Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ରାଜ୍ୟରେ ୧୫୪୨ଟି ବହୁମୁଖୀ ପ୍ରାଥମିକ କୃଷି ସମବାୟ ସମିତିର ଶୁଭାରମ୍ଭ

Sanchar Live by Sanchar Live
December 25, 2024
in ଓଡିଶା
0
ରାଜ୍ୟରେ ୧୫୪୨ଟି ବହୁମୁଖୀ ପ୍ରାଥମିକ କୃଷି ସମବାୟ ସମିତିର ଶୁଭାରମ୍ଭ
0
SHARES
9
VIEWS
FacebookTwitter

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟରେ ୧୫୪୨ଟି ବହୁମୁଖୀ ପ୍ରାଥମିକ କୃଷି ସମବାୟ ସମିତିର ଶୁଭାରମ୍ଭ କରିଛନ୍ତି। ଲୋକ ସେବା ଭବନର ସଭାଗୃହ ଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଏହି ସମବାୟ ସମିତି ଗୁଡିକର ଶୁଭାରମ୍ଭ କରିଛନ୍ତି।

ରାଜ୍ୟରେ ସମୁଦାୟ ୨୭୧୧ଟି ପ୍ୟାକ୍ସ ଥିବା ବେଳେ, ରାଜ୍ୟ ସରକାର ଆଉ  ୧୫୪୨ଟି ନୂଆ ବହୁମୁଖୀ ପ୍ୟାକ୍ସ ଗଠନ କରିଛନ୍ତି । ଏହା ଦ୍ୱାରା ରାଜ୍ୟର ସମୁଦାୟ ପ୍ୟାକ୍ସ ସଂଖ୍ୟା ୪୨୫୩ରେ ପହଞ୍ଚିଲା।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସମବାୟ ଆନ୍ଦୋଳନକୁ ଲୋକାଭିମୁଖୀ କରିବା ପାଇଁ କେନ୍ଦ୍ର ସରକାରଙ୍କ ସମବାୟ ବିଭାଗ ଆନୁକୂଲ୍ୟରେ ବିଭିନ୍ନ ନୂତନ କାର୍ଯ୍ୟକ୍ରମକୁ କାର୍ଯ୍ୟକାରୀ କରିବା ପାଇଁ ଆମ ସରକାର ପ୍ରାଧାନ୍ୟ ଦେଉଛନ୍ତି। ଏଥିରେ ସମୁଦାୟ ୫୪ ଟି କାର୍ଯ୍ୟକ୍ରମ ହାତକୁ ନିଆ ଯାଇଛି। ଏଗୁଡିକ ମଧ୍ୟରୁ କେତେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମ ହେଉଛି, ପ୍ୟାକ୍ସ ଓ ଲାମ୍ପସ ଗୁଡିକୁ ବହୁମୁଖି କରିବା ପାଇଁ ମଡେଲ ବାଇ-ଲ ପ୍ରଚଳନ; କମ୍ପ୍ୟୁଟରିକରଣ ମାଧ୍ୟମରେ ପ୍ୟାକ୍ସଗୁଡିକୁ ସ୍ୱଚ୍ଛ ଓ ମଜଭୁତ କରିବା, ସାର ଓ ବିହନ ଯୋଗାଣ, ଜନ ଔଷଧୀ କେନ୍ଦ୍ର ଓ କମନ୍ ସର୍ଭିସ ସେଣ୍ଟର ସ୍ଥାପନ, କୃଷି ସେବା କେନ୍ଦ୍ର ସ୍ଥାପନ, ଗ୍ରାହକ କେନ୍ଦ୍ର ସ୍ଥାପନ, ବୈଜ୍ଞାନିକ ପଦ୍ଧତିରେ ଶସ୍ୟ ସଂରକ୍ଷଣ କେନ୍ଦ୍ର ସ୍ଥାପନ ଇତ୍ୟାଦି।
Tags: cmcm mohan majhi
ShareTweetShareSend
Sanchar Live

Sanchar Live

Next Post
ନବୀନ ଓ ନୀତିଶଙ୍କୁ ମିଳୁ ଭାରତରତ୍ନ : କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂହ

ନବୀନ ଓ ନୀତିଶଙ୍କୁ ମିଳୁ ଭାରତରତ୍ନ : କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂହ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.