Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ବିଷ ପିଇଲେ ବାପା, ମା ଓ ପୁଅ

Sanchar Live by Sanchar Live
August 5, 2024
in ଅପରାଧ
0
ଛେଳି ମାଂସ ଖାଇ ଗୋଟିଏ ପରିବାରର ୪ ମୃତ
0
SHARES
5
VIEWS
FacebookTwitter

ସଂଚାର ବ୍ୟୁରୋ: କାହିଁକି ବିଷ ପିଏଇଲେ ପରିବାର। ଗୋଟିଏ ଭୁଲ ନିଷ୍ପତି ପାଇଁ ଚାଲିଗଲା ଦୁଇ ଜୀବନ। ଗୋଟିଏ ପରିବାରର ୩ ଜଣ ସଦସ୍ୟ ଆତ୍ମହତ୍ୟା ଉଦ୍ୟମ ଘଟଣା। ରବିବାର ରାତିରେ ବାପାଙ୍କ ମୃତ୍ୟୁ ହୋଇଥିବା ବେଳେ ଆଜି ଆଖି ବୁଜିଦେଛନ୍ତି ମା’। କଟକ ସିଡିଏର ଏହି ଅଭାବନୀୟ ଘଟଣା ଏବେ ଆଲୋଡ଼ନ ସୃଷ୍ଟି କରିଛି।ଚିକିତ୍ସାଧୀନ ଅବସ୍ଥାରେ ବାପା ଉମାଚରଣ ପଣ୍ଡା ଓ ମା ସରୋଜିନୀ ପଣ୍ଡାଙ୍କ ମୃତ୍ୟୁ ହୋଇଥିବା ବେଳେ ପୁଅ ସୌମ୍ୟ ରଞ୍ଜନ ପଣ୍ଡା ଏବେବି ଚିକିତ୍ସାଧୀନ ଅଛନ୍ତି।

ବାଙ୍ଗାଲୋରର ଏକ ଆଇଟି କମ୍ପାନୀରେ ସଫ୍ଟୱେର ଇଞ୍ଜିନିୟର ଥିଲେ ସୌମ୍ୟ ରଞ୍ଜନ ପଣ୍ଡା। ତାଙ୍କର ପୂରା ପରିବାର ମର୍କତନଗର ସେକ୍ଟର-୬ରେ ଭଡ଼ାରେ ରହୁଥିଲେ। ଗତ ଶୁକ୍ରବାର ସନ୍ଧ୍ୟା ପରଠାରୁ ପରିବାରର ବାହାରକୁ ନ ବାହାରିନଥିଲେ। ଘରଭିତରୁ କାହାରି ପାଟି ଶୁଣା ମଧ୍ୟ ଯାଇନଥିଲା। ଯାହାକୁ ନେଇ ନେଇ ଘରମାଲିକଙ୍କର ସନ୍ଦେହ ହୋଇଥିଲା। ସେ ଏ ସଂକ୍ରାନ୍ତରେ ସ୍ଥାନୀୟ ପୋଲିସକୁ ଜଣାଇଥିଲେ। ପୋଲିସ ସେଠାରେ ପହଞ୍ଚି ଘରର କବାଟ ବାଡ଼େଇଥିଲା, ହେଲେ ଭିତରୁ କୌଣସି ଉତ୍ତର ମିଳି ନଥିଲା।

Tags: cuttacksuside
ShareTweetShareSend
Sanchar Live

Sanchar Live

Next Post
ଆଜି ପୁଣି ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

ଆଜି ପୁଣି ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.