Saturday, February 7, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ମାର୍ଚ୍ଚରେ ମିଳିବ ‘ସୁଭଦ୍ରା’ ଯୋଜନାର ଦ୍ବିତୀୟ କିସ୍ତି

Sanchar Live by Sanchar Live
December 25, 2024
in ଓଡିଶା
0
ଆସନ୍ତା ଡିସେମ୍ବର ୨୫ ତାରିଖରେ ଆସିବ ସୁଭଦ୍ରା ଟଙ୍କା
0
SHARES
16
VIEWS
FacebookTwitter

ଭୁବନେଶ୍ୱର : ଜାନୁଆରୀ ସୁଦ୍ଧା କୋଟିଏ ମହିଳାଙ୍କୁ ମିଳିବ ପ୍ରଥମ କିସ୍ତି ସହାୟତା ।  ଏହା ପରେ ମାର୍ଚ୍ଚରେ ମିଳିବ ‘ସୁଭଦ୍ରା’ ଯୋଜନାର ଦ୍ବିତୀୟ କିସ୍ତି ।  ଏଥିରେ ମଧ୍ୟ କୋଟିଏ ହିତାଧିକାରୀ ପାଇବେ ଦ୍ବିତୀୟ କିସ୍ତି ଟଙ୍କା । ଏକାକାଳୀନ କୋଟିଏ ହିତାଧିକାରୀଙ୍କ ଖାତାକୁ ଯିବ ଟଙ୍କା ।  ସୁଶାସନ ଦିବସ କାର୍ଯ୍ୟକ୍ରମରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ସୂଚନା ଯୋଗ୍ୟ କିଛି ଦିନ ତଳେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଥିଲେ ଯେ ଜାନୁଆରୀରେ ମିଳିବ ‘ସୁଭଦ୍ରା ଯୋଜନା’ ପ୍ରଥମ କିସ୍ତିର ୪ର୍ଥ ପର୍ଯ୍ୟାୟ ଟଙ୍କା ।  ଏହି ପର୍ଯ୍ୟାୟରେ ୨୦ ଲକ୍ଷରୁ ଅଧିକ ମହିଳାଙ୍କ ଖାତାକୁ ଯିବ ସୁଭଦ୍ରା ଟଙ୍କା ।  ଭେରିଫିକେସନ୍ ପ୍ରକ୍ରିୟା ଡିସେମ୍ବର ୩୦ ସୁଦ୍ଧା ସାରିବାକୁ ଲକ୍ଷ୍ୟ ରଖାଯାଇଥିବା ବେଳେ ଜାନୁଆରୀରେ ସୁଭଦ୍ରା ଯୋଜନା ଟଙ୍କା ଦିଆଯିବ ବୋଲି ପ୍ରଭାତୀ ପରିଡ଼ା କହିଥିଲେ ।

Tags: odishaSubhadrayojana
ShareTweetShareSend
Sanchar Live

Sanchar Live

Next Post
ମହାପ୍ରଭୁଙ୍କୁ ଦର୍ଶନ କଲେ ରଘୁବର ଦାସ

ମହାପ୍ରଭୁଙ୍କୁ ଦର୍ଶନ କଲେ ରଘୁବର ଦାସ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜିଠୁ ଆରମ୍ଭ ପ୍ରେମ ସପ୍ତାହ, ରୋଜ ଡେ’ରେ ଜାଣନ୍ତୁ ପ୍ରେମର ମହତ୍ୱ
  • ସରିଲା ରାଷ୍ଟ୍ରପତିଙ୍କ ଓଡିଶା ଗସ୍ତ
  • ପୁଣି ବଢ଼ିଲା ସୁନାରୁପା  ଦର
  • ମହାପ୍ରଭୁଙ୍କ ଦର୍ଶନ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ଆଜିଠୁ ଟି-୨୦ ବିଶ୍ୱକପ, ଭାରତ ଓ ୟୁଏସଏ ଲଢ଼େଇ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.