Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଧାନ ବ୍ୟତୀତ ଅନ୍ୟ ଫସଲ କ୍ଷତି ପାଇଁ ମଧ୍ୟ କ୍ଷତିପୂରଣ ଦିଆଯିବ: ମୁଖ୍ୟମନ୍ତ୍ରୀ

Sanchar Live by Sanchar Live
December 28, 2024
in ଓଡିଶା
0
ଧାନ ବ୍ୟତୀତ ଅନ୍ୟ ଫସଲ କ୍ଷତି ପାଇଁ ମଧ୍ୟ କ୍ଷତିପୂରଣ ଦିଆଯିବ: ମୁଖ୍ୟମନ୍ତ୍ରୀ
0
SHARES
6
VIEWS
FacebookTwitter

ଭୁବନେଶ୍ୱର : ଅଦିନିଆ ବର୍ଷାରେ ଫସଲହାନିକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକ। ଅଦିନିଆ ବର୍ଷା ଯୋଗୁ ଅମଳ ସମୟରେ କ୍ଷୟକ୍ଷତି ହୋଇଛି । ବୈଠକରେ ୩୦ ତାରିଖ ମଧ୍ୟରେ କ୍ଷୟକ୍ଷତି ଆକଳନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏଥିସହ କ୍ଷତିଗ୍ରସ୍ତ ଚାଷୀଙ୍କୁ ସହାୟତା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । କ୍ଷତିଗ୍ରସ୍ତ ଚାଷୀଙ୍କୁ ଡିବିଟି ଜରିଆରେ କ୍ଷତିପୂରଣ ପ୍ରଦାନ କରାଯିବ ।

ବର୍ତ୍ତମାନ ସୁଦ୍ଧା ୧ ଲକ୍ଷ ୨୬ ହଜାର ଚାଷୀ ଆବେଦନ କରିଛନ୍ତି । କାଲି ସୁଦ୍ଧା ଅନ୍ୟ ଚାଷୀମାନେ ଆବେଦନ କରିବାକୁ ପରାମର୍ଶ ଦିଆଯାଇଛି । ଚାଷୀଙ୍କୁ ଟୋଲ ଫ୍ରି ନମ୍ବର ୧୪୪୪୭ରେ ଆବେଦନ କରିବାକୁ ପରାମର୍ଶ । ବୈଠକରେ ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓ, ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ, ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ଓ ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ର ବୈଠକରେ ଉପସ୍ଥିତ ଥିଲେ । ସେହିପରି ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର ଓ ଅନ୍ୟ ବିଭାଗର ସଚିବଙ୍କ ସମେତ ବରିଷ୍ଠ ଅଧିକାରୀ ମାନେ ବୈଠକରେ ମଧ୍ୟ ଉପସ୍ଥିତ ରହିଥିଲେ ।

Tags: farmermohan majhi
ShareTweetShareSend
Sanchar Live

Sanchar Live

Next Post
ଜାମ୍ମୁ କାଶ୍ମୀର ଗୁଲମର୍ଗ ଅଂଚଳରେ ପ୍ରବଳ ବରଫ ପାତ : ଫସିଲେ ପର୍ଯ୍ୟଟକ

ଜାମ୍ମୁ କାଶ୍ମୀର ଗୁଲମର୍ଗ ଅଂଚଳରେ ପ୍ରବଳ ବରଫ ପାତ : ଫସିଲେ ପର୍ଯ୍ୟଟକ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.