Sunday, September 13, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ରାଜଧାନୀରେ ଲୁଟେରାଙ୍କ ରାଜ୍‌, ସୁନା ଦୋକାନରୁ ଲୁଟ୍‌

Sanchar Live by Sanchar Live
December 21, 2024
in ଅପରାଧ
0
ରାଜଧାନୀରେ ଲୁଟେରାଙ୍କ ରାଜ୍‌, ସୁନା ଦୋକାନରୁ ଲୁଟ୍‌
0
SHARES
20
VIEWS
FacebookTwitter

ରାଜଧାନୀରେ ଚାଲିଛି ଲୁଟେରାଙ୍କ ରାଜ୍‌ । ପୁଣି ମାତିଲେ ସିନ୍ଧି ଚୋର । ସୁନା ଦୋକାନର ତାଲା କାଟି ଲୁଟେରା ନେଇଗଲେ ଲକ୍ଷାଧିକ ଟଙ୍କାର ଅଳଙ୍କାର । ପାଖାପାଖି ଦୁଇ କିଲୋଗ୍ରାମ୍ ରୁପା ଓ  ୨୦ଗ୍ରାମ ସୁନା ଅଳଙ୍କାର ନେଇଥିବା ବେଳେ ଏହାର ଦୃଶ୍ୟ ସିସିଟିଭିରେ କଏଦ ହୋଇଛି । ରାଜଧାନୀ ଭୁବନେଶ୍ୱରରେ ଏଭଳି ଘଟଣା ଘଟିଛି ।

ସୂଚନା ମୁତାବକ, ଚକେଇସିଆଣି ମୁଖ୍ୟ ବଜାରରେ ଥିବା ସୁବର୍ଣା ଜୁଏଲାରୀରୁ ହୋଇଛି ସିନ୍ଧି ଚୋରି । ଡିସେମ୍ୱର୧୯ ତାରିଖ ବିଳମ୍ବିତ ରାତିରେ ଦୋକାନର ସାମ୍ନା ପଟ ତାଲା କାଟି ଅଳଙ୍କାର ନେଇଛନ୍ତି ଲୁଟେରା । ପ୍ରଥମେ ଶାବଳରେ ଲୁହା କବାଟ ତାଡ଼ି ଦୋକାନରେ ପଶିଥିଲେ । ଚୋରି ପୂର୍ବରୁ ସିସିଟିଭିର ମୁହଁ ଉପରକୁ କରିବା ସହ ସିସିଟିଭିର ଡିଭିଆର୍ ମଧ୍ୟ ନେଇଯାଇଛନ୍ତି ଚୋର । ଏନେଇ ସ୍ଥାନୀୟ ମଞ୍ଚେଶ୍ୱର ଥାନାରେ ଅଭିଯୋଗ କଲେ ଦୋକାନ ମାଲିକ ବ୍ରହ୍ମା ସାହୁ । ଉକ୍ତ ଅଭିଯୋଗ ଆଧାରରେ ଆଖପାଖ ଅଞ୍ଚଳର ସିସିଟିଭି ଯାଞ୍ଚ କରି ଘଟଣାର ତଦନ୍ତ କରୁଛି ମଞ୍ଚେଶ୍ୱର ଥାନା ପୋଲିସ ।

Tags: bhubaneswarcrimeloot
ShareTweetShareSend
Sanchar Live

Sanchar Live

Next Post
ବ୍ରହ୍ମପୁର MKCG କ୍ୟାମ୍ପସ ପୁଣି ଅଶାନ୍ତ

ବ୍ରହ୍ମପୁର MKCG କ୍ୟାମ୍ପସ ପୁଣି ଅଶାନ୍ତ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ୪୧ ବର୍ଷ ବୟସରେ ଦ୍ୱିତୀୟ ଥର ମାଆ ହେବେ ମାହିରା
  • ଫ୍ରୀଜ଼ରୁ ବାହାରୁଛି କି ପାଣି? ଜାଣିରଖ କଣ କରିବେ?
  • ଆସନ୍ତା ୧୭ ତାରିଖ ଯାଏଁ ବର୍ଷାରୁ ମିଳିବନି ତ୍ରାହି
  • କାହିଁକି ଭାଇରାଲ ୮୦ ଦଶକର ଫଟୋ? ଆପଣ ଵି ଏମିତି କରନ୍ତୁ…
  • କେନାଲରେ ଭାସିଯାଇ ଭାଇ-ଭଉଣୀ ମୃତ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.