Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜିଠୁ ତିନିଦିନିଆ ନିବେଶକ ସମ୍ମିଳନୀ କରିବେ ରାଜ୍ଯ ସରକାର

Sanchar Live by Sanchar Live
August 7, 2024
in ଓଡିଶା
0
ଆଜିଠୁ ତିନିଦିନିଆ ନିବେଶକ ସମ୍ମିଳନୀ କରିବେ ରାଜ୍ଯ ସରକାର
0
SHARES
15
VIEWS
FacebookTwitter

ସଂଚାର ବ୍ୟୁରୋ: ଆଜିଠୁ ତିନିଦିନିଆ ନିବେଶକ ସମ୍ମିଳନୀ କରିବେ ରାଜ୍ଯ ସରକାର । ୯ତାରିଖ ପର୍ଯ୍ୟନ୍ତ ପୁନେ ଓ ଅହମ୍ମଦାବାଦରେ ଆୟୋଜିତ ହେବ ଏହି ସମ୍ମିଳନୀ । ଏହା ହେବ ମୋହନ ସରକାରଙ୍କ ପ୍ରଥମ ନିବେଶକ ସମ୍ମିଳନୀ । ଅଟୋମୋବାଇଲ, ଫୁଡ ପ୍ରୋସେସିଂ, ଡାଉନ ଷ୍ଟ୍ରିମ ଇଣ୍ଡଷ୍ଟ୍ରି, ମେଟାଲ କ୍ଷେତ୍ରରେ ନିବେଶକଙ୍କ ସହ ୱାନ ଟୁ ୱାନ ଓ ଗୋଲ ଟେବୁଲ ବୈଠକ କରିବେ ଶିଳ୍ପ ବିଭାଗର ଅଧିକାରୀ। ସମ୍ମିଳନୀରେ ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ଵାଇଁ, ଶିଳ୍ପ ସଚିବ, ଏମଏସଏମଇ ମନ୍ତ୍ରୀଙ୍କ ସହ ଅନ୍ୟ ଅଧିକାରୀ ଏଥିରେ  ଯୋଗଦେବେ । ୨୦୨୯ ସୁଦ୍ଧା ଅଢେଇ ଲକ୍ଷ କୋଟି ଟଙ୍କାରୁ ଅଧିକ ପୁଞ୍ଜି ନିବେଶ ଆଣିବାକୁ ଲକ୍ଷ୍ୟ ରଖିଛନ୍ତି ସରକାର । ଚଳିତ ବର୍ଷ ଉତ୍କଳ ଉତ୍କର୍ଷ ସମ୍ମିଳନୀ ଆୟୋଜନ କରି ଅଧିକ ପୁଞ୍ଜି ଆଣିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି ।

Tags: nibesaka samilaniodisha
ShareTweetShareSend
Sanchar Live

Sanchar Live

Next Post
ଆଜି ଭାରତ-ଶ୍ରୀଲଙ୍କା ଅନ୍ତିମ ଦିନିକିଆ

ଆଜି ଭାରତ-ଶ୍ରୀଲଙ୍କା ଅନ୍ତିମ ଦିନିକିଆ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.