Monday, March 23, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ଆଜିଠାରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି, ବାହାର କାଠ ନିକଟରେ ଶ୍ରୀଜିଉଙ୍କୁ ଦର୍ଶନ କରିବେ ଶ୍ରଦ୍ଧାଳୁ

Sanchar Live by Sanchar Live
December 17, 2024
in ଅପରାଧ
0
ଆଜିଠାରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି, ବାହାର କାଠ ନିକଟରେ ଶ୍ରୀଜିଉଙ୍କୁ ଦର୍ଶନ କରିବେ ଶ୍ରଦ୍ଧାଳୁ
0
SHARES
3
VIEWS
FacebookTwitter

ପୁରୀ : ଆଜିଠାରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି। ରାଜ୍ୟ ସରକାରଙ୍କ ମାର୍ଗଦର୍ଶିକା ଅନୁସାରେ ରତ୍ନ ଭଣ୍ଡାର ମରାମତି ହେବ । ଉପସ୍ଥିତ ରହିବେ ଏଏସ୍ଆଇର ସଂରକ୍ଷଣ ଓ ରାସାୟନିକ ଆଦି ବିଭାଗର ବରିଷ୍ଠ ବୈଷୟିକ ବିଶେଷଜ୍ଞ । ଏଥିସହ ଡାକ୍ତରୀ ଟିମ, ଅଗ୍ନିଶମ କର୍ମଚାରୀ ଓ ASIର ସ୍ୱତନ୍ତ୍ର ଟିମ୍‌ ଉପସ୍ଥିତ ରହିବେ । ବଡ଼କଥା ହେଉଛି ମରାମତି କାମ ପାଇଁ ରତ୍ନଭଣ୍ଡାରକୁ ପ୍ରବେଶ କରିବାକୁ ଥିବା ସମସ୍ତେ ସେବାୟତଙ୍କ ଭଳି ପାରମ୍ପରିକ ପୋଷାକ ପରିଧାନ କରିବେ। ଶ୍ରମିକ ଓ ଅଧିକାରୀମାନଙ୍କୁ ସ୍ୱତନ୍ତ୍ର ପରିଚୟପତ୍ର ଦିଆଯିବ ।  ବିନା ପରିଚୟପତ୍ରରେ କାହାରିକୁ ଭିତରକୁ ଛଡ଼ାଯିବ ନାହିଁ ।

ମିଳିଥିବା ସୂଚନା ଅନୁସାରେ ଏହି ସମୟରେ ଶ୍ରଦ୍ଧାଳୁମାନେ ବାହାର କାଠ ନିକଟରେ ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେ । ମହାପ୍ରଭୁଙ୍କ ନୀତିକାନ୍ତିରେ ବାଧା ସୃଷ୍ଟି ନକରି ଏଏସଆଇ କରିବ ମରାମତି । ପ୍ରତିଦିନ ଦ୍ୱିତୀୟ ଭୋଗମଣ୍ଡପ ପରେ ନିର୍ଦ୍ଧାରିତ ନୀତିନିର୍ଘଣ୍ଟ ଅନୁଯାୟୀ ପ୍ରାୟ ୫ ଘଣ୍ଟା ମରାମତି କାମ କରାଯିବ । ଦିନ ୧୨ଟା ୩୦ କିମ୍ବା ଅପରାହ୍ ଣ ଗୋଟାଏ ପରଠାରୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ ପାଖାପାଖି ୫ ଘଣ୍ଟା ମରାମତି କାର୍ଯ୍ୟ କରିବ ଏଏସଆଇ । ପ୍ରଥମେ ଲୁହାଭାରା ବନ୍ଧାଯିବା ପରେ ଡି ପ୍ଲାଷ୍ଟରିଂ ଓ ଏହା ପରେ ପୁରୁଣା ଲୁହା ବିମ୍ ଏବଂ ପଥର ମରାମତି କାର୍ଯ୍ୟ କରାଯିବ ।  ଉଭୟ ବାହାର ଓ ଭିତର ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଆରମ୍ଭ କରାଯିବ । ସେପଟେ ରତ୍ନଭଣ୍ଡାର ମରାମତି କାର୍ଯ୍ୟକୁ ଆଗାମୀ ୫ଶହ ବର୍ଷକୁ ଦୃଷ୍ଟିରେ ରଖି ଉନ୍ନତ ଜ୍ଞାନକୌଶଳ ଦ୍ବାରା ମରାମତି କରିବାକୁ ମତ ରଖିଛନ୍ତି ସେବାୟତ।

Tags: puriratnabhandar
ShareTweetShareSend
Sanchar Live

Sanchar Live

Next Post
ଆଜିଠୁ କମିବ ଶୀତ, ୩ରୁ ୫ ଡିଗ୍ରୀ ବଢ଼ିବ ରାତି ତାପମାତ୍ରା

ଆଜିଠୁ କମିବ ଶୀତ, ୩ରୁ ୫ ଡିଗ୍ରୀ ବଢ଼ିବ ରାତି ତାପମାତ୍ରା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ମେ ୨୯ ତାରିଖରେ OTET- ୨୦୨୬ ପରୀକ୍ଷା
  • ରାଜ୍ୟରେ କମୁଛି ମାଓବାଦୀଙ୍କ ସଂଖ୍ୟା
  • ବିରୋଧୀଙ୍କ ହଙ୍ଗାମା, ୪ଟା ଯାଏ ଗୃହ ମୁଲତବୀ
  • ଆଜି ପୁଣି କମିଲା ସୁନା ଦର, ଶୀଘ୍ର କିଣିନିଅ
  • ଜାଣନ୍ତୁ କେତେ ରୋଜଗାର କଲାଣି ଧୁରନ୍ଧର -୨

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.