Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

କୁଦୋପାଲି ଘଟଣା ଜାଲିଆନାୱାଲା ବାଗ ହତ୍ୟାକାଣ୍ଡରୁ କୌଣସି ଗୁଣରେ କମ ନଥିଲା : ଧର୍ମେନ୍ଦ୍ର ପ୍ରଧାନ

Sanchar Live by Sanchar Live
December 29, 2024
in ଓଡିଶା
0
କୁଦୋପାଲି ଘଟଣା ଜାଲିଆନାୱାଲା ବାଗ ହତ୍ୟାକାଣ୍ଡରୁ କୌଣସି ଗୁଣରେ କମ ନଥିଲା : ଧର୍ମେନ୍ଦ୍ର ପ୍ରଧାନ
0
SHARES
11
VIEWS
FacebookTwitter

ସମ୍ବଲପୁର: ୧୮୫୭ର ସମ୍ବଲପୁର କୁଦୋପାଲି ଘଟଣା କୌଣସି ଗୁଣରେ ଜାଲିଆନାୱାଲା ବାଗ ହତ୍ୟାକାଣ୍ଡ ଘଟଣା ଠାରୁ କମ ନଥିଲା ବୋଲି ରବିବାର ସମ୍ବଲପୁର ଠାରେ ‘ଦି ସାଗା ଅଫ୍ କୁଦୋପାଲି : ଦ ଅନସଙ୍ଗ୍ ଷ୍ଟୋରି ଅଫ୍ ୧୮୫୭” ଇଂରାଜୀ ପୁସ୍ତକ ଉନ୍ମୋଚନ କରିବା ଅବସରରେ କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

କୁଦୋପାଲି ଘାଟିରେ ଶହୀଦ ହୋଇଥିବା ବୀର ଛବିଳ ସାଏ ତଥା ୫୭ ଜଣ ଶହୀଦଙ୍କ ସ୍ମୃତିରେ ଅନୁଷ୍ଠିତ ଶ୍ରଦ୍ଧାଞ୍ଜଳି ସଭାର ଅବ୍ୟବହିତ ପୂର୍ବରୁ ଆଜି ଗଣମାନ୍ୟ ବ୍ୟକ୍ତିବିଶେଷଙ୍କ ଗହଣରେ ପୁସ୍ତକର ଇଂରାଜୀ ସଂସ୍କରଣକୁ ଉନ୍ମୋଚନ କରି ଗୌରବାନ୍ୱିତ ହୋଇଥିବା କହିଛନ୍ତି ଶ୍ରୀ ପ୍ରଧାନ । ସେ କହିଛନ୍ତି ୧୮୫୭ ମସିହା ଡିସେମ୍ବର ୩୦ରେ ସମ୍ବଲପୁରର କୁଦୋପାଲି ଘାଟିରେ ବ୍ରିଟିଶ ମାନଙ୍କ ସହ ଅଦମ୍ୟ ସାହସର ସହ ଲଢି ୫୩ ସହଯୋଗୀ ସଂଗ୍ରାମୀ ଶହୀଦ ହୋଇଥିଲେ ଓ ପରେ ୪ ଜଣଙ୍କୁ ଦଣ୍ଡାଦେଶ ଦିଆଯାଇଥିଲା । ସମ୍ବଲପୁର ମାଟିରେ ସଂଗଠିତ ଏହି କୁଦୋପାଲି ମହାସଂଗ୍ରାମରେ ଖିଣ୍ଡା, କୁଲାବିରା, ଘେଁସ, ଲଖନପୁର ଆଦି ଅଞ୍ଚଳର ଅନେକ ପରିବାର ସଂଗ୍ରାମରେ ତ୍ୟାଗ ଓ ବଳିଦାନ ଦେଇଛନ୍ତି । ମାତ୍ର ଏହି ଇତିହାସ ଅନେକଙ୍କ ପାଇଁ ଅଜଣା ଥିଲା ।

ଗତବର୍ଷ ଡିସେମ୍ବର ୩୦ରେ କୁଦୋପାଲି ଠାରେ ‘ବୀର ଛବିଳ ସାଏ ସ୍ମୃତି କମିଟି’ ପକ୍ଷରୁ ବୀର ଛବିଳ ସାଏ ଓ ୫୭ ଜଣ ଶହୀଦଙ୍କ ସ୍ମୃତିରେ ଅନୁଷ୍ଠିତ ଶ୍ରଦ୍ଧାଞ୍ଜଳି ସଭାରେ ଏହି ବିଷୟରେ ସେ ଅବଗତ ହେବା ସହ କୁଦୋପାଲିର ଇତିହାସ ଉପରେ ଗବେଷଣା ସହ ତାହାକୁ ପୂର୍ଣ୍ଣାଙ୍ଗ ପୁସ୍ତକର ରୂପ ଦେବା ପାଇଁ ଆଇସିଏଚଆର୍ ଓ ଏନବିଟିକୁ ଦାୟିତ୍ୱ ଦେଇଥିଲେ ।   ସ୍ୱାଧୀନତାର ୭୫ ବର୍ଷ ଉପଲକ୍ଷେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଇତିହାସ ପୃଷ୍ଠାରେ ଅନାଲୋଚିତ ସଂଗ୍ରାମୀମାନଙ୍କୁ ଲୋକଲୋଚନକୁ ଆଣିବା ପାଇଁ ଆହ୍ୱାନ ଦେଇଥିଲେ । ସେହି କ୍ରମରେ ଏହା ଏକ ମହତ୍ତ୍ୱପୂର୍ଣ୍ଣ ପଦକ୍ଷେପ । କୁଦୋପାଲିର ବୀରମାନଙ୍କ ସ୍ମୃତିରେ ଏଭଳି ଏକ ଐତିହାସିକ ପୁସ୍ତକ ସଙ୍କଳନ ଓ ପ୍ରକାଶନ ପାଇଁ ଶ୍ରୀ ପ୍ରଧାନ ନ୍ୟାସନାଲ ବୁକ୍ ଟ୍ରଷ୍ଟ ଏବଂ ଆଇସିଏଚଆର ଏବଂ ପୁସ୍ତକ ପ୍ରକାଶନ କରିବାରେ ସହଯୋଗୀ ହୋଇଥିବା ସମସ୍ତଙ୍କୁ ଶ୍ରୀ ପ୍ରଧାନ ଧନ୍ୟବାଦ ଜଣାଇଛନ୍ତି ।

Tags: dharmendra pradhansambalpur
ShareTweetShareSend
Sanchar Live

Sanchar Live

Next Post
ପିକନିକରେ ଆସି ବୁଡ଼ିଗଲେ ଛାତ୍ର

ପିକନିକରେ ଆସି ବୁଡ଼ିଗଲେ ଛାତ୍ର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.