Friday, June 6, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଭୁଲ ଇଞ୍ଜେକ୍ସନ ଯୋଗୁଁ ୬ ଜଣ ରୋଗୀଙ୍କର ମୃତ୍ୟୁ

Sanchar Live by Sanchar Live
June 4, 2025
in ଓଡିଶା
0
ଭୁଲ ଇଞ୍ଜେକ୍ସନ ଯୋଗୁଁ ୬ ଜଣ ରୋଗୀଙ୍କର ମୃତ୍ୟୁ
0
SHARES
7
VIEWS
FacebookTwitter

ସଂଚାର ବ୍ୟୁରୋ: ଭୁଲ ଇଞ୍ଜେକ୍ସନ ଯୋଗୁଁ ୬ ଜଣ ରୋଗୀଙ୍କର ମୃତ୍ୟୁ। କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ୬ ଜଣ ରୋଗୀଙ୍କ ମୃତ୍ୟୁ ହୋଇଛି। ଆଇସିୟୁ ସର୍ଜରୀରେ ୪ ରୋଗୀଙ୍କ ମୃତ୍ୟୁ ହୋଇଥିବା ବେଳେ, ୱାର୍ଡରେ ଥିବା ଦୁଇ ରୋଗୀଙ୍କ ମୃତ୍ୟୁ ହୋଇଛି। ଗତକାଲି ୫ ଜଣଙ୍କର ଜୀବନ ଯାଇଥିବା ବେଳେ, ଆଜି ଆଉ ଜଣେ ରୋଗୀଙ୍କର ମୃତ୍ୟୁ ହୋଇଛି। ନର୍ସଙ୍କ ଭୁଲ ଇଞ୍ଜେକସନ ଯୋଗୁଁ ଆଇସିୟୁ ସର୍ଜରୀରେ ଥିବା ୪ ରୋଗୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ଆଣିଛନ୍ତି ରୋଗୀଙ୍କ ସମ୍ପର୍କୀୟ। ସୂଚନା ଅନୁସାରେ କୋରାପୁଟ, ବୋରିଗୁମ୍ମା, କଳାହାଣ୍ଡି, ସେମିଳିଗୁଡା, ମାଛରା ଭଳି ବିଭିନ୍ନ ଅଞ୍ଚଳରୁ ଅନେକ ଗୁରୁତର ରୋଗୀ ହସ୍ପିଟାଲର ଆଇସିୟୁ ଏବଂ ସର୍ଜରୀ ଓ୍ବାର୍ଡରେ ଚିକିତ୍ସିତ ହେଉଥିଲେ। ଗତକାଲି ୫ ଜଣଙ୍କ ଓ ଆଜି ଜଣେ ରୋଗୀଙ୍କର ମୃତ୍ୟୁ ହୋଇଛି।

ଆଇସିୟୁ ସର୍ଜରୀରେ ମୃତ୍ୟୁବରଣ କରିଥିବା ରୋଗୀ ହେଲେ ଭଗବାନ ପରଜା, ଶୁକ୍ରା ମାଝି, ରୁକୁଣି ପେଣ୍ଟିଆ ଓ ଜଗନ୍ନାଥ ପୂଜାରୀ। ସେହିପରି ୱାର୍ଡରେ ମୃତ୍ୟୁବରଣ କରିଥିବା ରୋଗୀ ହେଲେ ବତି ଖରା ଓ ଫୁଲମତି ମାଝି। ଓ୍ବାର୍ଡରେ ୨ ମହିଳାଙ୍କର କେଉଁ କାରଣରୁ ମୃତ୍ୟୁ ହେଲା ତାହା ଜଣାପଡିନାହିଁ। ଏହି ଘଟଣାକୁ ନେଇ ହସପିଟାଲରେ ଉତ୍ତେଜନା ପ୍ରକାଶ ପାଇଛି। ଚିକିତ୍ସା ପରେ ଆଇସିୟୁରେ ରୋଗୀଙ୍କର କିପରି ହେଲା ମୃତ୍ୟୁ, ସେନେଇ ଲୋକେ ପ୍ରଶ୍ନ କରିବା ସହ ଧାରଣାରେ ବସିଛନ୍ତି। ରୋଗୀ ସମ୍ପର୍କୀୟଙ୍କ ଅଭିଯୋଗ ଅନୁସାରେ ଆଇସିୟୁରେ ଅପରେସନ ପରେ ରୋଗୀଙ୍କ ସ୍ବାସ୍ଥ୍ୟାବସ୍ଥା ଠିକ୍ ଥିଲା। ରୋଗୀଙ୍କ ମୃତ୍ୟୁ ନେଇ ପରିବାର ପ୍ରଶ୍ନ ଉଠାଉ ଥିବାରୁ ଶବ ଜବତ୍ କରିଛି ଟାଉନ୍ ପୋଲିସ। ଅନ୍ୟପଟେ ଅଭିଯୋଗକୁ ଖଣ୍ଡନ କରିବା ସହ ଘଟଣାର ତଦନ୍ତ ପାଇଁ କମିଟି ଗଠନ କରାଯାଇଛି ବୋଲି କହିଛନ୍ତି ମେଡିକାଲ ଅଧିକ୍ଷକ। ଅନ୍ୟ ପକ୍ଷରେ ମେଡିକାଲ କଲେଜରେ ଯେପରି କୌଣସି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ନ ହୁଏ, ତାହାକୁ ନଜରରେ ରଖି ପୋଲିସ ମୁତୟନ ହୋଇଛନ୍ତି। ଏଭଳି ଘଟଣାକୁ କଂଗ୍ରେସ ନିନ୍ଦା କରିବା ସହ ୨୫ ଲକ୍ଷ ଲେଖାଏଁ କ୍ଷତିପୂରଣ ପ୍ରଦାନ କରିବାକୁ ଦାବି କରିଛି।

Tags: injectionkoraput
ShareTweetShareSend
Sanchar Live

Sanchar Live

Next Post
ନକଲି କାରଖାନା ଉପରେ ଜଗତପୁର ଥାନା ପୋଲିସ ଚଢ଼ାଉ

ନକଲି କାରଖାନା ଉପରେ ଜଗତପୁର ଥାନା ପୋଲିସ ଚଢ଼ାଉ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ରଥଯାତ୍ରା: ପରିଚାଳନ ପାଇଁ ମନ୍ତ୍ରୀସ୍ତରୀୟ କମିଟି ଗଠନ କଲେ ରାଜ୍ୟ ସରକାର
  • ସରିଲା ରାଜ୍ୟ କ୍ୟାବିନେଟନ୍‌ର ଗୁରତ୍ବପୂର୍ଣ୍ଣ ବୈଠକ, ୪ ପ୍ରସ୍ତାବରେ ବାଜିଲା ମୋହର
  • ଦୁଇ ଟ୍ରକ ମୁହାଁମୁହିଁ ଧକ୍କା , ଜଣେ ମୃତ ୨ ଗୁରୁତର
  • ସୋଆ କ୍ୟାମ୍ପସରେ NHRC ଅଧ୍ୟକ୍ଷ
  • ସୋଆ ଏସ୍‌ଏଚ୍‌ଏମ୍ ପକ୍ଷରୁ ରନ୍ଧନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ‘ୱି କ୍ୟାନ୍ କୁକ୍‌’ ଆଣ୍ଡ ‘ୱି କ୍ୟାନ୍ ବେକ୍‌’ ଉଦ୍‌ଯାପିତ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.