Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ପିକଅପ ଭ୍ଯାନ ଧକ୍କାରେ ଦୁଇ ନାବାଳକ କଲେଜ୍ ଛାତ୍ର ମୃତ

Sanchar Live by Sanchar Live
December 4, 2024
in ଓଡିଶା
0
ପିକଅପ ଭ୍ଯାନ ଧକ୍କାରେ ଦୁଇ ନାବାଳକ କଲେଜ୍ ଛାତ୍ର ମୃତ
0
SHARES
7
VIEWS
FacebookTwitter

ସଂଚାର ବ୍ୟୁରୋ: ଆଠଗଡ଼ କନ୍ଦରପୁର ବାଲିଆପାଠ ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ପିକଅପ ଭ୍ଯାନ ଧକ୍କାରେ ଦୁଇ ନାବାଳକ କଲେଜ୍ ଛାତ୍ର ମୃତ । ମୃତକ ମାନେ ହେଲେ ଆଠଗଡ଼ ଥାନା ଅନ୍ତର୍ଗତ କନ୍ଦରପୁର ପଞ୍ଚାୟତର ଅଂଶୁମାନ ଦାସ ଓ ସୋମୁ ରଞ୍ଜନ ବେହେରା । ଆଠଗଡ଼ କନ୍ଦରପୁର ବାଲିଆପାଠ ରାସ୍ତାରେ କଡ଼ରେ ସାଇକେଲ ଧରି ଛିଡ଼ା ହୋଇଥିବା ବେଳେ ମୋଞ୍ଜିନିସ୍ କେକ୍ କମ୍ପାନୀର ଏକ ପିକ୍ଅପ ଭ୍ୟାନ ଭାରସାମ୍ୟ ହରାଇ ନାବାଳକଙ୍କୁ ଧକ୍କା ଦେଇ ରାସ୍ତା କଡକୁ ଓଲଟି ପଡ଼ିଥିଲା । ଗୁରୁତର ଅବସ୍ଥାରେ ଛାତ୍ରଙ୍କୁ ଆଠଗଡ଼ ମେଡ଼ିକାରେ ଭର୍ତ୍ତି କରାଯାଇଥିବା ବେଳେ ସେଠାରେ ଡାକ୍ତର ମୃତ ଘୋଷଣା କରିଥିଲେ । ଘଟଣା ସ୍ଥଳରେ କିଛି ସମୟ ପାଇଁ ଚାପା ଉତ୍ତେଜନା ଦେଖିବାକୁ ମିଳିଥିଲା । ଆଠଗଡ଼ ତହସିଲଦାର ଓ ପୋଲିସ୍ ଘଟଣା ସ୍ଥଳରେ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣ କରିବା ସହିତ ରାସ୍ତାରୁ ଗାଡ଼ି ହଟାଇବା ପରେ ଯାତାୟାତ ସ୍ଵାଭାବିକ ହୋଇଥିଲା ।.

Tags: accidentathagarh
ShareTweetShareSend
Sanchar Live

Sanchar Live

Next Post
ଆରମ୍ଭ ହେଲା ବାଲେଶ୍ବର ଉତ୍ସବ

ଆରମ୍ଭ ହେଲା ବାଲେଶ୍ବର ଉତ୍ସବ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.