Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ଦିଲ୍ଲୀ ବିଧାନସଭା ନିର୍ବାଚନ : ଦ୍ୱିତୀୟ ତାଲିକା ଜାରି କଲା ଆପ୍‌

Sanchar Live by Sanchar Live
December 9, 2024
in ଭାରତ
0
ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ପ୍ରାଥୀ ତାଲିକା ଘୋଷଣା କଲା ଆପ
0
SHARES
11
VIEWS
FacebookTwitter

ନୂଆଦିଲ୍ଲୀ : ଯାହା ଅନୁମାନ କରାଯାଉଥିଲା ତାହା ହିଁ ହେଲା । ବଦଳିଲା ସିସୋଦିଆଙ୍କ ନିର୍ବାଚନ ମଣ୍ଡଳି । ଅବଧ ଓଝାଙ୍କୁ ମିଳିଲା ଟିକେଟ୍ । ଦ୍ୱିତୀୟ ତାଲିକା ଜାରି କଲା ଆପ୍‌ । ତାଲିକାରେ ୨୦ ପ୍ରାର୍ଥୀଙ୍କ ନାଁ ସାମିଲ । ମନୀଷ ସିସୋଦିଆଙ୍କୁ ଜଙ୍ଗପୁରା, ଅବଧ ଓଜାଙ୍କୁ ପାଟପଡ଼ଗଞ୍ଜରୁ ଟିକେଟ୍‌ ଦେଲା ଆପ୍ ।

ପାଖେଇ ଆସିଲାଣି ଦିଲ୍ଲୀ ବିଧାନସଭା ନିର୍ବାଚନ । ଆସନ୍ତା ବର୍ଷ ପଡ଼ିବ ଭୋଟ୍‌ । ଏଥିପାଇଁ ଜୋରସୋର୍‌ ପ୍ରସ୍ତୁତିରେ ଲାଗି ପଡ଼ିଛନ୍ତି ସମସ୍ତ ଦଳର ନେତା । କାହାକୁ ମିଳିବ ଟିକେଟ୍‌ ସେନେଇ ଚାଲିଛି ଅଙ୍କକଷା । ଏହାରି ଭିତରେ ସୋମବାର ଆମ୍‌ ଆଦମୀ ପାର୍ଟି ନିଜର ଦ୍ୱିତୀୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ଆପ୍ ଜାରି କରିଥିବା ଏହି ତାଲିକାରେ ୨୦ ଜଣଙ୍କ ନାଁ ସାମିଲ । ଏଥର ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ସିଟ୍‌ ବଦଳାଇ ଦିଆଯାଇଛି ।

ଏଥର ତାଙ୍କୁ ପାଟପଡ଼ଗଞ୍ଜ ବଦଳରେ ଜଙ୍ଗପୁରାରୁ ଫିଲ୍ଡିଂ କରାଯାଇଛି । ସେହିପରି ନିକଟରେ ଆପ୍‌ରେ ଯୋଗ ଦେଇଥିବା ଅବଧ ଓଝାଙ୍କୁ ଦଳ ପାଟପଡ଼ଗଞ୍ଜରୁ ମୈଦାନକୁ ଓହ୍ଲାଇଛି । କୋଚିଂ କ୍ଲାସ୍ ଚଳାଉଥିବା ଚର୍ଚ୍ଚିତ ଶିକ୍ଷକ ଅବଧ ଓଝା ନିକଟରେ ଆମ ଆଦମୀ ପାର୍ଟିରେ ଯୋଗ ଦେଇଥିଲେ । ତେବେ ସେ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ କି ନାହିଁ ସେନେଇ କଳ୍ପନାଜଳ୍ପନା ଚାଲିଥିଲା, କିନ୍ତୁ ବର୍ତ୍ତମାନ ଏହା ଉପରେ ପୂର୍ଣ୍ଣଚ୍ଛେଦ ପଡ଼ିଛି । ସେ ମନୀଷ ସିସୋଦିଆଙ୍କ ଆସନ ପାଟପଡ଼ଗଞ୍ଜରୁ ପ୍ରତିଦ୍ୱନ୍ଦ୍ୱିତା କରିବେ । ସିସୋଦିଆ କ୍ରମାଗତ ତିନିଥର ଏହି ଆସନରୁ ବିଧାୟକ ଭାବରେ ନିର୍ବାଚିତ ହୋଇଥିଲେ । ଗତ ନିର୍ବାଚନରେ ସେ ବହୁତ କମ୍‌ ଭୋଟ୍‌ ବ୍ୟବଧାନରେ ଏଠାରୁ ଜିତିଥିଲେ ।

ପ୍ରଥମ ତାଲିକାରେ ୧୧ ଜଣଙ୍କ ନାଁ ପ୍ରକାଶ ପାଇଥିବା ବେଳେ ବର୍ତ୍ତମାନ ୨୦ ଜଣ ପ୍ରାର୍ଥୀଙ୍କ ନାଁ ପ୍ରକାଶ କରିଛନ୍ତି ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍ ।

Tags: appdelhi politics
ShareTweetShareSend
Sanchar Live

Sanchar Live

Next Post
ରାଜ୍ୟର ସବୁ ଜିଲ୍ଲାରେ ଖୋଲିବ ମେଡିକାଲ କଲେଜ :ସ୍ୱାସ୍ଥ୍ୟମନ୍ତ୍ରୀ

ରାଜ୍ୟର ସବୁ ଜିଲ୍ଲାରେ ଖୋଲିବ ମେଡିକାଲ କଲେଜ :ସ୍ୱାସ୍ଥ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ପ୍ରେମିକ ସହ ମିଶି ସ୍ବାମୀଙ୍କୁ ମାରିଦେଲା ସ୍ତ୍ରୀ
  • ଔଷଧ କିଣି ଘରକୁ ଫେରିବାବେଳେ ଭାସିଗଲେ ଯୁବକ
  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.