Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ରାଜଧାନୀରେ ପୁଣି ମାତିଲେ ଲୁଟେରା, ଆପାର୍ଟମେଣ୍ଟରୁ ଚୋରି

Sanchar Live by Sanchar Live
December 5, 2024
in ଓଡିଶା
0
ରାଜଧାନୀରେ ପୁଣି ମାତିଲେ ଲୁଟେରା, ଆପାର୍ଟମେଣ୍ଟରୁ ଚୋରି
0
SHARES
19
VIEWS
FacebookTwitter

ଭୁବନେଶ୍ୱର : ରାଜଧାନୀରେ ପୁଣି ଆପାର୍ଟମେଣ୍ଟରୁ ସିରିଜ ଲୁଟ୍ । ବାଲିଅନ୍ତା ଥାନା ରଙ୍ଗ ବଜାର ଶ୍ରେୟା ଏସଜି ହାଇଟ୍ସ ଆପାର୍ଟମେଣ୍ଟର ଦୁଇଟି ଘରୁ ଲୁଟ ହୋଇଛି ।  ଘରେ କେହି ନଥିବା ବେଳେ ଲୁଟ ହୋଇଥିବା ବେଳେ ଲୁଟ ବେଳର ସିସିଟିଭି ଫୁଟେଜ ମିଳିଛି ।  ଚାରିରୁ ପାଞ୍ଚ ଜଣ ଲୁଟେରା ଘର ତାଲା କାଟି, ସୁନା ଗହଣା ଓ ନଗଦ ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି  ।  କିଛି ଦିନ ତଳେ ରାଜଧାନୀ ଉପକଣ୍ଠ ପୁବା ସାହି ଅଞ୍ଚଳରେ ଏଭଳି ସିରିଜ ଲୁଟ ହୋଇଥିଲା । ପୋଲିସ ଏ ଦିଗରେ ତଦନ୍ତ କରୁଛି । ସିସିଟିଭି ସହ ଭଲ ପଞ୍ଜୀକୃତ ସଂସ୍ଥାର ସିକ୍ୟୁରିଟି ରଖନ୍ତୁ ବୋଲି ଡିସିପି କହିଛନ୍ତି ।

Tags: bhubaneswarcrime
ShareTweetShareSend
Sanchar Live

Sanchar Live

Next Post
ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଦେବେନ୍ଦ୍ର ଫଡନାବିସ

ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଦେବେନ୍ଦ୍ର ଫଡନାବିସ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.