Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home Uncategorized

ଆଜି ଚମକିବ ଏହିସବୁ ରାଶିଙ୍କ ଭାଗ୍ୟ

Sanchar Live by Sanchar Live
December 19, 2024
in Uncategorized
0
ଆଜି ଚମକିବ ଏହିସବୁ ରାଶିଙ୍କ ଭାଗ୍ୟ
0
SHARES
48
VIEWS
FacebookTwitter

ମେଷ : ସମସ୍ୟା ସମାଧାନ ପାଇଁ ଯେତେ ଚେଷ୍ଟା କଲେ ମଧ୍ୟ ଅସଫଳ ହେବେ । ପରିବାରରେ ଗୋଳମାଳିଆ ପରିସ୍ଥିତି ସୃଷ୍ଟି ଆଶଙ୍କା ରହିଛି । ପିଲାଙ୍କ ସକାଶେ ଅନ୍ୟମାନଙ୍କ ନିକଟରେ ମୁଣ୍ଡ ନୁଆଁଇବାକୁ ପଡିପାରେ । ବନ୍ଧୁଙ୍କ ଅନୁରୋଧ କ୍ରମେ ଭ୍ରମଣ କାରଣରୁ କ୍ଳାନ୍ତି ଓ ଅବସାଦର ଅନୁଭବ କରିପାରନ୍ତି ।

ବୃଷ : ସମ୍ପର୍କୀୟମାନଙ୍କ କାର୍ଯ୍ୟକଳାପ ଅସନ୍ତୋଷ ସୃଷ୍ଟି କରିବ । ପାରିବାରିକ କ୍ଷେତ୍ରରେ କିଛି କହିବା ଅପେକ୍ଷା ବରଂ ନୀରବ ରହିପାରିଲେ ଭଲ ହେବ । ଯାତ୍ରାରେ ସଫଳତା ମିଳିବ ତଥାପି କାମର ଚାପ ବହୁତ ବଢିଯିବ । ବନ୍ଧୁ ମାନଙ୍କୁ ଗଠନମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ ।

ମିଥୁନ : କର୍ମକ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ପ୍ରତିହତ କରିବାର ସାମର୍ଥ୍ୟ ରହିବ । ଅନ୍ୟମନସ୍କତା କାରଣରୁ କେତେକ ଭୂଲ୍‌ କରିବେ । କାର୍ଯ୍ୟସାଧନ ପରିସରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ । କରଜଦାତାଙ୍କ ଚାପ ବୃଦ୍ଧି ପାଇବାକାରଣରୁ ବ୍ୟସ୍ତତା ବୃଦ୍ଧି ପାଇପାରେ ।

କର୍କଟ : ଖର୍ଚ୍ଚଭାର ବୃଦ୍ଧି କାରଣରୁ ଦୁଃଚିନ୍ତା ବଢ଼ିବ । ଯାହାକୁ କିଛି ସହାନୁଭୂତି ଆଶାରେ କହିବାକୁ ଯିବେ ସେ ଓଲଟା କହିପାରେ । କଥାରେ ସଂଯମତା ହରାଇବା ଅନର୍ଥର କାରଣ ହେବ । କ୍ରୀଡା, କଳା, ସାହିତ୍ୟ, ପ୍ରକାଶନ ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇପାରନ୍ତି ।

ସିଂହ : ପାରିବାରିକ କ୍ଷେତ୍ର ସହୃଦୟତାପୂର୍ଣ୍ଣ ରହିବ । ଶିଳ୍ପ, ବ୍ୟବସାୟ ଓ ପରିବହନ କ୍ଷେତ୍ରରୁ ଲାଭବାନ ହେବେ । ଅବଶ୍ୟ ସାଧାରଣ କେତେକ ବ୍ୟତିକ୍ରମକୁ ବାଦ୍‌ ଦେଲେ ଯାତ୍ରା ସଫଳ ହେବ । ସ୍ବାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ ସତ କିନ୍ତୁ ଅବହେଳା ଜନିତ କୌଣସି ଉପଚାର କରିନପାରନ୍ତି ।

କନ୍ୟା : ଆଜି ଶାରୀରିକ ଓ ମାନସିକ ସ୍ଥିତି ଭଲ ରହିବ । ବିଭିନ୍ନ ଦିଗରୁ ଅର୍ଥ ରୋଜଗାର କରିବେ ଏବଂ ପାରିବାରିକ ସ୍ଥିତିରେ ଉନ୍ନତି ଦେଖାଦେବ । ଶତ୍ରୁମାନେ ସେମିତି କିଛି ଅସୁବିଧା କରିପାରିବେନି । ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା ଓ ସାମ୍ବାଦିକତା କ୍ଷେତ୍ରରୁ ଶୁଭଫଳ ମିଳିବ ।

ତୁଳା : ଦୀର୍ଘଦିନ ହେଲା ଆପଣ ଯାହା ଆଶା କରୁଥିଲେ ତାହା ବହୁତ ବିଳମ୍ବରେ ଅବଶ୍ୟ ମିଳିବ । ଆନୁଷ୍ଟାନିକ କାମରୁ କିମ୍ବା ଆଲୋଚନା ପରିସରରେ ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଭଲ ରହିବନାହିଁ । ଅସୁସ୍ଥତା କାରଣରୁ କେତେକ କାମରେ ଅବହେଳା କରିପାରନ୍ତି । କଳା, ସାହିତ୍ୟ , ସଂଙ୍ଗୀତ, କ୍ରୀଡା ଓ ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍‌ ଆଦୃତ ହେବେ ।

ବିଛା : ପ୍ରତ୍ୟେକ କ୍ଷେତ୍ରରେ ସବୁ ଜାଣିଶୁଣି ନୀରବତା ଅବଲମ୍ବନ କରିବାକୁ ବାଧ୍ୟ ହେବେ । କର୍ମକ୍ଷେତ୍ରରେ ଅସୁବିଧା ନହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ । ଅନ୍ୟମନସ୍କଜନିତ କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ । ନିକଟ ସଂପର୍କୀୟ ମାନଙ୍କ ଇର୍ଷା ଓ ଅସୂୟା ଭାବ ଯୋଗୁଁ ବିଚଳିତ ବୋଧ କରିବେ ।

ଧନୁ : ପ୍ରତ୍ୟେକ କ୍ଷେତ୍ରରେ ପରୋକ୍ଷଶତ୍ରୁତାର ପ୍ରଭାବ ଅନୁଭବ କରିବେ । ଅନ୍ୟମନସ୍କତା କିମ୍ବା ବିସ୍ମରଣଜନିତ କୌଣସି ଜିନିଷ ହରାଇ ପାରନ୍ତି । ସହକର୍ମୀ, ଭାଇ ଭଉଣୀ, ଅଧସ୍ତନ କର୍ମଚାରୀଙ୍କ ଦ୍ୱାରା କାର୍ଯ୍ୟ ସାଧନ କରିବେ । ଅନ୍ୟମାନଙ୍କଠାରୁ ଅର୍ଥ, କାମ, ଆଦାୟ କରିବାରେ ସଫଳ ହୋଇପାରନ୍ତି ।

ମକର : ଆଜି କର୍ମକ୍ଷେତ୍ରରେ ଠିକ୍‌ ଓ ଯୁକ୍ତିଯୁକ୍ତ କଥା କହି ଅନ୍ୟମାନଙ୍କୁ ଆପଣେଇ ନେବେ । ଅନ୍ୟାୟ ବିରୋଧରେ ସ୍ବର ଉଠାଇ ପରୋକ୍ଷ ଶତ୍ରୁତା ସୃଷ୍ଟି କରିପାରନ୍ତି । ପରିଜନଙ୍କ ସ୍ବାସ୍ଥ୍ୟ ସମସ୍ୟାଜନିତ ମନ ବିଚଳିତ ରହିବ । ଏଜେନ୍ସିପ୍‌, ସାମ୍ବାଦିକତା, ରାଜନୀତି, କର୍ମାରମ୍ଭ, କଳା ଓ ସାହିତ୍ୟ ପ୍ରଭୃତିରୁ ସୁଫଳ ପାଇବେ ।

କୁମ୍ଭ : ସ୍ତ୍ରୀଙ୍କ ସହ ମତାନ୍ତର ସୃଷ୍ଟି ଆଶଙ୍କା ରହିଛି । ଶିଳ୍ପ, ବାଣିଜ୍ୟ,ବ୍ୟବସାୟ, ପରିବହନ ଓ ନିର୍ମାଣ କ୍ଷେତ୍ରରେ ଝଗଡା ଲାଗିପାରେ । ପଡୋଶୀମାନେ କଅଁଳିଆ କଥା କହି କାର୍ଯ୍ୟ ହାସଲ କରିବାର ଅପଚେଷ୍ଟା କରିବେ । ପିଲାଙ୍କ ସହ ଖୁସିଗପ କରିବାର ମଉକା ଜୁଟିବ ।

ମୀନ : କୌଣସି ଜିନିଷପତ୍ର ପାଇବାରେ କଳହର ସମ୍ମୁଖୀନ ହୋଇପାରନ୍ତି । କର୍ମକ୍ଷେତ୍ରରେ ରହିଥିବା କାରଣରୁ ବହୁତ କାମ ହାତକୁ ନେଇ ବ୍ୟଥିତ ହେବେ । ଅପ୍ରିୟ ସତ୍ୟ କରିବା ଦ୍ୱାରା ସମ୍ମାନ ବୃଦ୍ଧି ପାଇବ କିନ୍ତୁ ଶତ୍ରୁତା ମଧ୍ୟ ସୃଷ୍ଟି ହେବ । ଅପରାହ୍ନରେ ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ ।

ShareTweetShareSend
Sanchar Live

Sanchar Live

Next Post
ଗୋଟିଏ ଦିନର ବିରତି ପରେ ଆଜିଠୁ ପୁଣି ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ

ଗୋଟିଏ ଦିନର ବିରତି ପରେ ଆଜିଠୁ ପୁଣି ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.