Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ସୋଆ ଓ ମାଲା ରେଡି ବିଶ୍ୱବିଦ୍ୟାପୀଠ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ

Sanchar Live by Sanchar Live
December 14, 2024
in ଓଡିଶା
0
ସୋଆ ଓ ମାଲା ରେଡି ବିଶ୍ୱବିଦ୍ୟାପୀଠ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ
0
SHARES
5
VIEWS
FacebookTwitter

ଭୁବନେଶ୍ୱର, : ଶିକ୍ଷା ଓ ଅନୁସନ୍ଧାନ ଡିମ୍‌ଡ ବିଶ୍ୱବିଦ୍ୟାଳୟ ଓ ହାଇଦ୍ରାବାଦ ସ୍ଥିତ ମାଲା ରେଡି ବିଶ୍ୱବିଦ୍ୟାପୀଠ ମଧ୍ୟରେ ଶୁକ୍ରବାର ଦିନ ଏଠାରେ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଯାଇଛି ।
ଏହି ବୁଝାମଣା ପତ୍ର ଅନୁଯାୟୀ ସୋଆ ଓ ଏମ୍‌ଆର୍‌ଭି ସହଯୋଗ ଭିତିରେ ଶିଳ୍ପ ଜଗତର ଆବଶ୍ୟକତାକୁ ଆଖିରେ ରଖି ଶୈକ୍ଷିକ ପାଠ୍ୟକ୍ରମ ପ୍ରସ୍ତୁତ କରିବେ ଯେପରି ଭବିଷ୍ୟତର ଆବଶ୍ୟକତାକୁ ଏହା ପୂରଣ କରିବ ।

ଦୁଇ ବିଶ୍ୱବିଦ୍ୟାଳୟ ମଧ୍ୟ ଏକତ୍ର ଶିକ୍ଷା, ଗବେଷଣା, ନୂତନ ପ୍ରବର୍ତନ ଓ ସ୍ୱାସ୍ଥ୍ୟ କ୍ଷେତ୍ରରେ ଜ୍ଞାନର ଆଦାନ ପ୍ରଦାନ ନିମନ୍ତେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରିବେ ।

ସ୍ୱାସ୍ଥ୍ୟ ସେବା, ମେଡିକାଲ୍ ଟେକ୍ନୋଲଜି, ଫାର୍ମାସ୍ୟୁଟିକାଲ୍ ସାଇନ୍‌ସେସ୍‌, ଲାଇଫ୍ ସାଇନ୍ସ ଓ ଇଞ୍ଜିନିୟରିଂ ଇତ୍ୟାଦି କ୍ଷେତ୍ରରେ ଗବେଷଣା ନିମନ୍ତେ ଜାତୀୟ ତଥା ଆନ୍ତର୍ଜାତିକ ସଂସ୍ଥାର ଅର୍ଥ ଯୋଗାଣ ନିମନ୍ତେ ଉଭୟ ବିଶ୍ୱବିଦ୍ୟାଳୟ ମିଳିତ ଉଦ୍ୟମ କରିବେ ।

ସୋଆର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଓ ଏମ୍‌ଆର୍‌ଭିର ରେଜିଷ୍ଟ୍ରାର ଡକ୍ଟର ମନ୍ଥନ ଜାନୋଡିଆ ଏହି ବୁଝାମଣା ପତ୍ରରେ ସ୍ୱାକ୍ଷର କରିଥିଲେ । ଏହି ସମୟରେ ଏମ୍‌ଆର୍‌ଭିର ଚିଫ୍ ଇନୋଭେସନ୍ ଅଫିସର ଡକ୍ଟର ବିକାଶ ସାହୁ ଓ ରିସର୍ଚ୍ଚ ଆଣ୍ଡ ଇନୋଭେସନ୍ ଅଫିସର ଡକ୍ଟର ଏଲୋଜିତା ରାଉତ ଉପସ୍ଥିତ ଥିଲେ । ସୋଆର ସ୍କୁଲ ଅଫ୍ ଫାର୍ମାସ୍ୟୁଟିକାଲ୍ ସାଇନ୍‌ସେସ୍‌ର ଡିନ୍ ପ୍ରଫେସର ସୁଦାମ ଚନ୍ଦ୍ର ସି ଓ ପ୍ରଫେସର ଇ. ସୁବୁଦ୍ଧି ମଧ୍ୟ ଉପସ୍ଥିତ ଥିଲେ ।

Tags: educationsoa university
ShareTweetShareSend
Sanchar Live

Sanchar Live

Next Post
ଅଧିକ ଲୁଣ ଖାଉଛନ୍ତି କି? ହୋଇ ଯାଆନ୍ତୁ ସାବଧାନ!

ଅଧିକ ଲୁଣ ଖାଉଛନ୍ତି କି? ହୋଇ ଯାଆନ୍ତୁ ସାବଧାନ!

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.