Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଜଳସମ୍ପଦ ବିଭାଗ ସାମ୍ନାରେ ଡିପ୍ଲୋମା ଛାତ୍ରଛାତ୍ରୀଙ୍କ ଧାରଣା

Sanchar Live by Sanchar Live
August 5, 2024
in ଓଡିଶା
0
ଜଳସମ୍ପଦ ବିଭାଗ ସାମ୍ନାରେ ଡିପ୍ଲୋମା ଛାତ୍ରଛାତ୍ରୀଙ୍କ ଧାରଣା
0
SHARES
20
VIEWS
FacebookTwitter

ସଂଚାର ବ୍ୟୁରୋ: ଭୁବନେଶ୍ୱର ଜଳସମ୍ପଦ ବିଭାଗ ସମ୍ମୁଖରେ ଓଡ଼ିଶା ଡିପ୍ଲୋମା ଛାତ୍ରଛାତ୍ରୀଙ୍କ ଧାରଣା। ସରକାରଙ୍କ ODES Rule-୨୦୧୨ ଅନୁସାରେ କନିଷ୍ଠ ଯନ୍ତ୍ରୀ ଚାକିରୀ  ପ୍ରଦାନ ଦାବିରେ ଜଳସମ୍ପଦ ବିଭାଗ ଆଗରେ ଧାରଣ ଦେଇଛନ୍ତି। ସରକାରଙ୍କ ODES Rule -2012 ଜଳସମ୍ପଦ ବିଭାଗକୁ ସମର୍ଥନ ଜଣାଇବା ଓ ଏହି ନିୟମ ବିରୁଦ୍ଧରେ ଆସୁଥିବା ନ୍ୟାୟିକ ଲଢେଇକୁ ଯଥାଶୀଘ୍ର ସମାଧାନ ନେଇ ହାତରେ ପ୍ଲାକାର୍ଡ ଧରି ପ୍ରତିବାଦ କରିଛନ୍ତି। ଗତ ୨୦୨୨ ମସିହାରୁ OSSC ଦ୍ବାରା ପରିଚାଳିତ କନିଷ୍ଠ ଯନ୍ତ୍ରୀ ନିଯୁକ୍ତି ପ୍ରକ୍ରିୟା ବାଧାପ୍ରାପ୍ତ ହୋଇଆସୁଥିବାବେଳେ OSSCର ଏହି ମାମଲା ପରିଚାଳନା କରିବା ଓ ସମାଧାନ କରିବା ଦିଗରେ ପଦକ୍ଷେପ ନନେବା ଆଶାୟୀ ଡିପ୍ଲୋମା ଛାତ୍ରଛାତ୍ରୀମାନଙ୍କ ମନରେ ସନ୍ଦେହ ସୃଷ୍ଟି କରୁଛି। ଓଡ଼ିଶା ସରକାରଙ୍କ ଜଳସମ୍ପଦ ବିଭାଗର ଓଡ଼ିଶା ଡିପ୍ଲୋମା ଇଂଜିନିୟର ସର୍ଭିସ ରୁଲ୍ -୨୦୧୨ରେ ସ୍ପଷ୍ଟ ଭାବେ ଉଲ୍ଲେଖ ଅଛି ଯେ, କନିଷ୍ଠ ଯନ୍ତ୍ରୀ ନିଯୁକ୍ତି ପ୍ରକ୍ରିୟାରେ ଭାଗ ନେବାକୁ ହେଲେ ଜଣେ ଡିପ୍ଲୋମା ଇଞ୍ଜିନିୟରିଂ ଡିଗ୍ରୀ ହାସଲ କରିଥିବା ଆବଶ୍ୟକ। ତେବେ ଓଡିଶା ଡିପ୍ଲୋମା ଇଂଜିନିୟର୍ସ ସର୍ଭିସ ରୁଲ 2012କୁ ବଦଳାଇଇବା ପାଇଁ ସରକାରୀ ସ୍ତରରେ ଉଦ୍ୟମ ଚାଲିଥିବା ଅଭିଯୋଗ କରିଛନ୍ତି ଛାତ୍ରଛାତ୍ରୀ। ଯେଉଁଣାନେ ଏହି ଉଦ୍ୟମ କରୁଛନ୍ତି ସେହି ଅଫିସରମାନଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ। ମୁଖ୍ୟମନ୍ତ୍ରୀ ଛାତ୍ରଛାତ୍ରୀମାନଙ୍କର ଅଭିଯୋଗ ଶୁଣି ସମାଧାନ କରିବାକୁ ଦାବି କରିଛନ୍ତି। ଆସନ୍ତା ୮ ତାରିଖରେ ଅଦାଲତରେ ମାମଲାର ଶୁଣାଣି ହେବ। ଆଡଭୋକେଟ ଜେନେରାଲ ବ୍ଯକ୍ତିଗତ ଭାବେ ଉପସ୍ଥିତ ରହି ମାମଲା ପରିଚାଳନା କରିବାକୁ ଦାବି କରିଛନ୍ତି ଛାତ୍ରଛାତ୍ରୀ ।

 

 

 

 

 

 

Tags: diploma studentstrike
ShareTweetShareSend
Sanchar Live

Sanchar Live

Next Post
ବରିଷ୍ଠ ଓଏଏସ୍ ଅଫିସରସ୍ତରରେ ବଡ଼ ଧରଣର ଅଦଳବଦଳ, ବିଜେଡିର ଖାସ୍ ଥିବା ଅଫିସରଙ୍କୁ ମିଳିଲା ଏହି ଦାୟିତ୍ବ

ବରିଷ୍ଠ ଓଏଏସ୍ ଅଫିସରସ୍ତରରେ ବଡ଼ ଧରଣର ଅଦଳବଦଳ, ବିଜେଡିର ଖାସ୍ ଥିବା ଅଫିସରଙ୍କୁ ମିଳିଲା ଏହି ଦାୟିତ୍ବ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.