Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ପୂର୍ବୋଦୟ ମିଶନର ପାରାଦୀପ ହେବ ‘ବିକାଶ ଦ୍ୱୀପ’ : ଧମେନ୍ଦ୍ର ପ୍ରଧାନ

Sanchar Live by Sanchar Live
December 23, 2024
in ଓଡିଶା
0
ପୂର୍ବୋଦୟ ମିଶନର ପାରାଦୀପ ହେବ ‘ବିକାଶ ଦ୍ୱୀପ’ : ଧମେନ୍ଦ୍ର ପ୍ରଧାନ
0
SHARES
7
VIEWS
FacebookTwitter

ସଂଚାର ବ୍ୟୁରୋ: ଶିଳ୍ପାଞ୍ଚଳ ପାରାଦୀପରେ  ଯେଉଁ ସମ୍ଭାବନା ଅଛି, ତାହା ଆଗାମୀ ଦିନରେ ଓଡ଼ିଶାର ଆବଶ୍ୟକତାକୁ ପୂରଣ କରିବ।  ପୂର୍ବୋଦୟ ମିଶନର ପାରାଦୀପ ‘ବିକାଶ ଦ୍ୱୀପ’ ହେବ ବୋଲି ସୋମବାର ପାରଦୀପ ନିର୍ବାଚନ  ମଣ୍ଡଳୀର ଆୟୋଜିତ  କାର୍ଯ୍ୟକର୍ତ୍ତା ସମ୍ମିଳନୀ’କୁ ସମ୍ବୋଧିତକରିବା ଅବସରରେ  କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧମେନ୍ଦ୍ର  ପ୍ରଧାନ ।

କେନ୍ଦ୍ରମନ୍ତ୍ରୀ ଧମେନ୍ଦ୍ର  ପ୍ରଧାନ କହିଛନ୍ତି ଜଗତସିଂହପୁର ଜିଲ୍ଲାର ପାରାଦୀପ ସମଗ୍ର ଦେଶରେ  ସ୍ୱତନ୍ତ୍ର ସ୍ଥାନ ଅଧିକାର କରଛି। ଏହି ଜିଲ୍ଲାରେ  ଓଡ଼ଆ ସଂସ୍କୃତିର ପବିତ୍ର ପୀଠସ୍ଥଳ ମାଆ ସାରଳା ପୂଜା ପାଉଛନ୍ତି। ଓଡ଼ିଆ ଭାଷାର ଆଦିକବି ସାରଳା ଦାସ ଏହିଠାରୁ ଓଡିଆ ମହାଭାରତ  ରଚନା କରଛିନ୍ତି। ହଜାର ହଜାର ବର୍ଷର ପୁରାତନ ଐତିହ୍ୟର ମୁକସାକ୍ଷୀ ଭାବେ  ଏହି ଅଞ୍ଚଳରୁ ଓଡ଼ିଆ ସାଧବ ପୁଅମାନେ ନୌବାଣିଜ୍ୟ କରି ଓଡିଶାକୁ ବୈଭବ ଆଣିଛନ୍ତି। ସେହିପରି ପୂର୍ବ ଭାରତ ତ୍ବରିତ ବିକାଶ ପାଇଁ  ପ୍ରଧାନମନ୍ତ୍ରୀ ମୋଦୀଙ୍କର ଦୂରଦୃଷ୍ଟି ସମ୍ପନ ଯୋଜନା  ହେଉଛି ପୂର୍ବୋଦୟ। ଏହାର  ପ୍ରମୁଖ ବିନ୍ଦୁ ହେଉଛି ଓଡିଶାର  ବିକାଶ । ପ୍ରଧାନମନ୍ତ୍ରୀଙ୍କ ପରିକଳ୍ପିତ ପୂର୍ବୋଦୟ ପାରାଦ୍ୱୀପ ହେଉଛି ଏକ ‘ବିକାଶ ଦ୍ୱୀପ । ବିନା ପାରାଦୀପର ବିକାଶରେ  ଓଡ଼ିଶା ଓ ଭାରତର ବିକଶିତ ହେବ ନାହିଁ।  ପାରାଦୀପ ବନ୍ଦର କ୍ରମାଗତ ଭାବେ ୧୦୦ ମିଲିୟନ ମେଟ୍ରିକ ଟନ୍ ପଣ୍ୟ କାରବାର କରି ବୃହତ୍ତମ ବନ୍ଦର ଭାବେ ପରିଚୟ ପାଇବା ଆମ ଓଡ଼ିଶାର ଶିଳ୍ପ ଜଗତ ପାଇଁ ବଡ ଉପଲବ୍ଧି ।

କେନ୍ଦ୍ରମନ୍ତ୍ରୀ କହିଛନ୍ତି  ନିକଟତର ଭଦ୍ରକରେ ବୟନ ପାର୍କ  ପ୍ରତିଷ୍ଠା ପାଇଁ ଇଣ୍ଡିଆନ ଅଏଲ ୪,୩୮୨ କେଟି ଟଙ୍କାର ଅର୍ଥ ମଞ୍ଜରୁ କରଛି । ଇଣ୍ଡିଆନ ଅଏଲ ଓ ଏମସିପିଆଇ ପ୍ରାଇଭେଟ ଲିମିଟେଡର ମିଳିତ ସହଭାଗୀତାରେ ଏହି ବୟନ ପାର୍କ  ପ୍ରତିଷ୍ଠା ହେବ । ଏହି ପଦକ୍ଷେପ ଦ୍ୱାରା ଶିଳ୍ପ କ୍ଷେତ୍ରରେ  ଓଡ଼ିଶାର ଭି୍ଭିୂଭୂମି ସୁଦୃଢ ହେବବ । ରାଜ୍ୟର ଅର୍ଥନୀତି ମଜବୁତ ହେବା ସହ ଯୁବକ ଯୁବତୀଙ୍କ ପାଇଁ ଅନେକ ସୁଯୋଗ ସୃଷ୍ଟି ହେବ । ମାତ୍ର ଏବେ ଡବଲ ଇଞ୍ଜିନ ସରକାରରେ   ଓଡିଆ ଯୁବକମାନେ  ବଡ ବଡ ଶିଳ୍ପ କାରଖାନାର ମାଲିକ ହେବେ । ଏଠାରେ  ଆଗାମୀ ଦିନରେ  ପେଟ୍ରୋ କେମିକାଲ କମ୍ପଲେକ୍ସ  ତିଆରି ହେବ।  ତିର୍ତେ୍ାଲ ପାଖରେ ବନ୍ଦ ହୋଇ ପଡିଥିବା ସୂତା  କଳର ପୁନରୁଦ୍ଧାର ହେବ।

Tags: dharmendra pradhanodisha
ShareTweetShareSend
Sanchar Live

Sanchar Live

Next Post
ସତ୍ଯନଗର ଓ୍ହୟାର ହାଉସରେ ବଡ ଧରଣର ଅଗ୍ନିକାଣ୍ଡ

ସତ୍ଯନଗର ଓ୍ହୟାର ହାଉସରେ ବଡ ଧରଣର ଅଗ୍ନିକାଣ୍ଡ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.