Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ମାଓବାଦୀମାନେ ଶୁଣିଲେନି ଜଣେ ନାବାଳିକା ଝିଅର ଗୁହାରି, ଝିଅର ବାପାଙ୍କୁ ମାରିଦେଲେ

Sanchar Live by Sanchar Live
December 5, 2024
in ଅପରାଧ
0
ମାଓବାଦୀମାନେ ଶୁଣିଲେନି ଜଣେ ନାବାଳିକା ଝିଅର ଗୁହାରି, ଝିଅର ବାପାଙ୍କୁ ମାରିଦେଲେ
0
SHARES
8
VIEWS
FacebookTwitter

ସଂଚାର ବ୍ୟୁରୋ: ମାଓବାଦୀମାନେ ଶୁଣିଲେନି ଜଣେ ନାବାଳିକା ଝିଅର ଗୁହାରି । ଅପହରଣ ପରେ ଝିଅର ବାପାଙ୍କୁ ନିର୍ମମ ଭାବେ ହତ୍ୟା କରିଛନ୍ତି ଲାଲବାହିନୀ । ମାଲକାନଗିରି ଛତିଶଗଡ ସୀମାନ୍ତ ବିଜାପୁର ଜିଲ୍ଲାରେ ଦେଖିବାକୁ ମିଳିଛି ଏପରି ଏକ ଅଭାବନୀୟ ଘଟଣା । ଜାଙ୍ଗଲା ଥାନା ଭୈରବଗଡ ପଞ୍ଚାୟତର ପୂର୍ବତନ ସରପଞ୍ଚ ଶୁକଲୁ ଫରସା ଓ କଡେର ପଞ୍ଚାୟତର ପୂର୍ବତନ ସରପଞ୍ଚ ସୁଖରାମ ଅବଲମଙ୍କୁ ମାଓବାଦୀ ମାନେ ଗତ ଦୁଇ ତାରିଖ ଦିନ ବୀରଭୂମି ଜଙ୍ଗଲ ରାସ୍ତାରୁ ଅପହରଣ କରି ନେଇଥିଲେ । ଅପହରଣ ପରେ ଶୁକଲୁ ଫରସାଙ୍କ ନାବାଳିକା ଝିଅ ୟାମିନି ଫରସା ଏକ ଭିଡିଓ ବାର୍ତ୍ତା ମାଧ୍ୟମରେ ମାଓବାଦୀଙ୍କୁ ନିବେଦନ କରିଥିଲେ ଯେ ତାଙ୍କ ବାପା ନିର୍ଦ୍ଦୋଷ । ତାଙ୍କୁ ଛାଡି ଦିଅନ୍ତୁ । ହେଲେ ଏହି ବାର୍ତ୍ତା ନକ୍ସଲଙ୍କ ପାଖରେ ପହଞ୍ଚିଥିଲେ ମଧ୍ଯ ସେମାନେ ଦୁଇ ଅପହୃତଙ୍କୁ ମୁକ୍ତ କରିବା ପରିବର୍ତ୍ତେ ଗଳା କାଟି ନିର୍ମମ ଭାବେ ହତ୍ୟା କରିଛନ୍ତି । ହତ୍ୟା ପରେ ମାଓବାଦୀମାନେ ଘଟଣା ସ୍ଥଳରେ ଦୁଇଟି ହାତ ଲେଖା ପୋଷ୍ଟର ଛାଡି ଯାଇଛନ୍ତି । ଯେଉଁଥିରେ ଦୁଇ ପୂର୍ବତନ ସରପଞ୍ଚ ବିଜେପି କର୍ମୀ ହୋଇଥିବାରୁ ଭୈରବଗଡ ମାଓ ସଂଗଠନ ଏହି ଦୁଇ ଜଣଙ୍କୁ ମୃତ୍ୟୁ ଦଣ୍ଡ ଦେଇଛି ବୋଲି ଲେଖା ରହିଛି ।

Tags: crimemalkangirimao
ShareTweetShareSend
Sanchar Live

Sanchar Live

Next Post
ରାଜଧାନୀରେ ପୁଣି ମାତିଲେ ଲୁଟେରା, ଆପାର୍ଟମେଣ୍ଟରୁ ଚୋରି

ରାଜଧାନୀରେ ପୁଣି ମାତିଲେ ଲୁଟେରା, ଆପାର୍ଟମେଣ୍ଟରୁ ଚୋରି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.