Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଜାନୁଆରୀ ୬ ତାରିଖରେ ଦରଦାମ ବୃଦ୍ଧି ବିରୋଧରେ ଆନ୍ଦୋଳନ କରିବ ବିଜେଡି

Sanchar Live by Sanchar Live
December 18, 2024
in ଓଡିଶା
0
ଜାନୁଆରୀ ୬ ତାରିଖରେ ଦରଦାମ ବୃଦ୍ଧି ବିରୋଧରେ ଆନ୍ଦୋଳନ କରିବ ବିଜେଡି

Oplus_131072

0
SHARES
9
VIEWS
FacebookTwitter

ଭୁବନେଶ୍ୱର: ଆସନ୍ତା ଜାନୁଆରୀ ୬ ତାରିଖରେ ଦରଦାମ ବୃଦ୍ଧି ବିରୋଧରେ ଆନ୍ଦୋଳନ କରି ରାଜରାସ୍ତାକୁ ଓହ୍ଲାଇବ ବିଜେଡି । ଜାନୁଆରୀ ୬ରେ ଲୋକସେବା ଭବନ ଆଗରେ କରିବ ବିକ୍ଷୋଭ । ରାଜ୍ୟ ସରକାରଙ୍କୁ ଟାର୍ଗେଟ କରି ବିଜେଡି ନେତା ଏକ ପ୍ରେସମିଟ ଜରିଆରେ ଏନେଇ ସୂଚନା ଦେଇଛନ୍ତି । ସରକାର ଯେଉଁ ପ୍ରତିଶୃତି ଦେଇ ଆସିଥିଲେ, ୫୦୦୦୦ ହଜାର ସୁଭଦ୍ରା, ୩୦୦ ୟୁନିଟ ମାଗଣା ବିଜୁଳି, ୩୧୦୦ ଏମପିଏସ୍, ଭତ୍ତା, ଏ ସବୁରେ ବିଫଳ ହୋଇଛନ୍ତି । କେବଳ ସେତିକି ନୁହେଁ, ବିଜେପି ସରକାର ଗଠନର ୬ ମାସରେ ଦରଦାମ ବହୁ ମାତ୍ରାରେ ବଢିଥିବାରୁ ଏଭଳି ପଦକ୍ଷେପ ନେଇଛି ବିଜେଡି ।

ନିତ୍ୟ ବ୍ୟବହାର ଜିନିଷ ଯଥା ଡିଜେଲ, ପେଟ୍ରୋଲ ଓ ଗ୍ୟାସ ଦର ବୃଦ୍ଧି ଯୋଗୁଁ ଲୋକ ଅନେକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ସୁଭଦ୍ରାର ଏସଓପି ୯ ଥର ବଦଳିଲାଣି, ଆଳୁ ୬୦ ଟଙ୍କା ହୋଇଥିବା ବେଳେ ଡାଲି ୧୫୦ ଛୁଇଁଲାଣି । ଏହା ପ୍ରଶାସନିକ ଓ ସରକାରୀ ବିଫଳତା ବୋଲି ବିଜେଡି କହିଛି । ସେହିପରି ପ୍ରତିବର୍ଷ ପରି ଚଳିତ ବର୍ଷ ଡିସେମ୍ବର ୨୬ ରେ ବିଜେଡି ପ୍ରତିଷ୍ଠା ଦିବସ ସବୁ ନିର୍ବାଚନ ମଣ୍ଡଳିରେ ପାଳନ କରିବ  ।

Tags: bjdodishaprice hike
ShareTweetShareSend
Sanchar Live

Sanchar Live

Next Post
ସାବୁନ ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ

ସାବୁନ ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.