Sunday, November 8, 2026
  • About
  • Advertise
  • Careers
  • Contact
sanchar.live
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ
  • Login
No Result
View All Result
sanchar.live
Home ଓଡିଶା

ରାଜ୍ୟରେ ବଢ଼ିବ କି ମଦ ଦାମ ? ଜାଣନ୍ତୁ କଣ କହିଲେ ଅବକାରୀ ମନ୍ତ୍ରୀ

Sanchar Live by Sanchar Live
December 28, 2024
in ଓଡିଶା
0
0
SHARES
5
VIEWS
Facebook
Twitter

Related posts

ଦୀପାବଳି ରାତିରେ କଡ଼ା ପହରା: ବାଣ ଫୁଟାଇବା ପୂର୍ବରୁ ଜାଣିରଖନ୍ତୁ ନିୟମ

ଦୀପାବଳି ରାତିରେ କଡ଼ା ପହରା: ବାଣ ଫୁଟାଇବା ପୂର୍ବରୁ ଜାଣିରଖନ୍ତୁ ନିୟମ

November 8, 2026
ପବିତ୍ର ଦୀପାବଳି ପାଇଁ ଗାଁଠୁ ସହର ଉତ୍ସବ ମୁଖର

ପବିତ୍ର ଦୀପାବଳି ପାଇଁ ଗାଁଠୁ ସହର ଉତ୍ସବ ମୁଖର

November 8, 2026

ସଂଚାର ବ୍ୟୁରୋ: ରାଜ୍ୟରେ ମଦ ଦର ବଢିବ କି ? ଏଭଳି ପ୍ରଶ୍ନ ସେତେବେଳେ ଉଠିଛି ଯେତେବେଳେ ମଦ ଦର ବୃଦ୍ଧି ନେଇ ଅବକାରୀ ମନ୍ତ୍ରୀଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି । ମଦ ଦର ବୃଦ୍ଧି ନେଇ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି, ମଦ ଦର ବୃଦ୍ଧି ନେଇ ପ୍ରାଇସ ଫିକ୍ସେସନ୍ କମିଟି ରିପୋର୍ଟ ଆସିଛି, ଏହା ଉପରେ ସରକାର ନିଷ୍ପତ୍ତି ନେବେ । ସମସ୍ତ ଷ୍ଟେକ୍ ହୋଲଡରଙ୍କ ସହ ଆଲୋଚନା କରି ଫିକ୍ସେସନ୍ କମିଟି ନିଷ୍ପତ୍ତି ନିଏ । ୩ଦିନ ତଳେ ଏହି କମିଟି ବସିଥିବା ବେଳେ ମଦ ଦର ବୃଦ୍ଧି ନେଇ ନିଷ୍ପତ୍ତି ଆସିଛି । ଏହା ଉପରେ ରାଜ୍ୟ ସରକାର ବିଚାର କରିବେ ବୋଲି କହିଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ।

Tags: liqurodishapruthiraj harichandan

POPULAR NEWS

  • ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    0 shares
    Share 0 Tweet 0
  • ଯଦି ଏବେ ଓଡ଼ିଶାରେ ଭୋଟ ହୁଏ, ଜିତିବ କିଏ ?

    0 shares
    Share 0 Tweet 0
  • ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା

    0 shares
    Share 0 Tweet 0
  • ଟୁଇନି ସିଟିରେ ପଲଙ୍କ ସେବାରେ ବାଂଲାଦେଶୀ ଯୁବତୀ

    0 shares
    Share 0 Tweet 0
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ

    0 shares
    Share 0 Tweet 0
sanchar.live

We bring you the best Premium WordPress Themes that perfect for news, magazine, personal blog, etc.

Follow us on social media:

Recent News

  • ଦୀପାବଳିରେ ଅଘଟଣ: ନଜର ପକାନ୍ତୁ ଦେଶର ବିଭିନ୍ନ ସ୍ଥାନରେ ଘଟିଥିବା ଅଘଟଣ ଉପରେ…
  • ରାତିରେ ଶୋଇବାବେଳେ କେଶ ବାନ୍ଧି ଶୋଇବେ ନା ଖୋଲିକି ଶୋଇବେ?
  • ୧୯ ବର୍ଷରୁ କମ୍ ଏସୀଆ କପରେ ଭାରତର ପରାଜୟ: ହରାଇଲା ପାକିସ୍ତାନ

Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Newsletter

  • About
  • Advertise
  • Careers
  • Contact

© 2026 Sanchar - Technology Partner OneByte.

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ

© 2026 Sanchar - Technology Partner OneByte.