Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ବନ୍ଧା ହେଲେ ସହକାରୀ ନିର୍ବାହୀ ଯନ୍ତ୍ରୀ

Sanchar Live by Sanchar Live
December 4, 2024
in ଅପରାଧ
0
ବନ୍ଧା ହେଲେ ସହକାରୀ ନିର୍ବାହୀ ଯନ୍ତ୍ରୀ
0
SHARES
12
VIEWS
FacebookTwitter

ସଂଚାର ବ୍ୟୁରୋ : ବନ୍ଧା ହେଲେ ସହକାରୀ ନିର୍ବାହୀ ଯନ୍ତ୍ରୀ । ଜୟପୁର ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ବନାଥ ପାତ୍ର ଗିରଫ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ କଲା ଭିଜିଲାନ୍ସ ।  ବିଶ୍ବନାଥଙ୍କର ଦୁଇଟି କୋଠା ଓ ୧୮ଟି ପ୍ଲଟ ରହିଛି ।  ଜୟପୁର ଟାଉନରେ ରହିଛି ଦେଢ କୋଟି ଟଙ୍କାର ଏକ ୩ ମହଲା ବିଲ୍ଡିଂ ।

୧ କୋଟି ଟଙ୍କା ବ୍ୟାଙ୍କ ଜମା ରହିଛି । ଏହାସହ ୮୫୪ ଗ୍ରାମ ସୁନା ଓ ୧୮ଶହ ଗ୍ରାମର ରୁପା ଜବତ କରିଛି ଭିଜିଲାନ୍ସ ।  ୨୦୧୧ରେ ଆଡହକ୍ ଆସିଷ୍ଟାଣ୍ଟ ଇଞ୍ଜନିୟର ଭାବେ ଯୋଗଦେଇଥିଲେ ବିଶ୍ବନାଥ । ସେତେବେଳେ ଦରମା ଥିଲା ୧୪ ହଜାର ଟଙ୍କା ।

୨୦୧୬ରେ ଓପିଏସସି ପରୀକ୍ଷାରେ କୃତକାର୍ଯ୍ୟ ହେବା ପରେ ଆଡହକ୍ ଆସିଷ୍ଟାଣ୍ଟ ଇଞ୍ଜିନିୟର ଭାବେ ଯୋଗଦେଇଥିଲେ। ମାତ୍ର ୮ବର୍ଷର ନିୟମିତ ଚାକିରୀରେ ଅମାପ ସମ୍ପତ୍ତିର ମାଲିକ ହୋଇଛନ୍ତି ବିଶ୍ବନାଥ।

Tags: jaypurvigilance raid
ShareTweetShareSend
Sanchar Live

Sanchar Live

Next Post
ରାଜ୍ୟରେ ୬୫୮୭ କୋଟିର ବିଦ୍ୟୁତ ବିଲ୍ ବାକି

ରାଜ୍ୟରେ ୬୫୮୭ କୋଟିର ବିଦ୍ୟୁତ ବିଲ୍ ବାକି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବିହାର ନିର୍ବାଚନ ପୂର୍ବରୁ ନୀତିଶଙ୍କ ବଡ଼ ଘୋଷଣା, ବଢ଼ିଲା ଏମାନଙ୍କ ଭତ୍ତା
  • ଶ୍ରୀମନ୍ଦିର ଭିତରେ ଫଟୋ ନେବାବେଳେ ଧରାପଡ଼ିଲେ ଅଣଓଡ଼ିଆ ଭକ୍ତ
  • ପ୍ରେମିକ ସହ ମିଶି ସ୍ବାମୀଙ୍କୁ ମାରିଦେଲା ସ୍ତ୍ରୀ
  • ଔଷଧ କିଣି ଘରକୁ ଫେରିବାବେଳେ ଭାସିଗଲେ ଯୁବକ
  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.