Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଜାନୁଆରୀ ୬ ତାରିଖରୁ ୧୨ ତାରିଖ ଯାଏ ଚାଲିବ ପଞ୍ଚମ ଜାତୀୟ ଚିଲିକା ବିହଙ୍ଗ ଉତ୍ସବ

Sanchar Live by Sanchar Live
January 3, 2025
in ଓଡିଶା
0
ଜାନୁଆରୀ ୬ ତାରିଖରୁ ୧୨ ତାରିଖ ଯାଏ ଚାଲିବ ପଞ୍ଚମ ଜାତୀୟ ଚିଲିକା ବିହଙ୍ଗ ଉତ୍ସବ
0
SHARES
6
VIEWS
FacebookTwitter

ଭୁବନେଶ୍ୱର : ଭୁବନେଶ୍ୱର କନଭେନସନ ସେଣ୍ଟର ଠାରେ ଅନୁଷ୍ଠିତ ହେବ ପଞ୍ଚମ ଜାତୀୟ ଚିଲିକା ବିହଙ୍ଗ ଉତ୍ସବ ।  ଜାନୁଆରୀ ୬ ତାରିଖରୁ ୧୨ ତାରିଖ ଯାଏ ଚାଲିବ ।  ଏହି ବିହଙ୍ଗ ଉତ୍ସବ ଚିଲିକାର ସୌନ୍ଦର୍ଯ୍ୟ  ଜୈବବିବିଧତା, ସୁରକ୍ଷା ଏବଂ ଗୋଷ୍ଠୀ ପରିଚାଳିତ ସଂରକ୍ଷଣର ଗରିମାମୟ ଐତିହ୍ୟକୁ ଅଧିକ ଋଦ୍ଧିମନ୍ତ କରିବା ନିମନ୍ତେ ଏହା ଏକ ପ୍ରଚେଷ୍ଟା  ।

ପ୍ରତ୍ୟେକ ବର୍ଷ ଶୀତଋତୁରେ ଲକ୍ଷାଧିକ ସଂଖ୍ୟାରେ ପକ୍ଷୀମାନଙ୍କର ଆଗମନ ଚିଲିକାର ସୌନ୍ଦର୍ଯ୍ୟକୁ ବହୁଗୁଣିତ କରିଥାଏ ।  ଏହି ଉତ୍ସବରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ।  ଏହି ଉଦଘାଟନୀ ଉତ୍ସବରେ ଆନ୍ତର୍ଜାତିକ ଖ୍ୟାତି ସମ୍ପନ୍ନ ପକ୍ଷୀ ବିଶାରଦ ଡ଼. ଅସାଦ ରହମାନୀ ଓ ଡ଼. ସୁରେଶ କୁମାର ଏବଂ ଆନ୍ତର୍ଜାତିକ ଖ୍ୟାତି ସମ୍ପନ୍ନ ବନ୍ୟପ୍ରାଣୀ ଫଟୋଗ୍ରାଫର ଧୃତିମାନ ମୁଖାର୍ଜୀ ମଧ୍ୟ ଯୋଗଦେଇ ସେମାନଙ୍କ ବକ୍ତବ୍ୟ ରଖିବେ । ଏହି ଉତ୍ସବରେ କୁଇଜ, ପୋଷ୍ଟର, ଚିତ୍ରକଳା ପ୍ରତିଯୋଗିତା ଅନୁଷ୍ଠିତ ହେବ ।

Tags: bihanga ustavChillika
ShareTweetShareSend
Sanchar Live

Sanchar Live

Next Post
ମାର୍ଚ୍ଚ ୩୧ ସୁଦ୍ଧା ପୂରଣ ହେବ ଖାଲି ପଡିଥିବା ସରକାରୀ ପଦବୀ, ନିଯୁକ୍ତି ଆୟୋଗଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

କୃଷି ଓଡ଼ିଶା-୨୦୨୫ ଆରମ୍ଭ; ମୁଖ୍ୟମନ୍ତ୍ରୀ ମୋହନ ମାଝୀ କଲେ ଉଦଘାଟନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.