ସୁନ୍ଦରଗଡ଼: ଯାଯାବର ଗଣହତ୍ୟା ମାମଲାରେ ୭ ଗିରଫ । କର୍ଣ୍ଣାଟକରୁ ୭ ଜଣଙ୍କୁ ଗିରଫ କରି ଓଡିଶା ଆଣିଲା ପୋଲିସ । ଅକ୍ଟୋବର ୨୯ ବିଭସ ହତ୍ୟାକାଣ୍ଡ ହୋଇଥିଲା । ସଦର ଥାନା କରମଡିହ ନିକଟ ଗୀତାପଡ଼ାରେ ହତ୍ୟାକାଣ୍ଡ ହୋଇଥିଲା । ସୋଇଥିଲା ବେଳେ ୫ ଜଣଙ୍କୁ ନିର୍ମମ ହତ୍ୟା କରାଯାଇଥିଲା ।
© 2024 Sanchar News