Thursday, March 5, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଭାରତୀୟ ପ୍ରଯୁକ୍ତି ପ୍ରତିଷ୍ଠାନ ଭୁବନେଶ୍ଵରର ଦ୍ଵାଦଶ ଓ ତ୍ରୟୋଦଶ ସମାବର୍ତ୍ତନ ଉତ୍ସବ ୨୦୨୪ ଅନୁଷ୍ଠିତ

Sanchar Live by Sanchar Live
December 28, 2024
in ଓଡିଶା
0
ଭାରତୀୟ ପ୍ରଯୁକ୍ତି ପ୍ରତିଷ୍ଠାନ ଭୁବନେଶ୍ଵରର ଦ୍ଵାଦଶ ଓ ତ୍ରୟୋଦଶ ସମାବର୍ତ୍ତନ ଉତ୍ସବ ୨୦୨୪ ଅନୁଷ୍ଠିତ
0
SHARES
2
VIEWS
FacebookTwitter

ସଂଚାର ବ୍ୟୁରୋ: ଭାରତୀୟ ପ୍ରଯୁକ୍ତି ପ୍ରତିଷ୍ଠାନ ଭୁବନେଶ୍ଵରର ଦ୍ଵାଦଶ ଓ ତ୍ରୟୋଦଶ ସମାବର୍ତ୍ତନ ଉତ୍ସବ ୨୦୨୪ ଅନୁଷ୍ଠିତ ହୋଇଯାଇଛି l ଏହି ଅବସରରେ ଆଇଆଇଟି ଭୁବନେଶ୍ଵରର ନିର୍ଦ୍ଦେଶକ ପ୍ରଫେସର ଶ୍ରୀପାଦ କମଲକର ଉଦ୍ଘାଟନୀ ସମାରୋହକୁ ସମ୍ବୋଧିତ କରିଥିଲେ l ଏଇ କାର୍ଯ୍ୟକ୍ରମରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ । ଭାରତ ସରକାରଙ୍କ ପ୍ରମୁଖ ବୈଜ୍ଞାନିକ ପରାମର୍ଶଦାତା ପ୍ରଫେସର ଅଜୟ କୁମାର ସୁଦ ସମ୍ମାନୀତ ଅତିଥି ଭାବରେ ଯୋଗ ଦେଇଥିଲେ । କଠିନ ପରିଶ୍ରମ କରି ଜ୍ଞାନ ଆହାରଣ କରିବା ସହ ଦେଶ ସେବା ରେ ନିଜକୁ ନିୟୋଜିତ କରିବାକୁ ପରାମର୍ଶ ଦେଇଥିଲେ ପ୍ରଫେସର ଅଜୟ କୁମାର । ଆଣବିକ ଶକ୍ତି ଆୟୋଗର ଅଧ୍ୟକ୍ଷ ତଥା ଭାରତ ସରକାରଙ୍କ ଆଣବିକ ଶକ୍ତି ବିଭାଗର ସଚିବ ଡ. ଅଜିତ କୁମାର ମହାନ୍ତି ଏବଂ ଭାରତ ସରକାରଙ୍କ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗର ସଚିବ ପ୍ରଫେସର ଅଭୟ କରଣ୍ଡିକର ଅନ୍ୟତମ ଅତିଥି ଭାବେ ଯୋଗଦେଇଥିଲେ l ଆଇଆଇଟି ଭୁବନେଶ୍ଵରର ବୋର୍ଡ ଅଫ୍ ଗଭର୍ଣର୍ସର ଅଧ୍ୟକ୍ଷ ଡ.
ରାଜେନ୍ଦ୍ର ପ୍ରସାଦ ସିଂହ ସମାବର୍ତ୍ତନ ଉତ୍ସବରେ ଅଧ୍ୟକ୍ଷତା କରିଥିଲେ l l ଏହି ସମାବର୍ତନ ସମାରୋହରେ ଅନୁଷ୍ଠାନ ପକ୍ଷରୁ ୨୦୨୨-୨୩ ଓ ୨୦୨୩-୨୪ ଶିକ୍ଷାବର୍ଷ ପାଇଁ ୧ ହଜାର ୩୮୮ ଜଣ ଛାତ୍ରଛାତ୍ରୀଙ୍କୁ ଡିଗ୍ରୀ ପ୍ରଦାନ କରାଯାଇଥିଲା ।

Tags: iitkhordha
ShareTweetShareSend
Sanchar Live

Sanchar Live

Next Post
୩ ହାର୍ଡକୋର ମହିଳା ମାଓବାଦୀ ଗିରଫ

୩ ହାର୍ଡକୋର ମହିଳା ମାଓବାଦୀ ଗିରଫ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.