Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ଜାମ୍ମୁ କାଶ୍ମୀର ଗୁଲମର୍ଗ ଅଂଚଳରେ ପ୍ରବଳ ବରଫ ପାତ : ଫସିଲେ ପର୍ଯ୍ୟଟକ

Sanchar Live by Sanchar Live
December 28, 2024
in ଭାରତ
0
ଜାମ୍ମୁ କାଶ୍ମୀର ଗୁଲମର୍ଗ ଅଂଚଳରେ ପ୍ରବଳ ବରଫ ପାତ : ଫସିଲେ ପର୍ଯ୍ୟଟକ
0
SHARES
16
VIEWS
FacebookTwitter

ସଂଚାର ବ୍ୟୁରୋ: ପ୍ରବଳ ବରଫପାତରେ ଫସିଲେ ପର୍ଯ୍ୟଟକ। ଜାମ୍ମୁ କାଶ୍ମୀର ଗୁଲମର୍ଗ ଅଂଚଳରେ ପ୍ରବଳ ବରଫ ପାତରୁ ଫସିଛନ୍ତି ପର୍ଯ୍ୟଟକ। ସଂଗଲଦାନା-ବାରାମୁଲା ରୁଟରେ ଟ୍ରେନ ସେବା ବାଧାପ୍ରାପ୍ତ ହୋଇଛି। ବିଭିନ୍ନ ସ୍ଥାନରୁ ୬୮ ଜଣ ପର୍ଯ୍ୟଟକଙ୍କୁ ଉଦ୍ଧାର କରିଛନ୍ତି ସେନାବାହିନୀ। ପ୍ରବଳ ବରଫପାତ ଯୋଗୁଁ ଉଦ୍ଧାରକାର୍ଯ୍ୟ ଜାରି ରହିଛି। ପୋଲିସ ଓ ବିଆରଓ ପକ୍ଷରୁ ସ୍ଵତନ୍ତ୍ର ଟିମ ବରଫ ହଟାଇବା କାମରେ ନିୟୋଜିତ ହୋଇଛନ୍ତି। ଜାମ୍ମୁ-କାଶ୍ମୀର ରାଜପଥକୁ ବନ୍ଦ କରିଦିଆଯାଇଛି। ବରଫପାତ ଯୋଗୁଁ ବିମାନ ସେବା ଓ ଟ୍ରେନ ସେବା ବାଧାପ୍ରାପ୍ତ ହୋଇଛି। ଦକ୍ଷିଣ କାଶ୍ମୀରରେ ପ୍ରବଳ ବରଫପାତ ହୋଇଛି। ସେପଟେ ଉତ୍ତର କାଶ୍ମୀରରେ ହାଲୁକା ବରଫପାତ ହୋଇଥିବା ଜଣାପଡିଛି। ଗାନ୍ଦରବଲରେ ୭ ଇଂଚ ବରଫପାତ ରେକର୍ଡ ହୋଇଛି। ସୋନମର୍ଗରେ ୮ ଇଂଚ ବରଫପାତ ରେକର୍ଡ ହୋଇଛି। ହିମାଚଳରେ ମଧ୍ୟ ଫସିଛନ୍ତି ପର୍ଯ୍ୟଟକ। ପ୍ରବଳ ବରଫପାତରୁ ପର୍ଯ୍ୟଟକଙ୍କୁ ସତର୍କ ରହିବାକୁ ସୂଚନା ଜାରି କରିଛି ପୋଲିସ।

Tags: jammu kasmirsnow fall
ShareTweetShareSend
Sanchar Live

Sanchar Live

Next Post
କୋଟିଏ ହେଲା ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା ଅନୁଦାନ ରାଶି

କୋଟିଏ ହେଲା ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା ଅନୁଦାନ ରାଶି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.