Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ରାଜନୀତି

ପ୍ରତାପ ଷଢ଼ଙ୍ଗୀଙ୍କ ଆହତ ଘଟଣା: ବର୍ଷିଲେ ଧର୍ମେନ୍ଦ୍ର

Sanchar Live by Sanchar Live
December 19, 2024
in ରାଜନୀତି
0
ପ୍ରତାପ ଷଢ଼ଙ୍ଗୀଙ୍କ ଆହତ ଘଟଣା: ବର୍ଷିଲେ ଧର୍ମେନ୍ଦ୍ର

Oplus_131072

0
SHARES
26
VIEWS
FacebookTwitter

ସଂଚାର ବ୍ୟୁରୋ: ମେଡିକାଲରେ ବିଜେପି ସାଂସଦ ପ୍ରତାପ ଷଢ଼ଙ୍ଗୀଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଆଶୁ ଆରୋଗ୍ୟ କାମନା କରିବା ସହ ଏଭଳି ଘଟଣା ପାଇଁ କଂଗ୍ରେସ ଉପରେ ବର୍ଷିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସଂସଦ ଭବନ କାହାର ବ୍ୟକ୍ତିଗତ ଜାଗିର ନୁହେଁ । ରାହୁଲଙ୍କ ଅହଙ୍କାର ଓ ତାଙ୍କ ସାମନ୍ତବାଦୀ ମନୋଭାବ ଯୋଗୁଁ ନିର୍ବାଚିତ ସାଂସଦଙ୍କ ଜୀବନ ବିପଦରେ । ତାଙ୍କ ଏଭଳି ବ୍ୟବହାର ଗ୍ରହଣୀୟ ନୁହେଁ। ଯେତେ ନିନ୍ଦା କଲେ ମଧ୍ୟ ଏହା କମ ହେବ ବୋଲି କହିଛନ୍ତି ଧର୍ମେନ୍ଦ୍ର ପ୍ରଧାନ ।

ସଂସଦରେ ବାଲେଶ୍ବର ସାଂସଦ ପ୍ରତାପ ଷଡ଼ଙ୍ଗୀ ଆହତ ହୋଇଛନ୍ତି । ଗୃହରେ ଥିବା ଶିଡିରୁ ପଡ଼ିଗଲେ ପ୍ରତାପ ନନା । ସଂସଦରେ ଠେଲାପେଲା ବେଳେ ଜଣେ ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କ ଉପରେ ପଡ଼ି ଯାଇଥିଲେ । ସେ ସାଂସଦଙ୍କୁ କୁଆଡେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଠେଲି ଦେଲେ ବୋଲି ଅଭିଯୋଗ କରିଛନ୍ତି ପ୍ରତାପ । ରାହୁଲ ଗାନ୍ଧୀ ଠେଲି ଦେବାରୁ ସାଂସଦ ଜଣକ ତାଙ୍କ ଉପରେ ପଡିଗଲେ ବୋଲି ପ୍ରତାପ ଷଡଙ୍ଗୀ କହିଛନ୍ତି ।

Tags: DharmendrapradhanPratap sarangi
ShareTweetShareSend
Sanchar Live

Sanchar Live

Next Post
ନୂଆବର୍ଷରୁ ଶ୍ରୀମନ୍ଦିରରେ ନୂଆ ଦର୍ଶନ ବ୍ୟବସ୍ଥା

ନୂଆବର୍ଷରୁ ଶ୍ରୀମନ୍ଦିରରେ ନୂଆ ଦର୍ଶନ ବ୍ୟବସ୍ଥା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.