Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଡ୍ରେସ ଶୋ’ ରୁମରେ ଅଗ୍ନିକାଣ୍ଡ

Sanchar Live by Sanchar Live
December 30, 2024
in ଓଡିଶା
0
ଡ୍ରେସ ଶୋ’ ରୁମରେ ଅଗ୍ନିକାଣ୍ଡ
0
SHARES
11
VIEWS
FacebookTwitter

ଅନୁଗୋଳ ବଜାରଛକ ସ୍ଥିତ ଏକ ଡ୍ରେସ ଶୋ’ ରୁମରେ ଆଜି ନିଆଁ ଲାଗି ଯାଇଛି ନିଆଁ । ଅଗ୍ନିଶମ ବିଭାଗ ପକ୍ଷରୁ ନିଆଁ ଲିଭାଇବା ପାଇଁ ଉଦ୍ୟମ ଜାରି ରହିଛି।

ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣା ପଡିନଥିଲେ ମଧ୍ୟ ଶର୍ଟ ସର୍କିଟରୁ ନିଆଁ ଲାଗିଥିବା ଅନୁମାନ କରାଯାଉଛି । ନିଆଁ ଲାଗିବା ମାତ୍ରେ ଶୋ’ରୁମରେ ଥିବା କର୍ମଚାରୀ ମାନେ ଭୟରେ ବାହାରକୁ ଚାଲି ଆସିଥିଲେ । ଫଳରେ କେହି ମୃତାହତ ହୋଇ ନ ଥିବା ବେଳେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ଯାଇଥିବା ଜଣାଯାଇଛି।

ଅଗ୍ନିଶମ କର୍ମଚାରୀ ନିଆଁ ଲିଭା କାର୍ଯ୍ୟରେ ନିୟୋଜିତ ଥିବା ବେଳେ ରିପୋର୍ଟ ଲେଖା ହେବା ପର୍ଯ୍ୟନ୍ତ ନିଆଁ ଆୟତ୍ତ ହୋଇ ନ ଥିବା ଜଣାଯାଇଛି।

Tags: anugulfire
ShareTweetShareSend
Sanchar Live

Sanchar Live

Next Post
ତୁରନ୍ତ ସାରିଦିଅନ୍ତୁ ବ୍ୟାଙ୍କ କାମ, ଜାନୁଆରୀରେ ୧୫ ଦିନ ବ୍ୟାଙ୍କ ବନ୍ଦ

ତୁରନ୍ତ ସାରିଦିଅନ୍ତୁ ବ୍ୟାଙ୍କ କାମ, ଜାନୁଆରୀରେ ୧୫ ଦିନ ବ୍ୟାଙ୍କ ବନ୍ଦ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.