Sunday, April 19, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ଗର୍ଭବତୀ ମହିଳାଙ୍କୁ ଗୁଳି ପଛରେ ସ୍ବାମୀ!

Sanchar Live by Sanchar Live
December 13, 2024
in ଅପରାଧ
0
ଗର୍ଭବତୀ ମହିଳାଙ୍କୁ ଗୁଳି ପଛରେ ସ୍ବାମୀ!
0
SHARES
83
VIEWS
FacebookTwitter

ବଣାଇ : ବଣାଇରେ ଗର୍ଭବତୀ ମହିଳାଙ୍କୁ ଗୁଳିକରି ହତ୍ୟା ଘଟଣାରେ ନୂଆ ଟ୍ବିଷ୍ଟ । ଗର୍ଭବତୀଙ୍କୁ ଗୁଳି ପଛରେ ସ୍ବାମୀ ! ଘଟଣାରେ ସ୍ବାମୀ, ଜଣେ ପୋଲିସ କର୍ମଚାରୀଙ୍କ ସମେତ ୪ ଅଟକ । ସମସ୍ତଙ୍କୁ ଅଟକ ରଖି ପଚରାଉଚରା କରୁଥିଲା ପୋଲିସ । ହତ୍ୟା ସନ୍ଦେହରେ ଚାଲିଥିଲା ପଚରାଉଚରା । ଆଜି ହତ୍ୟା ଘଟଣାର ପର୍ଦ୍ଦାଫାସ କରିଛି ପୋଲିସ । ଘର ଭାତ ହାଣ୍ଡିରୁ ମିଳିଛି ପିସ୍ତଲ ସହ ମିଳିଲା ୩ ଗୁଳି । ସ୍ୱାମୀ ଗୁଳି କରିବା ପରେ ହତ୍ୟାର ଡ୍ରାମା ରଚିଥିଲା । ପୋଲିସ ତଦନ୍ତରୁ ଏହା ଜଣା ପଡିବା ପରେ ସ୍ୱାମୀ ଗିରଫ ହୋଇଛି ।

ସୂଚନାଯୋଗ୍ୟ, ସୁନ୍ଦରଗଡ଼ ବଣାଇ ଟିକାୟତପାଲି ଥାନା ଝିର୍ଡାପାଲି ଗାଁରେ ୭ ମାସର ଗର୍ଭବତୀଙ୍କୁ ଗୁଳିକରି ହତ୍ୟା କରାଯାଇଥିଲା । ବୁଧବାର ବିଳମ୍ବିତ ରାତିରେ ଗାଁର ଦେବେନ୍ ବେହେରାଙ୍କ ଘରକୁ ଦୁଇ ଜଣ ଦୁର୍ବୃତ୍ତ ଆସି କବାଟ ବାଡେଇଥିଲେ । ମହିଳା ଜଣକ କବାଟ ଖୋଲିଲା ବେଳେ ବେକରୁ ସୁନା ଚେନ ଟାଣି ନେଇଥିଲେ। ମହିଳା ଜଣକ ଚିତ୍କାର କରିବାରୁ ଗୁଳି କରି ଚମ୍ପଟ ମାରିଥିଲେ ଦୁଇ ଦୁର୍ବୃତ୍ତ । ପରିବାର ଲୋକେ ତାଙ୍କୁ ତୁରନ୍ତ ବଣେଇ ଉପଖଣ୍ଡ ଚିକିତ୍ସାଳୟକୁ ଆଣି ଥିବା ବେଳେ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ସ୍ୱାମୀ ଏହି ଗପ ଶୁଣାଇଥିଲା ପୋଲିସକୁ ।

Tags: banaicrimefiring
ShareTweetShareSend
Sanchar Live

Sanchar Live

Next Post
ସୋଆ ଆଇଏଏସ୍‌ ପକ୍ଷରୁ ମାର୍ଗଶିରର ମହକ କାର୍ଯ୍ୟକ୍ରମ ଉଦ୍‌ଯାପିତ

ସୋଆ ଆଇଏଏସ୍‌ ପକ୍ଷରୁ ମାର୍ଗଶିରର ମହକ କାର୍ଯ୍ୟକ୍ରମ ଉଦ୍‌ଯାପିତ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜିଠୁ ଆରମ୍ଭ ଚାରିଧାମ ଯାତ୍ରା
  • ଅକ୍ଷୟ ତୃତୀୟ ପୂର୍ବରୁ ନଜର ପକାନ୍ତୁ ଆଜିର ସୁନା ଦର ଉପରେ…
  • ୨୩ ତାରିଖ ପର୍ଯ୍ୟନ୍ତ ଏହି ଜିଲ୍ଲାରେ ଶିକ୍ଷାନୁଷ୍ଠାନ ଛୁଟି
  • କିଏ ଜିତିବ ଆଜିର ମ୍ୟାଚ? PBKS VS LSG…
  • ମୋ ଜିଲ୍ଲା ମହୋତ୍ସବରେ ମୋତେ ଅପମାନ କରାଗଲା : ବଣ୍ଟି

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.