Monday, August 4, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ମଙ୍ଗଳବାର କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

Sanchar Live by Sanchar Live
December 17, 2024
in ଓଡିଶା
0
ମଙ୍ଗଳବାର କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

Oplus_131072

0
SHARES
7
VIEWS
FacebookTwitter

ମଙ୍ଗଳବାର ତିନିଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସ୍ୱତନ୍ତ୍ର ବିମାନରେ ସେ ଦିନ ୧୦ଟାରେ କେନ୍ଦୁଝର ରାଇସୁଆଁ ହେଲିପ୍ୟାଡରେ ପହଞ୍ଚିବେ । ୧୦ଟା ୨୫ରେ  ଅଶୋକ ବାଟିକାରେ ପହଞ୍ଚି ସପ୍ତମ ସର୍ବଭାରତୀୟ ସାନ୍ତାଳୀ ଲେଖକ ସମ୍ମିଳନୀରେ  ଯୋଗଦେବେ । ୧୧ଟା ୪୦ରେ ସେଠାରୁ ବାହାରି ୧୨ଟା ୫ରେ ମୁକୁନା ସତ୍ୟନାରାୟଣ  ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ଉତ୍ସବରେ ଯୋଗଦେବେ । ଅପରାହ୍ଣ ୪ଟାରେ  ତାଳପଦା ଫୁଟବଲ ମ୍ୟାଚ୍‌ରେ ଯୋଗଦେବେ । ୬ଟା ୩୦ କେନ୍ଦୁଝର ଅଡିଟୋରିୟମ ଯୋଗଦେବା ପରେ ସର୍କିଟ ହାଉସରେ ରାତ୍ରି ଯାପନ କରିବାର କାର୍ଯ୍ୟକ୍ରମ ରହିଛି ।

୧୮ ତାରିଖ ଦିନ ୧୧ଟାରେ ସିଦ୍ଧମଠ କାର୍ଯ୍ୟକ୍ରମରେ ଯୋଗଦେବେ । ୧୨ଟାରେ  ଅଡିଟୋରିୟମ୍‌ରେ ଯୋଗ ଦେବା ପରେ ସର୍କିଟ ହାଉସ୍‌ରେ ବିଶ୍ରାମ ନେବେ । ସନ୍ଧ୍ୟା ୭ଟାରେ କାଳୀପଡ଼ିଆରେ ଗୋନାସିକା ମହୋତ୍ସବରେ ଯୋଗଦେବେ । ରାତ୍ରି  ୧୦ଟା ୧୫ରେ ସେଠାରୁ ଫେରି ସର୍କିଟହାଉସ୍‌ରେ ବିଶ୍ରାମ ନେବେ । ୧୯ ତାରିଖ  ପୂର୍ବାହ୍ଣ ୧୧ଟାରେ ସରକାରୀ ମହତାବ ଉଚ୍ଚ ବିଦ୍ୟାଳୟ ଚମ୍ପୁଆ ହୀରକ ଜୟନ୍ତୀରେ  ଯୋଗଦେବେ । ଅପରାହ୍‌ଣ ୨ଟା ୫ରେ ସର୍କିଟ ହାଉସ୍‌ରେ ପହଞ୍ଚିବେ । ୩ଟା ୩୦ରେ  ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ନିକଟରୁ ଶୁଣିବା  ପାଇଁ ସ୍ଥାନୀୟ ଲୋକେ ଉତ୍ସୁକତାର ସହିତ ଅପେକ୍ଷା କରିଛନ୍ତି।

Tags: kendujharmohanmajhi
ShareTweetShareSend
Sanchar Live

Sanchar Live

Next Post
ଦିଲ୍ଲୀରେ ବିଜେଡି ସାଂସଦଙ୍କ ପ୍ରେସମିଟ୍, ମନଗଢା ଖବର ପ୍ରସାରଣରୁ ନିବୃତ୍ତ ରହିବାକୁ ଅପିଲ୍

ଦିଲ୍ଲୀରେ ବିଜେଡି ସାଂସଦଙ୍କ ପ୍ରେସମିଟ୍, ମନଗଢା ଖବର ପ୍ରସାରଣରୁ ନିବୃତ୍ତ ରହିବାକୁ ଅପିଲ୍

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ୧୭ ବର୍ଷର ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ
  • ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ
  • ଧରା ପଡ଼ିଗଲା ସ୍ତ୍ରୀର ପରକୀୟ ପ୍ରୀତି, ପ୍ରେମିକ ସହ ବାହା କରେଇ ଦେଲେ..
  • ବଳଙ୍ଗା ପୀଡିତାଙ୍କୁ ନ୍ୟାୟ ନମିଳିବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରଖିବୁ : ବିଜେଡି
  • କଂଗ୍ରେସ ସାଂସଦ ରାହୁଲ ଗାନ୍ଧିଙ୍କୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା, ଜାଣନ୍ତୁ କେଉଁ ମାମଲାରେ..

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.