Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ମହାନଦୀରେ ନିର୍ମାଣ ହେବ ୭ ବ୍ୟାରେଜ

Sanchar Live by Sanchar Live
March 18, 2025
in ଓଡିଶା
0
ମହାନଦୀରେ ନିର୍ମାଣ ହେବ ୭ ବ୍ୟାରେଜ
0
SHARES
11
VIEWS
FacebookTwitter

ଗ୍ରୀଷ୍ମ ଋତୁ ଆସିଲା ମହାନଦୀର ସ୍ଥିତି ସଙ୍ଗୀନ ହୋଇ ପଡୁଛି । ନଦୀ ପଠା ଶୁଖି ଯାଉଛି । ମହାନଦୀର ଜଳ ପ୍ରବାହ  କେମିତି ଜାରି ରହିବ ତାକୁ ଦୃଷ୍ଟିରେ ରଖି ମହାନଦୀ ଅବବାହିକାରେ ନିର୍ମାଣ ହେବ ୭ଟି ବ୍ୟାରେଜ । ଏ ନେଇ ମଙ୍ଗଳବାର ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ମନ୍ତ୍ରୀ ରବି ନାୟକ ।

ବୌଦ୍ଧ, ସୋନପୁର ଓ ବଲାଙ୍ଗୀର ଦେଇ ପ୍ରବାହିତ ମହାନଦୀ ଅବବାହିକାରେ ପାଣି କମି ଯାଉଥିବା ବିଧାନସଭାରେ ସ୍ୱୀକାର କରିଛନ୍ତି ମନ୍ତ୍ରୀ । ସେ କହିଛନ୍ତି, ଉଦୟପୁରରେ ହୋଇଥିବା ବୈଠକରେ ଓଡିଶାର ମୁଖ୍ୟମନ୍ତ୍ରୀ, ଛତିଶଗଡର ଜଳ ସମ୍ପଦ ମନ୍ତ୍ରୀ ଓ କମିଶନର ଉପସ୍ଥିତ ଥିଲେ । ଦୁଇ ପକ୍ଷଙ୍କ ମଧ୍ୟରେ ମହାନଦୀ ପ୍ରସଙ୍ଗରେ ସକରାତ୍ମକ ଆଲୋଚନା ହୋଇଛି ।

ସ୍ଥିତିକୁ  ଦୃଷ୍ଟିରେ ରଖି ମହାନଦୀ ଅବବାହିକାରେ ୭ଟି ବ୍ୟାରେଜ କରିବାକୁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି । ସେହିପରି ପୁରୀ ଜିଲ୍ଲା ଦେଇ ପ୍ରବାହିତ ଦୟାନଦୀର ସ୍ଥିତି ମଧ୍ୟ ସଙ୍ଗୀନ । ତେଣୁ ଏହି ନଦୀରେ ଜଳ ପ୍ରବାହ ନେଇ ମଧ୍ୟ ପଦକ୍ଷେପ ନିଆଯିବ । ମହାନଦୀକୁ ପାଣି ଛାଡିବା ନେଇ ଛତିଶଗଡ ସରକାର ସହ ଆଲୋଚନା ହୋଇଛି । ଆଗାମୀ ସମୟରେ ମହାନଦୀ ସ୍ଥିତିର ସୁଧାର ଆସିବ ବୋଲି ମନ୍ତ୍ରୀ ରବି ନାୟକ କହିଛନ୍ତି ।

Tags: baragemahanadiodisha
ShareTweetShareSend
Sanchar Live

Sanchar Live

Next Post
ପୁଣି ପ୍ରଶ୍ନପତ୍ର ଲିକ, ସୋସିଆଲ ମିଡିଆରେ ଘୁରି ବୁଲୁଛି..

ପୁଣି ପ୍ରଶ୍ନପତ୍ର ଲିକ, ସୋସିଆଲ ମିଡିଆରେ ଘୁରି ବୁଲୁଛି..

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.