Monday, September 29, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜି ସିବିଆଇରେ ହାଜର ହୋଇପାରନ୍ତି ବିଷ୍ଣୁପଦ ସେଠୀ

Sanchar Live by Sanchar Live
December 18, 2024
in ଓଡିଶା
0
ବଢ଼ିଲା IAS ବିଷ୍ଣୁପଦ  ସେଠୀଙ୍କ ଅଡୁଆ
0
SHARES
6
VIEWS
FacebookTwitter

ଭୁବନେଶ୍ବର: ରାଷ୍ଟ୍ରାୟତ୍ତ ଉଦ୍ୟୋଗ ବ୍ରିଜ୍ ଆଣ୍ଡ ରୁଫ୍ କର୍ପୋରେସନ୍ ଜିଜିଏମ୍ଙ୍କୁ ୧୦ ଲକ୍ଷ ଟଙ୍କା ଲାଞ୍ଚ ମାମଲାରେ ଆଜି ଦିନ ୧୨ଟା ସୁଦ୍ଧା ସିବିଆଇ କାର୍ଯ୍ୟାଳୟରେ ହାଜର ହେବାକୁ ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କୁ ସିବିଆଇ ଚିଠି କରିଛି। ଏହି ମାମଲାରେ ଆଇଏଏସ୍ ବିଷ୍ଣୁପଦ ସେଠୀ ସିବିଆଇ ଜେରାର ସମ୍ମୁଖୀନ ହେବା ଆପାତତଃ ନିଶ୍ଚିତ ବୋଲି କୁହାଯାଉଛି।

ଗତକାଲି ରାଜ୍ୟ ସରକାର ବିଷ୍ଣୁପଦ ସେଠୀଙ୍କୁ ତିନିଟି ଯାକ ବିଭାଗରୁ ହଟାଇ ଦେଇଥିବାରୁ ସିବିଆଇ ତାଙ୍କୁ ଜେରା କରିବ।  ଏହି କାରବାରରେ ଆଇଏଏସ୍ ବିଷ୍ଣୁପଦଙ୍କ କି ପ୍ରକାର ସମ୍ପୃକ୍ତି ରହିଛି, ସେନେଇ ସିବିଆଇ ପଚାରିଥିଲା। ସେହିଭଳି ୪ ତାରିଖରେ ଜିଏମ୍ ଭୂପେନ୍ଦ୍ର ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ବ୍ୟକ୍ତିଗତ ସଚିବଙ୍କୁ ଏକ ହାତଲେଖା ଚିଠି ଲେଖିଥିବା ପ୍ରସଙ୍ଗରେ ମଧ୍ୟ ସିବିଆଇ ଖୋଳତାଡ଼ କରୁଛି।

ଏଣେ ଗତକାଲି ରାଜ୍ୟ ସରକାର ବିଷ୍ଣୁପଦ ସେଠୀଙ୍କୁ ତିନିଟି ଯାକ ବିଭାଗରୁ ହଟାଇ ଦେଇଥିବାରୁ ସିବିଆଇ ତାଙ୍କୁ ଜେରା କରିବ।

ଏହି ମାମଲାରେ ସିବିଆଇ ଉକ୍ତ ଉଦ୍ୟୋଗର ଜିଏମ୍ଙ୍କ ସମେତ ଆକାଉଣ୍ଟସ୍ ଅଧିକାରୀ ଓ ଅନ୍ୟ ଜଣେ ଅଧିକାରୀଙ୍କୁ ସିବିଆଇ ଘନଘନ ଜେରା କରିଛି। ଜିଏମ୍ ଭୂପେନ୍ଦ୍ର ସିଂହଙ୍କୁ ୬ଘଣ୍ଟା ମାରାଥନ ଜେରା କରାଯାଇଛି ଏବଂ ଆକାଉଣ୍ଟସ୍ ଅଫିସର୍ଙ୍କୁ ୭ ଦିନ ହେଲା ପର୍ଯ୍ୟାୟକ୍ରମେ ପଚରାଉଚରା ଚାଲିଛି। ବିଶେଷକରି ଅଭିଯୁକ୍ତ ଠିକାଦାର ଦେବଦତ୍ତ ମହାପାତ୍ର ଓ ସନ୍ତୋଷ ମହାରଣାଙ୍କ କେଉଁ କାମ ପାଇଁ କେତେ ବିଲ୍ ପାସ୍ କରାଯାଇଛି, ସେନେଇ ସିବିଆଇ ଜେରା କରୁଛି। ସିବିଆଇର ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ଯେ ଡିସେମ୍ବର ୫ ତାରିଖରେ ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କୁ ଜିଜିଏମ୍ ଚଞ୍ଚଲ୍ ମୁଖାର୍ଜୀ ଭେଟିଥିଲେ। ଡିସେମ୍ବର ୬ ତାରିଖରେ ପେଣ୍ଟା ଏ ଷ୍ଟୁଡିଓ ନିର୍ଦେଶକ ସନ୍ତୋଷ ମହାରଣା ଓ ତାଙ୍କ ବାପା ମନମୋହନ ମହାରଣାଙ୍କୁ ତୁରନ୍ତ ଭେଟିବାକୁ କହିଥିଲେ ଚଞ୍ଚଲ୍। ଲାଞ୍ଚ ଆକାରରେ ଦିଆଯିବାକୁ ଥିବା ୧୦ ଲକ୍ଷ ଟଙ୍କାକୁ ପରବର୍ତ୍ତୀ ବିଲ୍ କିମ୍ବା କାର୍ଯ୍ୟାଦେଶରେ ଆଡ୍ଜଷ୍ଟ କରାଯିବ ବୋଲି ଚଞ୍ଚଲ୍ କହିଥିଲେ। ବ୍ରିଜ୍ ଆଣ୍ଡ୍ ରୁଫ୍ କର୍ପୋରେସନ୍ ନାଲ୍କୋ ଦାମନଯୋଡ଼ି ବିଶାଖପାଟଣାରେ ସିଭିଲ୍ କାମ କରିବାକୁ ଟେଣ୍ଡର ନେଇଛି ଏବଂ ଏହି କାମ ପାଇଁ ପେଣ୍ଟା ଏ ଷ୍ଟୁଡିଓକୁ ଦାୟିତ୍ବ ଦେଇଛି। ଏହି ଟେଣ୍ଡର ପ୍ରକ୍ରିୟାକୁ ନେଇ ଜିଏମ୍ ଭୂପେନ୍ଦ୍ରଙ୍କୁ ସିବିଆଇ ପଚରାଉଚରା କରିଛି। ଏହି କାରବାରରେ ଆଇଏଏସ୍ ବିଷ୍ଣୁପଦଙ୍କ କି ପ୍ରକାର ସମ୍ପୃକ୍ତି ରହିଛି, ସେନେଇ ସିବିଆଇ ପଚାରିଥିଲା। ସେହିଭଳି ୪ ତାରିଖରେ ଜିଏମ୍ ଭୂପେନ୍ଦ୍ର ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ବ୍ୟକ୍ତିଗତ ସଚିବଙ୍କୁ ଏକ ହାତଲେଖା ଚିଠି ଲେଖିଥିବା ପ୍ରସଙ୍ଗରେ ମଧ୍ୟ ସିବିଆଇ ଖୋଳତାଡ଼ କରୁଛି।

Tags: Bishnupradasethiodisha
ShareTweetShareSend
Sanchar Live

Sanchar Live

Next Post
ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ନ୍ୟାସ ନେଲେ ରବିଚନ୍ଦ୍ରନ ଅଶ୍ବିନ

ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ନ୍ୟାସ ନେଲେ ରବିଚନ୍ଦ୍ରନ ଅଶ୍ବିନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ୩ଟି ବିଭାଗର ୪ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍‌ ମୋହର
  • ଲାଗିଲାଣି ଭିଡ଼, ଗାଁଠୁ ସହର ଉତ୍ସବ ମୁଖର
  • କାଙ୍କେର ଜିଲ୍ଲାରେ ବଡ଼ ଧରଣର ଏନକାଉଣ୍ଟର, ଟଳିଲେ ୩ ମାଓବାଦୀ
  • ଆସନ୍ତା ୧ରୁ ପୁଣି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ଏସିଆ କପ : ଆଜି ଭାରତ- ପାକିସ୍ତାନ ଫାଇନାଲ ଟକ୍କର

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.