Saturday, June 13, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ଦୁଇ ଦିନିଆ କୁଏତ ଗସ୍ତରେ ପ୍ରଧାନମନ୍ତ୍ରୀ

Sanchar Live by Sanchar Live
December 21, 2024
in ଭାରତ
0
ଦୁଇ ଦିନିଆ କୁଏତ ଗସ୍ତରେ ପ୍ରଧାନମନ୍ତ୍ରୀ
0
SHARES
11
VIEWS
FacebookTwitter

ନୂଆଦିଲ୍ଲୀ : କୁଏତ ଗସ୍ତରେ ଗଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଦୁଇ ଦିନିଆ ଗସ୍ତ ଅବସରରେ ଫୋକସରେ ପ୍ରତିରକ୍ଷା ଓ ବାଣିଜ୍ୟିକ କାରବାର ସମେତ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗ ରହିବ । ଗଲଫ କଫ ଫୁଟବଲ ଟୁର୍ଣ୍ଣାମେଣ୍ଟକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ମୋଦି । ସେଠାରେ ଭାରତୀୟ ସମୁଦାୟକୁ ମଧ୍ୟ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି । ପ୍ରଧାନମନ୍ତ୍ରୀ ମୋଦିଙ୍କ ଏହି ଗସ୍ତ ବେଶ ଗୁରୁତ୍ବ ବହନ କରୁଛି । ୪୩ ବର୍ଷ ପରେ ପ୍ରଥମ ଥର ପାଇଁ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀ କୁଏତ ଗସ୍ତରେ ଯାଉଛନ୍ତି । କୁଏତର ଏମିର ଶେଖ ମେଶାଲ ଅଲ-ଅହମ୍ମଦ ଅଲ-ଜବର ଅଲ-ସବାଙ୍କ ନିମନ୍ତ୍ରଣରେ ପ୍ରଧାନମନ୍ତ୍ରୀ କୁଏତ ଗସ୍ତରେ ଯାଉଛନ୍ତି । ଏହି ଗସ୍ତ ସମୟରେ ଉଭୟ ଦେଶ ମଧ୍ୟରେ ଅନେକ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହେବା ସହ ଚୁକ୍ତି ସ୍ବାକ୍ଷରିତ ହେବ ।

ସେହିପରି ଭାରତ ଏବଂ ଗଲଫ କୋଅପରେସନ କାଉନସିଲ-GCC ମଧ୍ୟରେ ସଂପର୍କକୁ ଆହୁରି ମଜଭୁତ କରିବ ବୋଲି ଆଶା ରହିଛି । ଜିସିସିରେ ୟୁଏଇ, ବାହାରିନ, ସାଉଦ ଆରବ, ଓମାନ, କତାର ଓ କୁଏତ ସଦସ୍ୟ ଅଛନ୍ତି । ୨୦୨୨-୨୩ ଆର୍ଥିକ ବର୍ଷରେ ଜିସିସି ସହ ଭାରତର ମୋଟ ବାଣିଜ୍ୟ କାରବାର ହେଉଛି ୧୮୪.୪୬ ବିଲିଅନ ଆମେରିକୀୟ ଡଲାର । ଏଥିସହ ଜିସିସିର ବର୍ତ୍ତମାନ ଅଧ୍ୟକ୍ଷ କୁଏତ ରହିଛି ।

Tags: kiatanarendra modi
ShareTweetShareSend
Sanchar Live

Sanchar Live

Next Post
ରାଜଧାନୀରେ ଲୁଟେରାଙ୍କ ରାଜ୍‌, ସୁନା ଦୋକାନରୁ ଲୁଟ୍‌

ରାଜଧାନୀରେ ଲୁଟେରାଙ୍କ ରାଜ୍‌, ସୁନା ଦୋକାନରୁ ଲୁଟ୍‌

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଜାମିନ୍ ଆବେଦନ ଖାରଜ ପରେ ଜେଲ ଗଲେ ଚାମେଲୀ ଓଝା
  • ଅନଲାଇନ ସପିଂ କରୁଛନ୍ତି କି ? ତେବେ ହୋଇଯାଆନ୍ତୁ ସାବଧାନ
  • ସ୍ୱାମୀଙ୍କୁ ମନେ ପକାଇଲେ କରିସ୍ମା
  • କେନ୍ଦ୍ର ସରକାରଙ୍କ ଉଚ୍ଚସ୍ତରୀୟ ନିଯୁକ୍ତି କମିଟି, ଓଡିଶାରୁ ୨ ଅଧିକାରୀ
  • ହାଇୱାକୁ ପିଟିଲା BMW କାର୍, ୨ ମୃତ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.