Saturday, September 12, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜିଠୁ ସାରା ରାଜ୍ୟରେ ପୁଣି ବଢିବ ବର୍ଷାର ପରିମାଣ

Sanchar Live by Sanchar Live
August 6, 2024
in ଓଡିଶା
0
ଆଜିଠୁ ସାରା ରାଜ୍ୟରେ ପୁଣି ବଢିବ ବର୍ଷାର ପରିମାଣ
0
SHARES
28
VIEWS
FacebookTwitter

ସଂଚାର ବ୍ୟୁରୋ: ସକ୍ରିୟ ମୌସୁମୀ ପ୍ରଭାବରେ ଆସନ୍ତା ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗିରହିବ। ଆଜିଠୁ ସାରା ରାଜ୍ୟରେ ପୁଣି ବଢିବ ବର୍ଷାର ପରିମାଣ । ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଏବଂ ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନରେ ପ୍ରବଳ କାଚିବ । ୨୪ ଘଣ୍ଟାରେ ପୁରୀ, ଜଗତସିଂହପୁର, ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ଖୋର୍ଦ୍ଧା, ନୟାଗଡ଼, ସୁନ୍ଦରଗଡ, ମୟୁରଭଞ୍ଜ, କେନ୍ଦୁଝର, କଟକ, ବରଗଡ଼ ଓ ଝାରସୁଗୁଡ଼ାରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି ହୋଇଛି । ପ୍ରବଳ ବର୍ଷା ନେଇ ୧୭ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ବିଶେଷ କରି ମୟୂରଭଞ୍ଜ, କେନ୍ଦୁଝର, ଝାରସୁଗୁଡା, ସୁନ୍ଦରଗଡ, ବରଗଡ଼, ସମ୍ବଲପୁର,ଦେବଗଡ଼, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ନବରଙ୍ଗପୁର, କଳାହାଣ୍ଡି, କୋରାପୁଟ ଏବଂ ରାୟଗଡା ଜିଲ୍ଲାକୁ ସତର୍କ କରାଯାଇଛି । ସେହିଭଳି ଆସନ୍ତାକାଲି ମଧ୍ଯ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୪ଟି ଜିଲ୍ଲା ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର ଏବଂ ବରଗଡ଼କୁ ସତର୍କତା ଜାରି କରାଯାଇଛି । ଏହି ୪ଟି ଜିଲ୍ଲାରେ ୭୦ରୁ ୨ଶହ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି । ଏହାସହ ପ୍ରବଳ ବର୍ଷା ନେଇ ୧୫ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ୯ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ । ସାରା ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ ନିମ୍ନ ଚାପରେଖା । ଏହାସହ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୭ ଦିନ ପର୍ଯ୍ୟନ୍ତ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି l ଖାସ କରି ଆସନ୍ତା ୪ ଦିନ ଉତ୍ତର, ଉପକୂଳର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି କହିଛି ପାଣିପାଗ ବିଭାଗ ।

 

 

ShareTweetShareSend
Sanchar Live

Sanchar Live

Next Post
ଜେଲରୁ ମୁକୁଳିବେ ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖଲେଦା ଜିୟା

ଜେଲରୁ ମୁକୁଳିବେ ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖଲେଦା ଜିୟା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କାହିଁକି ଭାଇରାଲ ୮୦ ଦଶକର ଫଟୋ? ଆପଣ ଵି ଏମିତି କରନ୍ତୁ…
  • କେନାଲରେ ଭାସିଯାଇ ଭାଇ-ଭଉଣୀ ମୃତ
  • BRICS ସମ୍ମିଳନୀ ପାଇଁ ଦିଲ୍ଲୀରେ ପହଞ୍ଚିଲେ ସି ଜିନପିଙ୍ଗ
  • ଆଜିଠୁ ୪ ଦିନ ବ୍ୟାଙ୍କ ଛୁଟି
  • ଓଡ଼ିଆ ସାମ୍ବାଦିକତାରୁ କମୁଛି Gen-Z ଙ୍କ ଆଗ୍ରହ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.