Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ରାଜ୍ୟ କ୍ୟାବିନେଟ ବୈଠକରେ ୯ଟି ପ୍ରସ୍ତାବକୁ ମଞ୍ଜୁରୀ

Sanchar Live by Sanchar Live
January 3, 2025
in ଓଡିଶା
0
ରାଜ୍ୟ କ୍ୟାବିନେଟ ବୈଠକରେ ୯ଟି ପ୍ରସ୍ତାବକୁ ମଞ୍ଜୁରୀ

Oplus_0

0
SHARES
45
VIEWS
FacebookTwitter

ଭୁବନେଶ୍ୱର : ରାଜ୍ୟ କ୍ୟାବିନେଟ ବୈଠକରେ ୯ଟି ପ୍ରସ୍ତାବକୁ ମଞ୍ଜୁରୀ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମୋହର ବାଜିଛି । ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାକୁ ୫ ବର୍ଷ ପାଇଁ ଅନୁମୋଦନ କରାଯାଇଛି। ସୁଭଦ୍ରା ଯୋଜନାକୁ ନେଇ କ୍ୟାବିନେଟକେ ବଡ଼ ଘୋଷଣା ହୋଇଛି । ୨୦୨୫ ମାର୍ଚ୍ଚ ୩୧ ସୁଦ୍ଧା ସୁଭଦ୍ରା ଆବେଦନ କରିଥିଲେ ମହିଳାଙ୍କୁ ମିଳିବ ୨ଟି କିସ୍ତି ଟଙ୍କା । ୨୦୨୪ ଦୁଇଟି କିସ୍ତିର ୧୦ହଜାର ଟଙ୍କା ହିତାଧୀକାରୀଙ୍କୁ ଏକକାଳୀନ ପ୍ରଦାନ କରାଯିବ। ୮୦ ବର୍ଷରୁ ଊର୍ଦ୍ଧ୍ୱଙ୍କୁ ମାସିକ ୩୫୦୦ ଭତ୍ତା ପ୍ରଦାନ ନେଇ ପ୍ରସ୍ତାବରେ କ୍ୟାବିନେଟ ମୋହର ମାରିଛି । ୮୦ ପ୍ରତିଶତରୁ ଅଧିକ ଭିନ୍ନକ୍ଷମ ଓ ୮୦ ବର୍ଷରୁ ଅଧିକ ବୟସ୍କଙ୍କ ଭତ୍ତା ବଢ଼ିବ । ଏଣିକି ମାସିକ ଭତ୍ତା ୧୨୦୦ଟଙ୍କାରୁ ୩୫୦୦କୁ ବୃଦ୍ଧି ନେଇ କ୍ୟାବିନେଟ ମୋହର ମାରିଛି । ଏଥିରେ ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା ମଧ୍ୟ ସାମିଲ ରହିଛି । ଏହି ଯୋଜନା ମାଧ୍ୟମରେ ରାଜ୍ୟ ସରକାର ଆଗାମୀ ୫ ବର୍ଷରେ ୭୫୦ କୋଟି ଟଙ୍କା ଖର୍ଚ୍ଚ କରିବେ । ପିଏମ୍ ସୂର୍ଯ୍ୟଘର ଯୋଜନାରେ ସୋଲାର ଲଗାଇଲେ ରାଜ୍ୟ ସରକାର ସହାୟତା ପ୍ରଦାନ କରିବେ। ୧କିଲୋ ୱାଟ୍‌ର ସୋଲାର ପାଇଁ ରାଜ୍ୟ ସରକାର ଅତିରିକ୍ତ ୨୫ ହଜାର ଟଙ୍କା ଦେବେ । କେନ୍ଦ୍ରର ୩୦ ହଜାର ସବ୍‌ସିଡି ବାଦ୍ ରାଜ୍ୟ ସରକାର ୨୫ ହଜାର ଟଙ୍କା ଦେବେ । ସେହିପରି ୩ କିଲୋୱାଟ୍ ସୋଲର ଲଗାଇଲେ ରାଜ୍ୟ ସରକାର ୬୦ ହଜାର ଟଙ୍କା ସହାୟତା ପ୍ରଦାନ କରିବେ ।

Tags: cabinet meetingodisha
ShareTweetShareSend
Sanchar Live

Sanchar Live

Next Post
ବଢ଼ିଲା ସ୍ଵାଧୀନତା ସଂଗ୍ରାମୀଙ୍କ ଭତ୍ତା

୮୦ ବର୍ଷରୁ ବୟସ ଅଧିକ ହୋଇଥିଲେ ବାର୍ଦ୍ଧକ୍ୟ ଭତ୍ତା ମିଳିବ ୩୫୦୦ ଟଙ୍କା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ରାତିରେ ଶୋଇବା ପୂର୍ବରୁ ଗାଧୋଇବା ଦ୍ୱାରା କ’ଣ ହୁଏ ?
  • ରାତିରେ ବଢି ଯାଉଛି କି ବ୍ଲଡ୍‌ ସୁଗର୍‌? ଏହି ୬ ଟି ସଙ୍କେତରୁ କରନ୍ତୁ ଚିହ୍ନଟ…
  • ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ଗୁଜରାଟୀ ଫିଲ୍ମ ନିର୍ମାତା ମହେଶ ଜିରାୱାଲଙ୍କ ମୃତ୍ୟୁ
  • ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ କାମନା କରି ଦୀପଦାନ
  • ୧୩ ଦିନିଆ ବିଚାର ବିଭାଗୀୟ ହେପାଜତକୁ ଗଲେ ରାଜା ରଘୁବଂଶୀ ହତ୍ୟା ମାମଲାର ଦୁଇ ଅଭିଯୁକ୍ତ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.