Tuesday, June 24, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ ମହିଳାଙ୍କ ପାଇଁ ଖୁସି ଖବର ଆଣିଲା ଆପ୍

Sanchar Live by Sanchar Live
December 12, 2024
in ଭାରତ
0
ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ ମହିଳାଙ୍କ ପାଇଁ ଖୁସି ଖବର ଆଣିଲା ଆପ୍

Oplus_131072

0
SHARES
10
VIEWS
FacebookTwitter

ନୂଆଦିଲ୍ଲୀ : ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ ମହିଳାଙ୍କ ପାଇଁ ଖୁସି ଖବର ଆଣିଛି ଆପ୍ । ଆପ୍ କାର୍ଯ୍ୟକାରୀ କରିଥିବା ଯୋଜନାରେ ମହିଳାଙ୍କୁ ଲାଭ ମିଳିବ । ଦିଲ୍ଲୀର ପୂର୍ବ ମୁଖ୍ୟମନ୍ତ୍ରୀ ଆପ୍ ମୁଖ୍ୟ ଅରବିନ୍ଦ କେଜ୍ରିୱାଲ ମହିଳା ସମ୍ମାନ ଯୋଜନା କାର୍ଯ୍ୟକାରୀ କରିଛନ୍ତି । ଗୁରୁବାର ସକାଳେ ଦିଲ୍ଲୀ କ୍ୟାବିନେଟ୍ ମହିଳା ସମ୍ମାନ ଯୋଜନାକୁ ଅନୁମୋଦନ କରିଛି । ଚଳିତ ବର୍ଷ ମାର୍ଚ୍ଚ ମାସରେ ଏହି ଯୋଜନାରେ ୧୮ ବର୍ଷରୁ ଊର୍ଦ୍ଧ୍ୱ ବୟସର ମହିଳାଙ୍କୁ ପ୍ରତି ମାସରେ ୧୦୦୦ ଟଙ୍କା ଲେଖାଏଁ ଦେବାକୁ ଘୋଷଣା କରିଥିଲେ କେଜ୍ରିୱାଲ । ତେବେ ନିର୍ବାଚନ ଜିତିଲେ ଏହି ରାଶିକୁ ବଢ଼ାଇ ୨୧୦୦ ଟଙ୍କା କରିଦିଆଯିବ ବୋଲି କେଜ୍ରିୱାଲ ଘୋଷଣା କରିଛନ୍ତି । ୧୮ ରୁ ୬୦ ବର୍ଷ ମହିଳାଙ୍କୁ ଏହି ଯୋଜନାରେ ଫାଇଦା ମିଳିବ ।

ଆସନ୍ତାକାଲିଠାରୁ ମୁଖ୍ୟମନ୍ତ୍ରୀ ମହିଳା ସମ୍ମାନ ଯୋଜନା ପାଇଁ ପଞ୍ଜୀକରଣ କରାଯିବ । ପଞ୍ଜୀକରଣ ପରେ ଆକାଉଣ୍ଟକୁ ପଇସା ଆସିବ । ଏହି ଘୋଷଣା ବେଳେ କେଜ୍ରିୱାଲ କହିଛନ୍ତି ଯେ, ଚଳିତ ବର୍ଷ ମାର୍ଚ୍ଚ ମାସରେ ଘୋଷଣା କରିଥିଲି ଏବଂ ଆଶା କରୁଥିଲି ଯେ ଏହା ମେ’ -ଜୁନ୍ ମାସରେ କାର୍ଯ୍ୟକାରୀ ହୋଇଯିବ। କିନ୍ତୁ ତାହା ହୋଇ ପାରିନଥିଲା । ଜେଲରୁ ଫେରିବା ପରଠାରୁ ମୁଁ ମୁଖ୍ୟମନ୍ତ୍ରୀ ଆତିଶୀଙ୍କ ସହ ଏହି ଯୋଜନାର କାର୍ଯ୍ୟକାରିତାରେ ବ୍ୟସ୍ତ ଥିଲି ଏବଂ ବର୍ତ୍ତମାନ ଏହା କାର୍ଯ୍ୟକାରୀ ହୋଇଛି । ଅନେକ ମହିଳାମାନେ ନିଜ ପରିବାର ଚଳାନ୍ତି । ପିଲାମାନଙ୍କୁ ସଂସ୍କାର ଦିଅନ୍ତି ଓ ପାଳି ପୋଷି ବଡ଼ କରନ୍ତି ଏବଂ ସେହି ପିଲାମାନେ ହିଁ ଆମର ଭବିଷ୍ୟତ । ଏପରି ସ୍ଥିତିରେ, ଯଦି ଆମେ ମହିଳାମାନଙ୍କୁ କିଛି ସାହାଯ୍ୟ କରିପାରିବା, ତେବେ ଏହା ଆମର ସୌଭାଗ୍ୟ ।

ପ୍ରତି ମାସରେ ୧୦୦୦ ଟଙ୍କା ଦେବୁ, ଆଉ ଆଜି ଆମେ ଏହାକୁ ଆରମ୍ଭ କରିଛୁ । ଆଜି ଦିଲ୍ଲୀ ସରକାର ଏହି ଯୋଜନା ଆରମ୍ଭ କରିଛନ୍ତି ଏବଂ ଆଗାମୀ ୧୦-୧୫ ଦିନ ମଧ୍ୟରେ ନିର୍ବାଚନ ବିଜ୍ଞପ୍ତି ପ୍ରକାଶ ପାଇବ । ଏହି କାରଣରୁ ନିର୍ବାଚନ ପୂର୍ବରୁ ଟଙ୍କା ପଠାଯାଇପାରିବ ନାହିଁ । କିନ୍ତୁ ନିର୍ବାଚନ ପରେ ଆପଣଙ୍କ ଖାତାକୁ ୨୧୦୦ ଆସିବ । ରେଜିଷ୍ଟ୍ରେସନ କାର୍ଡ ନିଜ ପାଖରେ ଯତ୍ନ ସହକାରେ ରଖନ୍ତୁ । ଯେମିତି ୧୦୦୦ ଲାଗୁ କରିଛି, ସେମିତି ୨୧୦୦ ଟଙ୍କା ମଧ୍ୟ ଲାଗୁ କରିବି ।

ସୂଚନାଯୋଗ୍ୟ, ଦିଲ୍ଲୀରେ ଅଟୋ ଡ୍ରାଇଭରମାନଙ୍କୁ ମିଳିବ ୧୦ ଲକ୍ଷର ଜୀବନ ବୀମା ସହିତ ୫ ଲକ୍ଷ ଟଙ୍କାର ଦୁର୍ଘଟଣା ବୀମା କରାଯାଇଥିଲା । ଏଥିସହିତ ସେମାନଙ୍କର ଝିଅ ବାହାଘର ପାଇଁ ୧ ଟଙ୍କାର ସହାୟତା ମଧ୍ୟ ମିଳିବ । ହୋଲି ଓ ଦୀପାବଳିରେ ପୋଷାକ ପାଇଁ ଅଟୋ ଡ୍ରାଇଭରଙ୍କୁ ୨୫୦୦ ଟଙ୍କା ମିଳିବ । ଅଟୋ ଡ୍ରାଇଭର ପିଲାଙ୍କୁ ଫ୍ରିରେ କୋଚିଂ ମିଳିବ ।  ଆପ୍ ମୁଖ୍ୟ ଅରବିନ୍ଦ କେଜ୍ରିୱାଲ କରିଥିଲେ

Tags: app partydelhipolitics
ShareTweetShareSend
Sanchar Live

Sanchar Live

Next Post
ଡିଜିଟାଲ୍‌ ପରିବର୍ତ୍ତନ ଯୋଗୁଁ ସବୁ କ୍ଷେତ୍ରରେ ବିକାଶ ହେବ

ଡିଜିଟାଲ୍‌ ପରିବର୍ତ୍ତନ ଯୋଗୁଁ ସବୁ କ୍ଷେତ୍ରରେ ବିକାଶ ହେବ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ପୁଣି ସମସ୍ୟାରେ ଏୟାର ଇଣ୍ଡିଆ ବିମାନ
  • ଚୋରି ହୋଇନି ମହାପ୍ରଭୁଙ୍କ ମୋଦକ: ଆଇନମନ୍ତ୍ରୀ
  • ଆଜି ଅଣବସର ଚତୁର୍ଦ୍ଦଶୀ ତିଥି, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି
  • ଶସ୍ତା ହେଲା ସୁନା, ଜାଣନ୍ତୁ ୨୨ ଓ ୨୪ କ୍ୟାରେଟ୍ ପିଛା କେତେ ରହିଛି ମୂଲ୍ୟ
  • ପୂର୍ବତନ ଭାରତୀୟ କ୍ରିକେଟର ଦିଲୀପ ଦୋଷୀଙ୍କ ଦେହାନ୍ତ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.