Sunday, November 8, 2026
  • About
  • Advertise
  • Careers
  • Contact
sanchar.live
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ
  • Login
No Result
View All Result
sanchar.live
Home ଓଡିଶା

ପୁଣି ବଢିଲା ସୁନା ଦର, ଜାଣନ୍ତୁ ଆଜି କେଉଁ ସହରରେ କେତେ ଟଙ୍କା ରହିଛି ସୁନା ଦାମ

Sanchar Live by Sanchar Live
December 17, 2024
in ଓଡିଶା
0
0
SHARES
100
VIEWS
Facebook
Twitter

ଭୁବନେଶ୍ୱର : ଆଜି ବଢିଛି ସୁନା ଦର । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୧ ହଜାର ୫୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୭୮ ହଜାର ୦୦୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୭୧,୫୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୮ ,୦୦୦ ଟଙ୍କା ହୋଇଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୭୧,୫୦୦ ଟଙ୍କା ଓ ୭୮ ,୦୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୭୧,୬୫୦ ଟଙ୍କା ଓ ୭୮ , ୧୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୭୧, ୫୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୮,୦୦୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୭୧,୫୦୦ ଟଙ୍କା ଓ ୭୮,୦୦୦ ଟଙ୍କା ରହିଛି  । ଅନ୍ୟ ପଟେ ରୁପା ଦର କେଜି ପ୍ରତି ୯୨,୫୦୦ ହଜାର ଟଙ୍କା ହୋଇଛି ।

Related posts

ଦୀପାବଳି ରାତିରେ କଡ଼ା ପହରା: ବାଣ ଫୁଟାଇବା ପୂର୍ବରୁ ଜାଣିରଖନ୍ତୁ ନିୟମ

ଦୀପାବଳି ରାତିରେ କଡ଼ା ପହରା: ବାଣ ଫୁଟାଇବା ପୂର୍ବରୁ ଜାଣିରଖନ୍ତୁ ନିୟମ

November 8, 2026
ପବିତ୍ର ଦୀପାବଳି ପାଇଁ ଗାଁଠୁ ସହର ଉତ୍ସବ ମୁଖର

ପବିତ୍ର ଦୀପାବଳି ପାଇଁ ଗାଁଠୁ ସହର ଉତ୍ସବ ମୁଖର

November 8, 2026
Tags: Gold price todayindia

POPULAR NEWS

  • ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    0 shares
    Share 0 Tweet 0
  • ଯଦି ଏବେ ଓଡ଼ିଶାରେ ଭୋଟ ହୁଏ, ଜିତିବ କିଏ ?

    0 shares
    Share 0 Tweet 0
  • ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା

    0 shares
    Share 0 Tweet 0
  • ଟୁଇନି ସିଟିରେ ପଲଙ୍କ ସେବାରେ ବାଂଲାଦେଶୀ ଯୁବତୀ

    0 shares
    Share 0 Tweet 0
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ

    0 shares
    Share 0 Tweet 0
sanchar.live

We bring you the best Premium WordPress Themes that perfect for news, magazine, personal blog, etc.

Follow us on social media:

Recent News

  • ଦୀପାବଳିରେ ଅଘଟଣ: ନଜର ପକାନ୍ତୁ ଦେଶର ବିଭିନ୍ନ ସ୍ଥାନରେ ଘଟିଥିବା ଅଘଟଣ ଉପରେ…
  • ରାତିରେ ଶୋଇବାବେଳେ କେଶ ବାନ୍ଧି ଶୋଇବେ ନା ଖୋଲିକି ଶୋଇବେ?
  • ୧୯ ବର୍ଷରୁ କମ୍ ଏସୀଆ କପରେ ଭାରତର ପରାଜୟ: ହରାଇଲା ପାକିସ୍ତାନ

Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Newsletter

  • About
  • Advertise
  • Careers
  • Contact

© 2026 Sanchar - Technology Partner OneByte.

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ

© 2026 Sanchar - Technology Partner OneByte.