Monday, September 29, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଜାଣନ୍ତୁ କେମିତି କଟିବ ଆଜି?

Sanchar Live by Sanchar Live
December 17, 2024
in ଜୀବନ ଶୈଳୀ
0
ଆଜି ବଦଳିବ ଏହିସବୁ ରାଶିଙ୍କ ଭାଗ୍ୟ
0
SHARES
54
VIEWS
FacebookTwitter

ମେଷ: ପାରିବାରିକ ସମସ୍ୟା ଦେଖାଦେବ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ପ୍ରେମ ସମ୍ପର୍କରେ ସମସ୍ୟା ସୃଷ୍ଟି ହେବ। ଦୀର୍ଘଦିନରୁ ଅଟକି ରହିଥିବା କାର୍ଯ୍ୟ ପୂରା ହେବ। ଆୟ ଓ ବ୍ୟୟ ସମାନ ରହିବ।

ବୃଷ: ଆତ୍ମବିଶ୍ବାସ ବୃଦ୍ଧି ପାଇବ। ପାରିବାରିକ ଜୀବନ ସୁଖମୟ ହେବ। ପରିବାର ସହିତ ସୁଖଦ ସମୟ ଅତିବାହିତ କରିବେ। ବ୍ୟବସାୟ ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିପାରନ୍ତି। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ

ମିଥୁନ: ଦିନଟି ଶୁଭଫଳ ପ୍ରଦାନ କରିବ। ଆର୍ଥିକ ମାମଲାରେ ସୁଧାର ଆସିବ। ସହକର୍ମୀଙ୍କ ସହଯୋଗରୁ ଅଫିସ୍ କାର୍ଯ୍ୟରେ ସଫଳତା ମିଳିବ। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।

କର୍କଟ: ବନ୍ଧୁ ତଥା ଭାଇଙ୍କ ସହଯୋଗ ମିଳିବ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ସାମାଜିକ ପ୍ରତିଷ୍ଠା ବଢ଼ିବ। ଅଫିସ୍‌ରେ ସହକର୍ମୀଙ୍କ ସହଯୋଗରେ ଆଗକୁ ବଢ଼ିବେ। ମାନସମ୍ମାନ ବୃଦ୍ଧି ପାଇବ।

ସିଂହ: କର୍ମଚଞ୍ଚଳ ରହିବେ। ମନ ପ୍ରଫୁଲ୍ଲିତ ରହିବ। ଅଯଥା ଖର୍ଚ୍ଚରୁ ଦୂରେଇ ରୁହନ୍ତୁ। ଘର ପାଇଁ ନୂଆ ଜିନିଷ କିଣିବେ। କଳା, ସାହିତ୍ୟ କ୍ଷେତ୍ରରେ ସଫଳତା ମିଳିବ। ଗୁରୁଜନଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଚିନ୍ତିତ ରହିବେ।

କନ୍ୟା: ଶିକ୍ଷା କ୍ଷେତ୍ରରେ ସଫଳତା ପ୍ରାପ୍ତି ହେବ। ରାଜନୀତିରେ ସାମିଲ ହେବେ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ବୈବାହିକ ଜୀବନରେ ସମସ୍ୟା ଆସିବ। ସାଙ୍ଗଙ୍କ ସହ ଦୂରସ୍ଥାନକୁ ଯାତ୍ରା କରିବେ।

ତୁଳା: ଅଫିସ୍‌ କାର୍ଯ୍ୟରେ ବିଦେଶ ଯାତ୍ରା ଯୋଗ ଅଛି। ଧାରକରଜରୁ ଦୂରେଇ ରହିବେ। ମାଆଙ୍କ ସ୍ବାସ୍ଥ୍ୟ ସମସ୍ୟାରେ ଉନ୍ନତି ପରିଲକ୍ଷିତ ହେବ। ଅଚାନକ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ବିଛା: ସୃଜନାତ୍ମକ କାର୍ଯ୍ୟରେ ସଫଳତା ମିଳିବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ମନ ପ୍ରସନ୍ନ ରହିବ। ପ୍ରେମ ସମ୍ବନ୍ଧ ମଜଭୁତ୍‌ ହେବ। ମନୋରଞ୍ଜନ କାର୍ଯ୍ୟରେ ସମୟ ଅତିବାହିତ କରିବେ।

ଧନୁ: ନିବେଶରୁ ଲାଭ ମିଳିବ। କାର୍ଯ୍ୟରୁ ଆଶାଜନକ ଫଳ ମିଳିବ। ଆତ୍ମବିଶ୍ବାସର ସହ କାର୍ଯ୍ୟ ସମ୍ପାଦନ କରିବେ। ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି। ଯୋଜନା ମୁତାବକ କାମ କଲେ ଭଲ।

ମକର: ଶାରୀରିକ ଯନ୍ତ୍ରଣା ଭୋଗିପାରନ୍ତି। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ବୁଲାବୁଲି ପାଇଁ ଯୋଜନା ପ୍ରସ୍ତୁତ କରିବେ। ଖେଳାଳିଙ୍କୁ ସଫଳତା ମିଳିବ। ବ୍ୟବସାୟରେ କ୍ଷତି ଘଟିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।

କୁମ୍ଭ: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଧାର୍ମିକ କାର୍ଯ୍ୟ କରିବେ। ସମାଜରେ ମାନ ପ୍ରତିଷ୍ଠା ବଢ଼ିବ। ସମାଜସେବାରେ ନିଜକୁ ନିୟୋଜିତ କରିବେ। ସରକାରୀ ଚାକିରିଆଙ୍କ ପାଇଁ ଦିନଟି ଭଲ।

ମୀନ: ସନ୍ତାନଙ୍କ ଭବିଷ୍ୟତ ପାଇଁ ନୂଆ ଯୋଜନା କରିବେ। ବିଦ୍ୟାର୍ଥୀ ପଢ଼ାରେ ମନଯୋଗ ଦେବେ। ପଡ଼ୋଶୀଙ୍କ ସହ ବିବାଦ ଦେଖା ଦେବ। ବିଶେଷ କାର୍ଯ୍ୟରୁ ଲାଭ ମିଳିବ। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ।

Tags: horoscooerashifala
ShareTweetShareSend
Sanchar Live

Sanchar Live

Next Post
ଆଜିଠାରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି, ବାହାର କାଠ ନିକଟରେ ଶ୍ରୀଜିଉଙ୍କୁ ଦର୍ଶନ କରିବେ ଶ୍ରଦ୍ଧାଳୁ

ଆଜିଠାରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି, ବାହାର କାଠ ନିକଟରେ ଶ୍ରୀଜିଉଙ୍କୁ ଦର୍ଶନ କରିବେ ଶ୍ରଦ୍ଧାଳୁ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କାଙ୍କେର ଜିଲ୍ଲାରେ ବଡ଼ ଧରଣର ଏନକାଉଣ୍ଟର, ଟଳିଲେ ୩ ମାଓବାଦୀ
  • ଆସନ୍ତା ୧ରୁ ପୁଣି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ଏସିଆ କପ : ଆଜି ଭାରତ- ପାକିସ୍ତାନ ଫାଇନାଲ ଟକ୍କର
  • ଦୁର୍ଗାପୂଜା ପାଇଁ ରାଜଧାନୀରେ ଆଜିଠୁ ଲାଗୁ ହେଲା ଟ୍ରାଫିକ୍ କଟକଣା
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ…

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.