEWS
FacebookTwitter

ଭୁବନେଶ୍ୱର : ଆଜି ସ୍ବାକ୍ଷର ହୋଇଛି ୫୪ MOU । ଏହା ଜରିଆରେ ରାଜ୍ୟକୁ ଆସିବ ସାଢ଼େ ଚାରି ଲକ୍ଷ କୋଟି ଟଙ୍କାର ପୁଞ୍ଜିନିବେଶ  । ଏହା ଭିତରୁ ସବୁଠୁ ବଡ MOU ଆଦାନୀ ଗ୍ରୁପ ସହ ସ୍ବାକ୍ଷର ହୋଇଛି । ୨.୨୮ ଲକ୍ଷ କୋଟି ଟଙ୍କାର MOU ସ୍ବାକ୍ଷର କରିଛି ଆଦାନୀ ।  କେନ୍ଦୁଝରରେ ୫ ନିୟୁତ ଟନ କ୍ଷମତା ବିଶିଷ୍ଟ ଷ୍ଟିଲ ପ୍ଲାଣ୍ଟ ପାଇଁ JSW ଗ୍ରୁପ ସହ MOU ହୋଇଛି ।

JSPL ଗ୍ରୁପ୍ ଅନୁଗୁଳସ୍ଥିତ ଷ୍ଟିଲ ପ୍ଲାଣ୍ଟ ସମ୍ପ୍ରସାରଣ ପାଇଁ ୭୦ ହଜାର କୋଟି ଟଙ୍କା ପୁଞ୍ଜିନିବେଶ ଲାଗି ଘୋଷଣା କରିଛନ୍ତି JSPL ଗ୍ରୁପ ଅଧ୍ୟକ୍ଷ ନବୀନ ଜିନ୍ଦଲ । ବିର୍ଲା ଗ୍ରୁପ କପର ଫଏଲ୍ ପ୍ଲାଣ୍ଟ ସ୍ଥାପନ ପାଇଁ MOU ସ୍ବାକ୍ଷର କରିଛି । ଏହାଛଡ଼ା ଆଜି ବିଭିନ୍ନ ନିବେଶକଙ୍କଠାରୁ ୧୦୦ରୁ ଅଧିକ ପୁଞ୍ଜିନିବେଶ ଆଗ୍ରହ ପାଇଛନ୍ତି ରାଜ୍ୟ ସରକାର । JSPL ଅଧ୍ୟକ୍ଷ ନବୀନ ଜିନ୍ଦଲ ମଧ୍ୟ କେନ୍ଦୁଝରରେ ଷ୍ଟିଲ ପ୍ଲାଣ୍ଟ ବସାଇବାକୁ ଇଚ୍ଛା ପ୍ରକାଶ କରିଛନ୍ତି ।

Tags: mouodisha
ShareTweetShareSend
Sanchar Live

Sanchar Live

Next Post
ସୋଆ ପ୍ରତିଷ୍ଠାତା ସଭାପତିଙ୍କ ଦ୍ୱାରା ଡାକ୍ତରୀ ଶିକ୍ଷା ନେଇ ଦୁଇଟି ପୁସ୍ତକ ଉନ୍ମୋଚିତ

ସୋଆ ପ୍ରତିଷ୍ଠାତା ସଭାପତିଙ୍କ ଦ୍ୱାରା ଡାକ୍ତରୀ ଶିକ୍ଷା ନେଇ ଦୁଇଟି ପୁସ୍ତକ ଉନ୍ମୋଚିତ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଶ୍ରୀମନ୍ଦିର ଭିତରେ ଫଟୋ ନେବାବେଳେ ଧରାପଡ଼ିଲେ ଅଣଓଡ଼ିଆ ଭକ୍ତ
  • ପ୍ରେମିକ ସହ ମିଶି ସ୍ବାମୀଙ୍କୁ ମାରିଦେଲା ସ୍ତ୍ରୀ
  • ଔଷଧ କିଣି ଘରକୁ ଫେରିବାବେଳେ ଭାସିଗଲେ ଯୁବକ
  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.