Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ନକଲି ସୁନା ବନ୍ଧକ ଦେଇ ଧରାପଡ଼ିବା ପରେ ସ୍ଥାନୀୟ ଲୋକଙ୍କ ଠାରୁ ମାଡ଼ ଖାଇଲେ..

Sanchar Live by Sanchar Live
December 26, 2024
in ଓଡିଶା
0
ନକଲି ସୁନା ବନ୍ଧକ ଦେଇ ଧରାପଡ଼ିବା ପରେ ସ୍ଥାନୀୟ ଲୋକଙ୍କ ଠାରୁ ମାଡ଼ ଖାଇଲେ..
0
SHARES
23
VIEWS
FacebookTwitter

ସଂଚାର ବ୍ୟୁରୋ: ନକଲି ସୁନା ବନ୍ଧକ ଦେଇ ଧରାପଡ଼ିବା ପରେ ସ୍ଥାନୀୟ ଲୋକଙ୍କ ଠାରୁ ମାଡ଼ ଖାଇ ହଟହଟା ହେଲେ ଦୁଇ ଯୁବକଙ୍କ ସହ ଜଣେ ମହିଳା । ଏମିତି ଘଟଣା ଘଟିଛି ଚାନ୍ଦବାଲି ବ୍ଳକ ଘଣ୍ଟେଶ୍ୱର ଅଞ୍ଚଳରେ । ତିହିଡି ବ୍ଲକ ନରେନ୍ଦ୍ରପୁର ପଞ୍ଚାୟତର ସୁଦାମ ସାମଲ ଓ ତାଙ୍କର ୨ ସହଯୋଗୀ କିଛି ଦିନ ତଳେ ୧୦୦ ଗ୍ରାମରୁ ଅଧିକ ନକଲି ସୁନା ଦେଇ ଘଣ୍ଟେଶ୍ୱର ୟୁକୋ ବ୍ୟାଙ୍କ ଶାଖାରୁ ସାଢ଼େ ପାଞ୍ଚ ଲକ୍ଷ ଟଙ୍କା ଋଣ ନେଇଥିଲେ । ଗତକାଲି ପୁଣି ଥରେ ୧୦୦ଗ୍ରାମରୁ ଅଧିକ ସୁନା ନେଇ ଋଣ ନେବାକୁ ବ୍ୟାଙ୍କରେ ପହଞ୍ଚିଥିଲେ । ତାଙ୍କୁ ଦେଖି ବ୍ୟାଙ୍କ କର୍ମଚାରୀଙ୍କ ମନରେ ସନ୍ଦେହ ସୃଷ୍ଟି ହୋଇଥିଲା । ସୁନା ଗୁଡିକୁ ଭଲ ଭାବରେ ତନଖି ପରେ ନକଲି ବୋଲି ଜଣାପଡ଼ିଥିଲା । ଏହା ପରେ ପୂର୍ବରୁ ବନ୍ଧକ ଥିବା ସୁନାକୁ ପୁଣି ଥରେ ପରଖା ଯାଇଥିଲା । ତାହା ମଧ୍ୟ ନକଲି ବୋଲି ଜଣାପଡ଼ିଥିଲା । ଠକ ବୋଲି ଜାଣିବା ପରେ ବ୍ୟାଙ୍କ କର୍ମଚାରୀ ସେମାନଙ୍କୁ ଅଟକ ରଖିଥିଲେ । କିଛି ଉପାୟ ନ ପାଇ ଟଙ୍କା ଫେରାଇବାକୁ ବାଧ୍ୟ ହୋଇଥିଲେ ଠକ । ଏମାନେ ଠକ ବୋଲି ଜାଣିବା ପରେ ସ୍ଥାନୀୟ ଲୋକମାନେ ନିର୍ଧୂମ ଛେଚିଥିଲେ । ଖବର ପାଇଁ ଘଣ୍ଟେଶ୍ୱର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଠକ ମାନଙ୍କୁ ମୁକୁଳାଇ ଥାନାକୁ ନେଇଛି ।

Tags: chandabalicrime
ShareTweetShareSend
Sanchar Live

Sanchar Live

Next Post
ଡିସେମ୍ବର ୨୮ ରୁ ହେବ ନାହିଁ ଶ୍ରୀମନ୍ଦିରରେ ଧାଡି ଦର୍ଶନ

ଡିସେମ୍ବର ୨୮ ରୁ ହେବ ନାହିଁ ଶ୍ରୀମନ୍ଦିରରେ ଧାଡି ଦର୍ଶନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.