Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ପଦରୁ ହଟିଲେ ଆଇଏଏସ୍ ବିଷ୍ଣୁପଦ ସେଠୀ

Sanchar Live by Sanchar Live
December 17, 2024
in ଓଡିଶା
0
ପଦରୁ ହଟିଲେ ଆଇଏଏସ୍ ବିଷ୍ଣୁପଦ ସେଠୀ
0
SHARES
25
VIEWS
FacebookTwitter

ସଂଚାର ବ୍ୟୁରୋ: ପଦରୁ ହଟିଲେ ଆଇଏଏସ୍ ବିଷ୍ଣୁପଦ ସେଠୀ । ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗରେ ଓଏସଡି ଭାବେ ନିଯୁକ୍ତ ହେଲେ ବିଷ୍ଣୁପଦ । ରାଜ୍ୟ ସରକାରଙ୍କ ୩ଟି ପ୍ରମୁଖ ବିଭାଗର ସଚିବ ଥିଲେ । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ସଚିବ ଥିଲେ ।

ଟେଣ୍ଡର ଫିକ୍ସିଂ ଓ ଲାଞ୍ଚ କାରବାର ମାମଲାରେ ସିବିଆଇ ତନାଘନା ଜାରି ରଖିଛି । ବି ଆଣ୍ଡ ଆର କର୍ପୋରେସନର କର୍ମଚାରୀଙ୍କୁ ଡାକି ଜେରା କରୁଛନ୍ତି । ଆଉ କେଉଁ ଆଇଏଏସ ଏଥିରେ ସମ୍ପୃକ୍ତ ସେମାନଙ୍କ ଲିଷ୍ଟ ପ୍ରସ୍ତୁତ କରୁଛି । ଅନ୍ୟପଟେ ବିଷ୍ଣୁପଦଙ୍କ ଡେଡଲାଇନ ସରି ସରିଆସୁଛି । ହାଜର ନହେଲେ ତାଙ୍କ ବିରୋଧରେ ସିବିଆଇ କଠୋର ହୋଇପାରେ ବୋଲି ବିଶ୍ୱସ୍ତ ସୂତ୍ରରୁ ସୂଚନା ମିଳିଛି ।

ଲାଞ୍ଚ କାରବାର ମାମଲାରେ ସିବିଆଇ ସ୍କାନରକୁ ଆସିଛନ୍ତି ବ୍ରିଜ୍ ଆଣ୍ଡ ରୁଫ୍ କର୍ପୋରେସନର ଜେନେରାଲ ମ୍ୟାନେଜର ବି. କେ ସିଂହଙ୍କର । ପୂର୍ବରୁ ଜେରା ହୋଇଥିବା ତିନି ମୁଖ୍ୟ ଅଭିଯୁକ୍ତଙ୍କଠାରୁ ମିଳିଥିବା ତଥ୍ୟ ଓ ବିଷ୍ଣୁପଦ ସେଠୀଙ୍କୁ ସେ ଲେଖିଥିବା ଚିଠିକୁ ଆଧାର କରି ତାଙ୍କୁ ଝାଳବୁହା ଜେରା କରିଛନ୍ତି ସିବିଆଇର ଦିଲ୍ଲୀ ଟିମ୍ । ଲାଞ୍ଚ କାରବାର ଓ କେଉଁ କେଉଁ ଆଇଏଏସଙ୍କୁ ଭେଟିଥିଲେ ? କାହିଁକି  ଭେଟିଥିଲେ ? ତାହା ଜାଣିବାକୁ ଉଦ୍ୟମ କରିଛନ୍ତି ।

Tags: bishnupada sethiIAS
ShareTweetShareSend
Sanchar Live

Sanchar Live

Next Post
ଶ୍ରୀମନ୍ଦିରରେ ପାଳିତ ହେଉଛି ଦେବ ଦୀପାବଳି, ୩ ଦିନ ଧରି ଚାଲିବ

ବୁଧବାର ମରାମତି କାମ ବନ୍ଦ ରହିବ ଭିତର ରତ୍ନ ଭଣ୍ଡାର କାମ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବିହାର ନିର୍ବାଚନ ପୂର୍ବରୁ ନୀତିଶଙ୍କ ବଡ଼ ଘୋଷଣା, ବଢ଼ିଲା ଏମାନଙ୍କ ଭତ୍ତା
  • ଶ୍ରୀମନ୍ଦିର ଭିତରେ ଫଟୋ ନେବାବେଳେ ଧରାପଡ଼ିଲେ ଅଣଓଡ଼ିଆ ଭକ୍ତ
  • ପ୍ରେମିକ ସହ ମିଶି ସ୍ବାମୀଙ୍କୁ ମାରିଦେଲା ସ୍ତ୍ରୀ
  • ଔଷଧ କିଣି ଘରକୁ ଫେରିବାବେଳେ ଭାସିଗଲେ ଯୁବକ
  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.